ରାଜ୍ୟ

ଗ୍ୟାସ୍‌ଟାଙ୍କି ବିସ୍ଫୋରଣ ହୋଇ ଘର ସହ ଜଳିଗଲେ ଭଉଣୀ-ଭାଇ

ରାଜନଗର,୧୫ା୮(କୈଳାସ ସାହୁ): ସ୍ବାଧୀନତା ଦିବସରେ ଅଭାବନୀୟ ତଥା ଦୁଃଖଦ ଘଟଣା ଘଟିଯାଇଛି। ଗ୍ୟାସ୍‌ଟାଙ୍କିରୁ ବିସ୍ଫୋରଣ ହୋଇ ଘର ସହ ଜଳି ଯାଇଛନ୍ତି ଭଉଣୀ-ଭାଇ। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଳରାମପୁର ଗାଁରେ ଏଭଳି ଦୁଃଖଦ ଘଟଣା ଘଟିଛି। ଆଜି ସକାଳେ ...

ରାସ୍ତାରେ ଚଲାଇ ଚଲାଇ ଗୋରୁ ନେଉଥିଲେ ଚାଲାଣକାରୀ: ଦେଖି ଅଟକି ଗଲେ ମନ୍ତ୍ରୀ, ଗାଡ଼ିରୁ ଓହ୍ଲାଇ…

ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲାସ୍ଥରୀୟ ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ମୋହନା ଆସୁଥିଲେ ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ ଗୋରୁ...

ସୀମାରେ ବାଂଲାଦେଶୀ ଭୟ, ପାରାଦୀପ ଦେଇ ପଶି ଆସିଲେ ୧୨ଜଣ

ପାରାଦୀପ,୧୫।୮: ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି । ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ ୧୨ଜଣ ସନ୍ଦିଗ୍ଧ...

୨୪ ଘଣ୍ଟାରେ ଆଉ ଏକ ଲଘୁଚାପ: ଏସବୁ ଜିଲାକୁ ସତର୍କ

ଭୁବନେଶ୍ୱର,୧୫।୮: ପୁଣି ବର୍ଷା ବଢ଼ିବ । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା...

ମାଓବାଦୀଙ୍କ ବର୍ବରତା, ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟିପିଟି ମାରିଦେଲେ

ମାଲକାନଗିରି,୧୫।୮: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ମାଓବାଦୀ ଏପରି ବର୍ବର କାଣ୍ଡ ଘଟାଇଛନ୍ତି ବୋଲି କୁହାଯାଉଛି। ଗତ ଦଶଦିନ ତଳେ...

ମୁଖ୍ୟମନ୍ତ୍ରୀ ଅଭିଭାଷଣକୁ କଟାକ୍ଷକଲେ ଲେନିନ ମହାନ୍ତି, କହିଲେ ଶସ୍ତା ବକ୍ତବ୍ୟରୁ…

ଭୁବନେଶ୍ୱର,୧୫।୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଭାଷଣକୁ ନେଇ କଟାକ୍ଷ କରିଛନ୍ତି ବିଜେଡି ମିଡ଼ିଆ ସଂଯୋଜକ ଲେନିନ ମହାନ୍ତି। ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଦଳୀୟ ଆଭିମୁଖ୍ୟରୁ ଊଦ୍ଧର୍‌ବରେ ରହିବା ଆବଶ୍ୟକ। ଗୋଟେପଟେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଜପା ସରକାର ଏବେ ବାଲ୍ୟାବସ୍ଥାରେ...

୨୦୩୬ ଓଡିଶା ପାଳିବ ଶତାବ୍ଦୀର ବର୍ଷ

ଖୋର୍ଦ୍ଧା,୧୫।୮(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୮୍‌ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ଓ ବୟନଶିଳ୍ପ ମନ୍ତ୍ରୀ ସନନ୍ଦ ପଦ ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ...

ଆଡପ ବିଜେବେଳେ ପଡିଗଲେ ବଡ଼ ଠାକୁର, ତଦନ୍ତରୁ ଜଣାପଡିଲା ସାଂଘାତିକ କାରଣ

ଭୁବନେଶ୍ୱର,୧୫।୮: ଆଡପ ବିଜେବେଳେ ଚାରମାଳ ଉପରେ ମୁହଁମାଡି ପଡିଯାଇଥିଲେ ବଡଠାକୁର। ଯାହାକୁ ନେଇ କେବଳ ସାରା ରାଜ୍ୟରେ ନୁହେଁ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଥିଲା। ତେବେ ଏହି ଅଘଟଣ ପଛର କାରଣ ଜଣାପଡିଛି। ଆବଶ୍ୟକଠାରୁ ଅଧିକ ସଂଖ୍ୟକ ସେବକ...

ହକି ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ...

ଗାନ୍ଧୀମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ପ୍ରଥମ ସମ୍ବୋଧନ, ବଡ଼ ସ୍ବପ୍ନ ଦେଖାଇବିନି…

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ...

ଗାନ୍ଧୀମାର୍ଗରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୫।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୋହନ ମାଝି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ ପରେ ସେ ଗାନ୍ଧୀମାର୍ଗରେ ରାଜ୍ୟବାସୀଙ୍କୁ...

‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri