ରାଜ୍ୟ

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୯ ରାଜ୍ୟର ୧୨ ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ୱର,୧୪।୮: ରାଜ୍ୟ ସଭା ନିର୍ବାଚନ ପାଇଁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଆଜିଠୁ ପ୍ରାର୍ଥୀମାନେ ନାମାଙ୍କ ପତ୍ର ଦାଖଲ କରିପାରିବେ। ଅଗଷ୍ଟ ୨୧ରେ ନାମାଙ୍କନ ଦାଖଲର ଶେଷ...

ଭୟରେ ଓଡ଼ିଶାରେ ରହୁଥିବା ବାଂଲାଦେଶୀ, ରାତାରାତି ଛାଡ଼ୁଛନ୍ତି…

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ ପାଟଣା(ବୀରକିଶୋର ଦାଶ), ୧୪।୮: ବାଂଲାଦେଶରେ ହିଂସା ଏବଂ ସେଠାରେ ହିନ୍ଦୁ ସମ୍ପ୍ରଦାୟଙ୍କ ଉପରେ ଆକ୍ରମଣ ଘଟଣା ପରେ କେନ୍ଦୁଝର ଜିଲାରେ ବାହାରୁ ଆସି ବିଭିନ୍ନ କାମ, ବ୍ୟବସାୟ କରୁଥିବା ବଙ୍ଗାଳିଙ୍କ ଉପରେ ଆକ୍ରମଣ ବଢ଼ୁଛି। ଏ...

ଏମିତି କ‘ଣ ହେଲା? ରାତାରାତି ଗାଇସିଲେଟରୁ ପଳେଇଲେ ବାଂଲାଦେଶୀ

ଗାଇସିଲେଟ,୧୪।୮(ଦୁର୍ଗାପ୍ରସାଦ ତ୍ରିବେଦୀ): ଗାଇସିଲେଟ ଅଞ୍ଚଳରେ ୪୦୦ରୁ ଅଧିକ ବାଙ୍ଗଲାଦେଶୀ (ରୋହିଙ୍ଗ୍ୟା) ଦୀର୍ଘବର୍ଷ ଧରି ରାଜମିସ୍ତ୍ରୀ ଭାବେ କାମ କରିଆସୁଛନ୍ତି। ନିକଟରେ ବାଙ୍ଗଲାଦେଶରେ ହିନ୍ଦୁମାନଙ୍କ ଉପରେ କରାଯାଉଥିବା ଅତ୍ୟାଚାର ପ୍ରତିବାଦରେ ଓ କାୟାବିସ୍ତାର କରିବା ଆଶଙ୍କାରେ ଗାଇସିଲେଟ ସଚେତନ ନାଗରିକ ୟୁଥ...

ଡେପୁଟି କଲେକ୍ଟରଙ୍କ ଘରେ ପଶିଲା ଭିଜିଲାନ୍ସ

ନୀଳଗିରି,୧୪।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଭିଜିଲାନ୍ସ ଜାଲରେ ଆଉ ଜାଲରେ ଆଉ ଜଣେ ବାବୁ। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ରେଡ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି...

ବାଙ୍ଗଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର, ବରଗଡ଼ରେ ରହିଥିବା ବାଙ୍ଗଲାଦେଶୀମାନଙ୍କୁ ବାହାର କରିବାକୁ…

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ): ବାଙ୍ଗଲାଦେଶରେ ହିନ୍ଦୁମାନଙ୍କ ଉପରେ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଛି। ସେଠାରେ ରହିଥିବା ହିନ୍ଦୁମାନଙ୍କ ସୁରକ୍ଷା ଦିଗରେ ବିହିତ ପଦକ୍ଷେପ ନେବାକୁ ଦାବି ହୋଇଛି। ଏହି ଦାବି ନେଇ ମଙ୍ଗଳବାର ବିଶ୍ୱ ହିନ୍ଦୁ ପରିଷଦ ଓଡ଼ିଶା ପଶ୍ଚିମ ବରଗଡ଼...

କିଏ ହେବେ ଓଡ଼ିଶାର ପରବର୍ତ୍ତୀ ଡିଜିପି: ଆଗରେ ରହିଛି ଏହି ଆଇପିଏସ୍‌ଙ୍କ ନାଁ

ନୂଆଦିଲ୍ଲୀ, ୧୪।୮: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେର୍ଶକ (ଡିଜିପି) କିଏ ହେବେ ତାହାକୁ ନେଇ କସରତ ଆରମ୍ଭ ହୋଇଯାରଇଛି। ବରିଷ୍ଠ ଓଡ଼ିଶା କ୍ୟାଡର ଆଇପିଏସ ଅଫିସର ୱାଇବି ଖୁରାନିଆ ଓଡ଼ିଶା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି।...

ଉଦିତ୍‌ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର):ଉଦିତ୍‌ ନାରାୟଣ ପ୍ରଧାନଙ୍କୁ ଓଡ଼ିଶା ଛାତ୍ର କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନକ୍ରମେ ତାଙ୍କୁ ଏହି ନିଯୁକ୍ତି ମିଳିଛି। ୯ଟି ରାଜ୍ୟ ଲାଗି ଏଆଇସିସି ପକ୍ଷରୁ ଏନ୍‌ଏସ୍‌ୟୁଆଇ...

ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର, ୧୪।୮(ସୁନିତ୍‌ ମିଶ୍ର)ବିଜେଡି ସରକାର ସମୟରେ କିଭଳି ଦୁର୍ନୀତି ଖୁଲମଖୁଲା ଚାଲିଥିଲା ଓ ସରକାରୀ ଅର୍ଥ ଲୁଟ୍‌କରି ସରକାରୀ ଅଧିକାରୀମାନେ କଳାଟଙ୍କା ଠୁଳ କରିଥିଲେ, ତାହାର ପ୍ରମାଣ ଏବେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢ଼ାଉରୁ ସାମ୍ନାକୁ ଆସୁଛି। ଆଗରୁ ନବୀନବାବୁ...

‘ସୁଭଦ୍ରା’ ଯୋଜନାକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରମିଳା

ଭୁବନେଶ୍ୱର,୧୪।୮(ଅନିଲ ଦାସ):ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନାର ଏସ୍‌ଓପି ପ୍ରକାଶ କରିବା ପୂର୍ବରୁ ଜିଲାପାଳମାନଙ୍କ ଦ୍ୱାରା ଜନସାଧାରଣଙ୍କଠାରୁ ଫିଡ୍‌ବ୍ୟାକ ନିଆଯିବ ବୋଲି ଦେଇଥିବା ମନ୍ତବ୍ୟରୁ ଏହି ଯୋଜନାର ସଫଳ ରୂପାୟନକୁ ନେଇ ଜନସାଧାରଣଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି...

ରାଜ୍ୟ ସରକାରଙ୍କୁ ବଡ଼ ଅନୁରୋଧ କଲେ ନବୀନ; ପ୍ରକାଶ କଲେ ଦୁଃଖ

ଭୁବନେଶ୍ୱର,୧୩।୮: ବାଂଲାଦେଶରେ ଦେଖା ଦେଇଥିବା ଅଶାନ୍ତିକର ସ୍ଥିତି କାରଣରୁ ଏହାର ପ୍ରଭାବ ପଡୋଶୀ ଦେଶ ତଥା ଭାରତ ଉପରେ ପଡିଛି। ସେଠାରେ ବସବାସ କରୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ହେଉଥିବାର ଖବର ଆସିବା ମଧ୍ୟରେ ସେଠାରୁ ଅନେକ...

ମୋହନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର; ଦେଲେ ଏପରି ପରାମର୍ଶ

ଭୁବନେଶ୍ୱର,୧୩।୮: ଆଇନ ଓ ନିୟାମକ ଢାଞ୍ଚା ଅନୁଯାୟୀ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ୨୦୨୦ ରେ ଥିବା ଅସଙ୍ଗତିକୁ ଠିକ୍ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରିଛନ୍ତି। ମାଝୀଙ୍କୁ...

ଦିଲ୍ଲୀରୁ ଫେରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୧୩।୮(ସୁନିତ୍‌ ମିଶ୍ର): ଭୁବନେଶ୍ୱର ଓ ପୁରୀ ପର୍ଯ୍ୟନ୍ତ ୬୦ କି.ମି. ରାସ୍ତାକୁ ୬ ଲେନ୍‌ ବିଶିଷ୍ଟ କରାଯିବ। ଏଥିଲାଗି ଆନୁମାନିକ ୧୮୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିପରି ଚଣ୍ଡିଖୋଲ-ବଡ଼ବିଲ ପର୍ଯ୍ୟନ୍ତ ୨୦୦ କି.ମି. ରାସ୍ତା ନିର୍ମାଣ କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri