ରାଜ୍ୟ

ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ କିଛିଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ବର୍ତ୍ତମାନ ଖରିଫ ଫସଲ ପାଇଁ ଅନୁକୁଳ ହୋଇଛି। ଚାଷୀମାନେ ଜମି ହଳ କରିବାଠାରୁ ଆରମ୍ଭ କରି ଧାନ ପହ୍ଲାରୁଆରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ...

ପଦ୍ମପୁର ସହରରେ ମାଡ଼ିଗଲେଣି ବାଂଲାଦେଶୀ

ପଦ୍ମପୁର, ୭।୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଏବେ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢୁଛି। ବିଭିନ୍ନ ବ୍ୟବସାୟ ସାଙ୍ଗକୁ ରଙ୍ଗ କାମ, ମିସ୍ତ୍ରୀ କାମ ଆଳରେ ସହରକୁ ରାଜ୍ୟ ବାହାର ଅଣଓଡ଼ିଆ ଆସି କାୟାବିସ୍ତାର କରିବାରେ ଲାଗିଥିବା ଦେଖାଯାଉଛି। ଅଞ୍ଚଳରେ...

ଭୁଆଁବୁଲାଉଛି ବିଜେଡି: ଏମିତି କାହିଁକି କହିଲେ ଜୟନାରାୟଣ

ଭୁବନେଶ୍ୱର, ୭।୮(ସୁନିତ୍‌ ମିଶ୍ର): ଲୋକଙ୍କ ଭଲ ପାଇବା ପାଇଁ ଭାଜପା ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଓଡ଼ିଶାର ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପୋଲାଭରମ ପ୍ରକଳ୍ପ ପାଇଁ ଭାଜପା ସରକାର ଉଚିତ ସମୟରେ ଠିକ୍‌ ପଦକ୍ଷେପ ନେବ। ମାତ୍ର...

ତେଜିଲା ପୋଲାଭରମ୍‌ ରାଜନୀତି

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶର ପୋଲାଭରମ୍‌ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ୍‌ ହେବାରେ ଲାଗିଛି। ଏହି ପ୍ରକଳ୍ପ ପାଇଁ ମାଲକାନଗିରି ଜିଲାର ୧୦୦ରୁ ଊର୍ଦ୍ଧ୍ୱ ଗଁା ଜଳମଗ୍ନ ହେବାର ଆଶଙ୍କା କରାଯାଉଛି। ଏହାକୁ ଦେଖି ବିଭିନ୍ନ ସଙ୍ଗଠନ ପକ୍ଷରୁ ପୋଲାଭରମ୍‌ ପ୍ରକଳ୍ପ...

ପୁଣି ୫୦ ଟପିଲା ଆଳୁ

କଟକ,(କାର୍ତ୍ତିକ ସାହୁ)/ ଭୁବନେଶ୍ୱର,(ଅନିଲ ଦାସ), ୭ା୮: ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି। ପଶ୍ଚିମବଙ୍ଗରୁ ଆଳୁ ଗାଡ଼ି ଓଡ଼ିଶାକୁ ଆସିବା ବନ୍ଦ ହେବା ପରେ ସ୍ଥିତି ଆହୁରି ଗମ୍ଭୀର ହୋଇଯାଇଛି। ଭୁବନେଶ୍ୱର ଉପକଣ୍ଠ ଆଇଗିଣିଆର ଆଳୁ ଗଦି ଖାଁ ଖାଁ...

ଟୁରୀ ନଦୀ ପୋଲ ଉପରେ ପାଣି

ପାପଡ଼ାହାଣ୍ଡି,୬।୮(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିରେ ବର୍ଷା ଲାଗି ରହିଛି। ମଙ୍ଗଳବାର ଶହୀଦ ମିନାର ନିକଟରେ ଥିବା ଟୁରୀ ନଦୀର ଅସ୍ଥାୟୀ ପୋଲ ଉପରେ ପାଣି ପ୍ରବାହିତ ହେବା ଯୋଗୁ ଏହି ରାସ୍ତା ଦେଇ ନବରଙ୍ଗପୁରରୁ ଉମରକୋଟକୁ ଯୋଗାଯୋଗ ବନ୍ଦ...

ଅନୁପସ୍ଥିତ ଥିଲେ ୬ ଶିକ୍ଷକ: ସ୍କୁଲରେ ପହଞ୍ଚି ତଦନ୍ତ କଲେ ବିଇଓ

ଦାରିଙ୍ଗବାଡ଼ି,୬।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆର ଅଲିମାହା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସୋମବାର ୬ଜଣ ଶିକ୍ଷକ ଅନୁପସ୍ଥିତି ରହିଥିଲେ। ଏପରିକି ଉପସ୍ଥିତ ଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ପାଇଁ ମଧ୍ୟାନ୍ନ ଭୋଜନ ରୋଷେଇରେ...

୨୦୨୪ ନିର୍ବାଚନରେ ମୋଟା ଅଙ୍କର ଟଙ୍କା ଖର୍ଚ୍ଚ କରିଛି ବିଜେଡି; ସାମ୍ନାକୁ ଆସିଲା ତଥ୍ୟ

ଭୁବନେଶ୍ୱର, ୬।୮: ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ଓଡ଼ିଶାରେ କ୍ଷମତାଚ୍ୟୁତ ହୋଇଥିବା ବେଳେ ଲୋକ ସଭାରେ ଦଳକୁ ଗୋଟିଏ ହେଲେ ଆସନ ମିଳିନାହିଁ। ଏହାରି ମଧ୍ୟରେ ଗତ ନିର୍ବାଚନରେ ଦଳ କେତେ ଟଙ୍କା ଖର୍ଚ୍ଚ କରିଛି, ସେନେଇ ତଥ୍ୟ...

ମାଓବାଦୀଙ୍କ ସହ ଲଢ଼େଇ କରି ବାପାଙ୍କ ଜୀବନ ବଞ୍ଚାଇଲେ ଝିଅ

ମାଲକାନଗିରି,୬ା୮(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀଙ୍କ ସହ ଲଢି ବାପାଙ୍କ ଜୀବନ ବଞ୍ଚାଇଛନ୍ତି ଝିଅ। ଏପରି ଏକ ଘଟଣା ଛତିଶଗଡ଼ ନାରାୟଣପୁରସ୍ଥିତ ଝାରଗାଁରେ ଦେଖିବାକୁ ମିଳିଛି। ସୋମବାର ରାତିରେ ୪ଟି ବାଇକ୍‌ରେ ୮ଜଣ ମାଓବାଦୀ ଗାଁରେ ପହଞ୍ଚି ସମୋଧର କୋରାମ୍‌ ନାମକ ବ୍ୟକ୍ତିଙ୍କୁ...

୧.୫୦ ଟ୍ରିଲିଅନ୍ ଡଲାରରେ ପହଞ୍ଚିବ ଓଡ଼ିଶା ଅର୍ଥନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୮: ବିକଶିତ ଓଡିଶାର ସ୍ୱପ୍ନକୁ ସାକାର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନୀତି ଆୟୋଗ ଆଗେଇ ଆସିଛି। ମଙ୍ଗଳବାର ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ...

ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ...

ପୋଲିସ ପିସ୍ତରୁ ଫୁଟିଲା ଗୁଳି: ଚାଲିଗଲା ୨ ଜୀବନ

ବିନକା,୬।୮: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଳି ମାଡ଼ରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତରୁ ଏହି ଗୁଳି ଫୁଟିଥିବା ଜଣାପଡିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri