ରାଜ୍ୟ

ଭଙ୍ଗା ଯିବନି ବଲେ ବଲେ ଢାବା, ବିଡିଓ କହିଲେ…

ଯାଜପୁର,୧୬।୭: ଭଙ୍ଗା ଯିବନି ବିବାଦୀୟ ବଲେ ବଲେ ଢାବା। ଏନେଇ ସୂଚନା ଦେଇଛନ୍ତି ଧର୍ମଶାଳା ବିଡିଓ। ସରକାରୀ ଅର୍ଥରେ ନିର୍ମାଣ ହୋଇଥିବାରୁ ଢାବା ଭଙ୍ଗାଯିବନି ବୋଲି ସେ କହିଛନ୍ତି। ସୂଚନାଥାଉ କି, ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ...

ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅର୍ଡରର ୪୮ ଘଣ୍ଟାରେ ପହଞ୍ଚାଅ ଗ୍ୟାସ, ନ ହେଲେ …

ଭୁବନେଶ୍ୱର,୧୬।୭: ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଗ୍ୟାସ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର।...

କଟକ ଏସିବି ମେଡିକାଲରେ ରୋଗୀସେବା ବାଧାପ୍ରାପ୍ତ, ନର୍ସଙ୍କୁ ଅଫିସ୍‌ ରୁମ୍‌ରେ ବନ୍ଦ କରିଦେଲେ ହାଉସ ସର୍ଜନ

ଭୁବନେଶ୍ୱର,୧୬।୭: କଟକ ଏସିବି ମେଡିକାଲରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି। ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ହାଉସ ସର୍ଜନ ଏବଂ ନର୍ସ ଧାରଣା ଦେଇଛନ୍ତି। ମେଡିଶିନ ୱାର୍ଡରେ ଜଣେ ରୋଗୀଙ୍କୁ ରକ୍ତ ଦେବାରେ ବିଳମ୍ବ ନେଇ ଏହି ବିବାଦ ଦେଖାଯାଇଛି । ହାଉସ...

ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଦେଲେ ସାଂଘାତିକ ବୟାନ, ଡୁପ୍ଲିକେଟ ଚାବି ମିଛ…

ପୁରୀ,୧୬।୭: ରତ୍ନଭଣ୍ଡାର ଚାବି ନେଇ ସାଂଘାତିକ ବୟାନ ଦେଇଛନ୍ତି ଜଗନ୍ନାଥଙ୍କ ବାଡ଼ଗ୍ରାହୀ । ମଙ୍ଗଳବାର ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନି କହିଛନ୍ତି, ଡୁପ୍ଲିକେଟ ଚାବି ସେ ତାଲାର ନୁହେଁ । ଡୁପ୍ଲିକେଟ ଚାବି କଥା ମିଛ,...

କଂଗ୍ରେସ କାର୍ଯ୍ୟାଳୟ ଆଗରେ ହାଇଡ୍ରାମା: ବାଟ ଓଗାଳିଲେ…

ଭୁବନେଶ୍ୱର,୧୬।୭: କଂଗ୍ରେସ କାର୍ଯ୍ୟାଳୟ ଆଗରେ ହାଇଡ୍ରାମା। ପିସିସି ସଭାପତିଙ୍କ ବାଟ ଓଗାଳିଲେ ନିଲମ୍ବିତନେତ୍ରୀ । ଆଜି ଖବରଦାତା ସମ୍ମିଳନୀ ପାଇଁ ଯାଉଥିବାବେଳେ କଂଗ୍ରେସ ଭବନ ବାହାରେ ବାଟ ଓଗାଳିଥିଲେ ନିଲମ୍ବିତ ନେତ୍ରୀ ଶ୍ରୀୟାସ୍ମିତା ପଣ୍ଡା। ଏହାକୁ ନେଇ ଅନେକ ସମୟ...

ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ନବୀନ ସରକାରଥିଲେ ଦୋଷୀଙ୍କୁ…

ଭୁବନେଶ୍ୱର,୧୬।୭: ଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଛନ୍ତି ଲେଖାଶ୍ରୀ। ମଙ୍ଗଳବାର ଲେଖାଶ୍ରୀ ଖବରଦାତା ସମ୍ମିଳନୀ କରିବା ସହିତ ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଏଥି ସହ ସେ କହିଛନ୍ତି ରାଜ୍ୟ ସରକାର ଓଡ଼ିଆ...

ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼: ରାଗିଗଲେ ଲେଖାଶ୍ରୀ କହିଲେ, ଗଭର୍ନର ପୁଅ ବୋଲି କଣ ସାତ ଖୁନ ମାଫ

ଭୁବନେଶ୍ୱର,୧୬।୭: ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ମଙ୍ଗଳବାର  ଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ କରି ରାଜ୍ୟସରକାରଙ୍କୁ ଘେରିବା ସହିତ ସିଧାସଳଖ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଛନ୍ତି। ସେ ରାଜ୍ୟପାଳଙ୍କ ପୁଅଙ୍କୁ ତୁରନ୍ତ...

୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୧୬।୭: ଆସନ୍ତା ୧୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି। ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା...

ଖୋଲିବ ଭିତର ରତ୍ନଭଣ୍ଡାର, ରହିବ ଏହିସବୁ କଟକଣା, ସକାଳ ୮ଟାରୁ…

ପୁରୀ,୧୬।୭: ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ। ୩ଟି...

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ଏହି ଦିନ ପୁଣି ଖୋଲାଯିବ ରତ୍ନଭଣ୍ଡାର, ଧାର୍ଯ୍ୟ ହେଲା ବାର, ସମୟ

ପୁରୀ,୧୬।୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ...

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୬।୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ...

କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା

କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏନେଇ ପୂର୍ବ ନୀତି ନିର୍ଘଣ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri