ରାଜ୍ୟ

ଖୋଲିବ ଭିତର ରତ୍ନଭଣ୍ଡାର, ରହିବ ଏହିସବୁ କଟକଣା, ସକାଳ ୮ଟାରୁ…

ପୁରୀ,୧୬।୭: ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ। ୩ଟି...

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ଏହି ଦିନ ପୁଣି ଖୋଲାଯିବ ରତ୍ନଭଣ୍ଡାର, ଧାର୍ଯ୍ୟ ହେଲା ବାର, ସମୟ

ପୁରୀ,୧୬।୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ...

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୬।୭(କାର୍ତ୍ତିକ ସାହୁ): କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ...

କେନ୍ଦ୍ରାପଡ଼ାରେ ଆଜି ବାହୁଡ଼ା: ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ହେବ ରଥଟଣା

କେନ୍ଦ୍ରାପଡ଼ା,୧୬ା୭: ତୁଳସୀକ୍ଷେତ୍ରର କ୍ଷେତାଧିପତି ଶ୍ରୀବଳଦେବଜୀଉଙ୍କ ଆଜି ବାହୁଡ଼ା ଯାତ୍ରା। ନବଦିନାତ୍ମକ ଲୀଳା ଖେଳା ସାରି ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉ। ଏନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଏନେଇ ପୂର୍ବ ନୀତି ନିର୍ଘଣ୍ଟ...

ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୬।୭(ପରିକ୍ଷିତ ସାହୁ) ଶିକ୍ଷାର ବିକାଶ ପାଇଁ ସରକାର ବହୁ ଯୋଜନା ପ୍ରଚଳନ କଲେ ମଧ୍ୟ ଶିକ୍ଷାର ଠିକ୍‌ ବିକାଶ ହୋଇ ପାରୁନାହିଁ। ଅନେକ ବିଦ୍ୟାଳୟରେ ସମସ୍ୟା ଲାଗିରହିଥିଲେ ମଧ୍ୟ ସମାଧାନ ହେଉନାହିଁ। ବହୁ ପୁରାତନ ବିଦ୍ୟାଳୟରେ ଅନେକ ସମସ୍ୟା ଲାଗି...

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଯୁବପିଢିଙ୍କ ପାଇଁ ଖୋଲାଯିବ…

ଭୁବନେଶ୍ୱର, ୧୬ା୭(ଅସମାପିକା ସାହୁ):ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକତା। ଆଗାମୀ ବଜେଟରେ ଆମେ ଦକ୍ଷତା କ୍ଷେତ୍ରରେ ଗୁଣାତ୍ମକ ଉନ୍ନତି ଉପରେ ଗୁରୁତ୍ୱ ଦେଉଛୁ। ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜିନିବେଶ ବଢୁଥିବାରୁ ଦକ୍ଷ ମାନବ ସମ୍ବଳର ଚାହିଦା ଦ୍ରୁତଗତିରେ...

ମନ୍ତ୍ରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ବିଜେଡି ନେତା

କଟକ,୧୫ା୭ (କାର୍ତ୍ତିକ ସାହୁ):ରାଜ୍ୟ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ନଁାରେ ମିଥ୍ୟା ସତ୍ୟପାଠ ପ୍ରଦାନ ଅଭିଯୋଗ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ବିଧାନସଭା ନିର୍ବାଚନ ପାଇଁ ମନ୍ତ୍ରୀ ବଳସାମନ୍ତ ପ୍ରାର୍ଥିପତ୍ର ଦାଖଲବେଳେ ଅନେକ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଜାଣନ୍ତୁ କ’ଣ ରହିଛି କାରଣ

ଭୁବନେଶ୍ୱର, ୧୬।୭(ସୁନିତ୍‌ ମିଶ୍ର): ସାବରମତୀ, କାଶୀ ଓ ବାରାଣସୀ ଭଳି ସମ୍ବଲପୁରର ପୁରୁଣା ଅଯୋଧ୍ୟା ସାଗର ବନ୍ଧକୁ ‘ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ’ ଅଧୀନରେ ବିକଶିତ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି...

ଯୁକ୍ତ୩ ନାମଲେଖା: ଆଜି ତୃତୀୟ ମେଧା ତାଲିକା

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ଛୁଟିଦିନ ବ୍ୟତୀତ ୧୮ ତାରିଖ ସକାଳ ୯ଟାରୁ ୨୨ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ...

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୭ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ):ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ...

ଏଏସ୍‌ଓ: ମାଡ଼ଖାଇ ବଦଳି

ଭୁବନେଶ୍ୱର,୧୬ା୭(ଅସମାପିକା ସାହୁ): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ କରିଥିବା ଏଏସ୍‌ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ସଂସଦୀୟ ବ୍ୟାପାର ବିଭାଗର ଏଏସ୍‌ଓ ବୈକୁଣ୍ଠନାଥ ରାଜ୍ୟପାଳଙ୍କ ସେକ୍ରେଟେରିଏଟରେ ନିୟୋଜିତ ଥିବାବେଳେ ତାଙ୍କୁ ଗୃହ...

ବାହୁଡ଼ିଲେ ମହାପ୍ରଭୁ

ପୁରୀ,୧୬ା୭(ଅଜିତ୍‌ କୁମାର ମହାନ୍ତି): ଜନ୍ମବେଦିରେ ନବଦିନାତ୍ମକ ଲୀଳାଖେଳା ସାରି ପବିତ୍ର ଆଷାଢ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଲକ୍ଷ ଲକ୍ଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri