ରାଜ୍ୟ

କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍‌

କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ...

ଥିଲେ ୩ ବାପି, ଆସିଲେନି ବସନ୍ତ

ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ...

ଓଡ଼ିଶାକୁ ଆସିବେ ୫ ବାଘ, ସଫଳତାକୁ ନେଇ ଆଶଙ୍କା

ଭୁବନେଶ୍ୱର, ୨୯ା୭(ଅସମାପିକା ସାହୁ): ଓଡ଼ିଶାରେ ବାଘବଂଶ ବୃଦ୍ଧି ପାଇଁ ଯୋଜନା କରିଛି ବନ ବିଭାଗ। ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୪ ବାଘୁଣୀ ସହ ୫ ମହାବଳ ବାଘ ଆସିବେ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ଏବଂ କେନ୍ଦ୍ର...

ଗଛରେ ପିଟିହେଲା ବସ୍‌, ୭ ଗୁରୁତର

ଜଳେଶ୍ୱର,୨୯ା୭: ବାଲେଶ୍ୱର ଜିଲା ବାଲିଆପାଳ-ବସ୍ତା ରାସ୍ତାର କୁଟୁରା ଛକ ନିକଟରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ବସ୍‌ ଡ୍ରାଇଭରଙ୍କ ସମେତ ୭ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ବସ୍ତା...

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ପଲାସା-କଟକ, ପୁରୀ-କଟକ ପାସେଞ୍ଜର ବାତିଲ

ଭୁବନେଶ୍ୱର,୨୯।୭: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍। ରବିବାର ରାତି ପ୍ରାୟ ୧ଟା ୩୫ ମିନିଟ ସମୟରେ ଲାଇନ୍‌ଚ୍ୟୁତ ହୋଇଥିବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ଦୁର୍ଘଟଣା ଖବର ମିଳିବା ପରେ ବରିଷ୍ଠ ଅଧିକାରୀଙ୍କ...

କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ

ଭୁବନେଶ୍ୱର,୨୯।୭: ସକାଳୁ ସକାଳୁ କାଉଡ଼ିଆଙ୍କ ଉପରେ ମାଡ଼ିଗଲା, ଜଣେ ମୃତ। ସାଲେପୁର ନିଶ୍ଟିନ୍ତକୋଇଲି ତହସିଲ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ବାବୁଜଙ୍ଗରୁ ୩୭ ଜଣ କାଉଡ଼ିଆ ମିଶି ପାଣି ନେଇ ପାଇକରାପୁର ଯାଉଥିବା ସମୟରେ ଏକ ଦ୍ରୁତଗାମୀ କାର୍...

ଆଜିଠୁ ଶହୀଦ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କିଛି ଦିନର ନିରବତା ପରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ସିପିଆଇ (ମାଓବାଦୀ)। ରବିବାରଠାରୁ ଅଗଷ୍ଟ ୩ ଯାଏ ଶହୀଦ ସପ୍ତାହ ପାଳନ ପାଇଁ ଲୋକଙ୍କୁ ଆହ୍ବାନ ଦେଇଛନ୍ତି। ଭବାନୀପାଟଣା...

ରାୟଗଡ଼ାରେ ବ୍ୟାପୁଛି ଝାଡ଼ାବାନ୍ତି: ସପ୍ତାହେ ମଧ୍ୟରେ ଗଲାଣୀ ୨ ଜୀବନ 

ରାୟଗଡ଼ା/ଟିକିରି,୨୭।୭(ଆଶିଷ ରଞ୍ଜନ ପଣ୍ଡା/ ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଗୋରଖପୁର ପଞ୍ଚାୟତ ଲାମ୍ବେରୀ ଗ୍ରାମରେ ୨ ଜଣ ଝାଡ଼ାବାନ୍ତିରେ ପ୍ରାଣ ହରାଇଛନ୍ତି। ଗାଁରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ମୃତକ ହେଲେ ଗାଁର ଧନ...

କାଲି ବସିବ ରତ୍ନଭଣ୍ଡାର ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ,୨୮।୭: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ସୂଚନା ମିଳିଛି। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ବୈଠକରେ ରତ୍ନଭଣ୍ଡାର ସ୍ଥିତି, ସ୍ଥାୟୀତ୍ୱ ଏବଂ କେବେଠୁ ଯାଞ୍ଚ...

ଗଡ଼ଗଡ଼ିଆ ଘାଟରେ ବୁଡ଼ିଗଲେ ୨ କାଉଡ଼ିଆ

କଟକ,୨୮ା୭(କାର୍ତ୍ତିକ ସାହୁ): କାଲି ଶ୍ରାବଣ ମାସର ଦ୍ୱିତୀୟ ସୋମବାର। ଏନେଇ ରବିବାର ନଦୀ, ପୋଖରୀ ଘାଟରୁ ପାଣି ଉଠାଇ ମହାଦେବଙ୍କ ନିକଟରେ ଜଳ ଲାଗି କରିବାକୁ ସବୁଠି କାଉଡିଆଙ୍କ ଭିଡ଼ ଜମିଛି। ଏଭଳି ସ୍ଥିତିରେ କଟକ ଗଡ଼ଗଡ଼ିଆ ଘାଟରେ ମଧ୍ୟ...

ପୁରୀ-ଚେନ୍ନାଇ ଏକ୍ସପ୍ରେସ୍‌ରେ ଯାନ୍ତ୍ରିକ ତ୍ରୁଟି: ପଛକୁ ଫେରିଲା ଟ୍ରେନ୍‌

ଭୁବନେଶ୍ୱର,୨୮।୭: ପୁରୀ-ଚେନ୍ନାଇ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ରବିବାର ଯାନ୍ତ୍ରିକ ତ୍ରୁଟି ଦେଖାଯାଇଛି। ଫଳରେ ଟ୍ରେନ୍‌ଟି ବିଳମ୍ବରେ ଛାଡ଼ିବା ସତ୍ତ୍ବେ ୩ କିମି ଯାତ୍ରା କରି ପଛକୁ ଫେରିଛି। ଟ୍ରେନର ମରାମତି ପାଇଁ ଏବେ ଉଦ୍ୟମ ଜାରି ରହିଛି। ଗନ୍ତବ୍ୟ ସ୍ଥଳରେ ପହଞ୍ଚିବାରେ...

ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ: ଶାଶ୍ୱତ ମିଶ୍ରଙ୍କ ସ୍ଥାନ ନେଲେ ଏହି ଆଇଏଏସ୍‌

ଭୁବନେଶ୍ୱର,୨୮।୭: ରାଜ୍ୟପାଳ ରଘୁବର ଦାସଙ୍କ ପ୍ରମୁଖ ସଚିବଙ୍କ ବଦଳି ହୋଇଛି। ଏନ୍‌ବିଏସ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri