ରାଜ୍ୟ

ଓଡ଼ିଶାରୁ ଯିବେ ୨ ହଜାର BSF ଯବାନ; ଜମ୍ମୁରେ ସକ୍ରିୟ ୧୦୦ ବିଦେଶୀ ଆତଙ୍କୀ

ନୂଆଦିଲ୍ଲୀ, ୨୮।୭: ଭାରତ-ପାକିସ୍ତାନ ସୀମାରେ ଆତଙ୍କବାଦୀଙ୍କ ଜମ୍ମୁ ଅଞ୍ଚଳରେ ସୁରକ୍ଷା ବଢାଇବା ପାଇଁ ଓଡ଼ିଶାରୁ ୨,୦୦୦ ରୁ ଅଧିକ କର୍ମଚାରୀଙ୍କୁ ନେଇ ଦୁଇଟି ବିଏସଏଫ ବାଟାଲିୟନ ବାହାର କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗତ କିଛିଦିନ ହେଲା ଆତଙ୍କୀ ତଙ୍କୀ...

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଖୋଲିଲା ହୀରାକୁଦ ଗେଟ୍‌

ସମ୍ବଲପୁର,୨୮।୭: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ୭ନଂ ସ୍ଲୁଇସ ଗେଟ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ରବିବାର ଜଳଭଣ୍ଡାରରୁ ସ୍ଲୁଇସ ଗେଟ ମାଧ୍ୟମରେ ଚଳିତ ଋତୁର ପ୍ରଥମ...

ଗଳାବାଟ ଦେଇ ଓଡ଼ିଶାକୁ ଆସୁଛି ଆଳୁ

ଭୋଗରାଇ/ ଜଳେଶ୍ୱର, ୨୮ା୭(ପ୍ରଦୀପ ଦାସ/ରବିନାରାୟଣ ପାତ୍ର): ଓଡ଼ିଶାକୁ ଆଳୁ ପରିବହନ ସ୍ଥିତି ଅପରିବର୍ତ୍ତିତ ରହିଛି। ଶୁକ୍ରବାର ଓଡ଼ିଶା ସୀମାନ୍ତ ଜାତୀୟ ରାଜପଥ ପଶ୍ଚିମବଙ୍ଗ ସୋନାକଣିଆ ଓ ଦାନ୍ତୁନରେ ପଶ୍ଚିମବଙ୍ଗ ପ୍ରଶାସନ ଓଡ଼ିଶାକୁ ଆସୁଥିବା ଶତାଧିକ ଆଳୁ ବୋଝେଇ ଟ୍ରକ ଫେରାଇ...

ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ...

ଶିଳ୍ପ, ଖଣି ସଂସ୍ଥାରେ ୮,୦୬୦ କୋଟିର ଜଳକର ବାକି

ଯାଜପୁର,୨୮ା୭ (ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ୨୦୨୦-୨୧ରୁ ୨୦୨୩-୨୪ ଆର୍ଥିକ ବର୍ଷ ସୁଦ୍ଧା ୨୨୩ଟି ଶିଳ୍ପସଂସ୍ଥାରେ ୭୨୬୨.୪୨୪ କୋଟି ଟଙ୍କା ଏବଂ ୫୫ଟି ଖଣିସଂସ୍ଥା ଉପରେ ୭୯୭.୭୨ କୋଟି ଟଙ୍କା ଜଳକର ବକେୟା ପଡ଼ିଛି। ଚଳିତ ବିଧାନସଭାର ତାରକା ପ୍ରଶ୍ନ ସଂଖ୍ୟା...

କେନ୍ଦ୍ର ବଜେଟରେ ରାଜ୍ୟକୁ ଉପେକ୍ଷା ଉଦ୍‌ବେଗର ବିଷୟ: ଡି. ରାଜା

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ): ୨୦୨୪-୨୫ କେନ୍ଦ୍ର ବଜେଟ ସମ୍ପୂର୍ଣ୍ଣ ବିପର୍ଯ୍ୟୟକର ଓ ଏଥିରେ ରାଜ୍ୟକୁ ଉପେକ୍ଷା କରାଯିବା ଅତ୍ୟନ୍ତ ଉଦ୍‌ବେଗର ବିଷୟ ବୋଲି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି। ଶନିବାର ସିପିଆଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ...

ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।...

ଜନତା ବାଛିବେ, କାଉନସିଲର କାଢ଼ିବେ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ  କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର...

ଦମ୍‌ରେ ଆଳୁ ନାହିଁ

କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି।...

ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ

କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ...

ବରଗଡ଼ରେ ନକଲି ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ଗୋଟିଏ ପଟେ ଯାଞ୍ଚ, ଅନ୍ୟ ପଟେ ହାତଗୁଞ୍ଜା

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଦିନ ଯେଉଁଭଳି ଗଡ଼ି ଚାଲିଛି, ଏହି ପ୍ରସଙ୍ଗକୁ ନେଇ ସେଭଳି ନୂଆକଥା ସାମ୍ନାକୁ ଆସିବାରେ ଲାଗିଛି। ଦୀର୍ଘଦିନର ନୀରବତା ପରେ ଏଭଳି ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri