ରାଜ୍ୟ

କେନ୍ଦ୍ର ବଜେଟରେ ରାଜ୍ୟକୁ ଉପେକ୍ଷା ଉଦ୍‌ବେଗର ବିଷୟ: ଡି. ରାଜା

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ): ୨୦୨୪-୨୫ କେନ୍ଦ୍ର ବଜେଟ ସମ୍ପୂର୍ଣ୍ଣ ବିପର୍ଯ୍ୟୟକର ଓ ଏଥିରେ ରାଜ୍ୟକୁ ଉପେକ୍ଷା କରାଯିବା ଅତ୍ୟନ୍ତ ଉଦ୍‌ବେଗର ବିଷୟ ବୋଲି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି। ଶନିବାର ସିପିଆଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ...

ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍‌ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।...

ଜନତା ବାଛିବେ, କାଉନସିଲର କାଢ଼ିବେ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ  କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର...

ଦମ୍‌ରେ ଆଳୁ ନାହିଁ

କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି।...

ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ

କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ...

ବରଗଡ଼ରେ ନକଲି ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ଗୋଟିଏ ପଟେ ଯାଞ୍ଚ, ଅନ୍ୟ ପଟେ ହାତଗୁଞ୍ଜା

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ନକଲି ଶିକ୍ଷକ ନିଯୁକ୍ତି ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଦିନ ଯେଉଁଭଳି ଗଡ଼ି ଚାଲିଛି, ଏହି ପ୍ରସଙ୍ଗକୁ ନେଇ ସେଭଳି ନୂଆକଥା ସାମ୍ନାକୁ ଆସିବାରେ ଲାଗିଛି। ଦୀର୍ଘଦିନର ନୀରବତା ପରେ ଏଭଳି ଏକ...

ଅଚାନକ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ

ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍‌କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ...

ପୋଲାଭରମ ପାଇଁ ସରକାର କ’ଣ କରୁଛି: ତାରା ବାହିନୀପତି

ଭୁବନେଶ୍ୱର,୨୭।୭: ନୀତି ଆୟୋଗ ବୈଠକକୁ ନେଇ କଂଗ୍ରେସ ବିଧାୟକ ତାରା ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡିଶାରୁ ୨୦ ଏମ୍‌ପି ଯାଇଛନ୍ତି। ତେଣୁ ପ୍ରଥମେ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ପୋଲାଭରମ ଓ ସତନ୍ତ୍ର ପ୍ୟାକେଜ...

ରାଜ୍ୟ ସରକାରଙ୍କ ଉପରେ ରାଗିଗଲେ ପ୍ରମିଳା: କହିଲେ କିଛି ଜାଣି ନାହାନ୍ତି…

ଭୁବନେଶ୍ୱର,୨୭।୭: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ରାଜ୍ୟ ସରକାର କୌଣସି ବିଷୟ ଜାଣି ନାହାନ୍ତି କି ଜାଣିବାକୁ ଆଗ୍ରହ ପ୍ରକାଶ କରୁ ନାହାନ୍ତି। ବିଧାନସଭା ଚାଲିବା ସମୟରେ ବାହାର...

ଟେନ୍‌ସନ୍‌ ବଢ଼ାଉଛି ଆଳୁ, ଗ୍ରାହକ ହଟହଟା

ଝରିଗାଁ,୨୭ା୭(କିଶୋର ଚନ୍ଦ୍ର ମଣ୍ଡଳ): ଧନୀ ହେଉକି ଗରିବ। ଘରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁର ଦର ବୃଦ୍ଧି ଗ୍ରାହକଙ୍କୁ ଟେନ୍‌ସନ୍‌ ଦେଉଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ କିଛି ସପ୍ତାହରେ ଆଳୁ ବସ୍ତା ପିଛା ଦର ୭୦୦ ଟଙ୍କା ଥିବା...

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି,...

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri