ରାଜ୍ୟ

ଆହୁରି ୫ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା):ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ...

୧ ଟଙ୍କାରେ ପ୍ରଧାନମନ୍ତ୍ରୀ ଫସଲ ବୀମା:କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୬ା୭(ଅସମାପିକା ସାହୁ):ଚଳିତ ବର୍ଷ ଖରିଫ ଋତୁରେ ୮ଟି ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌-ଏଫ୍‌ବିୱାଇ)ରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି କରିଛନ୍ତି। ଏଥିପାଇଁ କୃଷକଙ୍କ ପଞ୍ଜୀକରଣ ଅବଧି ଆସନ୍ତା ୩୧ ତାରିଖକୁ...

‘କାଳିଆ’ ପାଇଁ ହୋଇନାହିଁ ବ୍ୟୟବରାଦ, ମୁଖ୍ୟମନ୍ତ୍ରୀ କହିଲେ ଏପରି

ଭୁବନେଶ୍ୱର,୨୫।୭: ବିଜେଡି ସରକାର ଅମଳରେ ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ‘କାଳିଆ’ ଯୋଜନା କାର୍ଯ୍ୟକାରୀ କରାଯାଇଥିଲା। ରାଜ୍ୟରେ ସରକାର ବଦଳିବା ପରେ ଏହି ଯୋଜନାରେ ଥିବା ୪୬ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ସହାୟତା ରାଶି ପାଇବେ...

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା; ଦୁଗ୍ଧ ଉତ୍ପାଦନ ଦୁଇଗୁଣ କରିବା ଲକ୍ଷ୍ୟ

ଭୁବନେଶ୍ୱର,୨୬।୭: ପଶୁ ସମ୍ପଦ ଉତ୍ପାଦନ କୃଷକଙ୍କ ଜୀବନରେ ଖାଦ୍ୟ, ଆୟ ଓ ନିଯୁକ୍ତି ପ୍ରଦାନରେ ମୁଖ୍ୟ ଭୂମିକା ବହନ କରିଥାଏ। ରାଜ୍ୟରେ ଦୈନିକ ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ନେଇ ଏକ ନୂତନ ଅମ୍ବ୍ରେଲା ସ୍କିମ୍‌ ‘ମୁଖ୍ୟମନ୍ତ୍ରୀ କାମଧେନୁ...

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ...

ନବୀନ ପଟ୍ଟନାୟକଙ୍କୁ ଗିରଫ କରିବା ପ୍ରସଙ୍ଗ: ମନ୍ତ୍ରୀ-ବିଧାୟକ ମୁହାଁମୁହିଁ

ଭୁବନେଶ୍ୱର,୨୬।୭(ଅନିଲଦାସ):ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗରିଫ କରିବା ପ୍ରସଙ୍ଗକୁ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ବିଜେଡି ବିଧାୟକ ଅରୁଣ ସାହୁ ମୁହାଁମୁହିଁ ହୋଇଛନ୍ତି। ଗୁରୁବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ଅରୁଣ କହିଛନ୍ତି,...

ବଜେଟରେ ସ୍ବାସ୍ଥକୁ ଗୁରୁତ୍ୱ, ବ୍ୟୟବରାଦ ହେଲା ଏତିକି କୋଟି

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ବଜେଟରେ ଜନସ୍ବାସ୍ଥ୍ୟ ସେବା...

୨୦୨୭ ସୁଦ୍ଧା ମେଟ୍ରୋ ରେଳ କାର୍ଯ୍ୟକ୍ଷମ, ପ୍ରଥମ ପର୍ଯ୍ୟାୟରେ ଗଡ଼ିବ ଏଇଠୁ…

ଭୁବନେଶ୍ୱର,୨୫।୭: ରାଜ୍ୟରେ ଭାଜପା ସରକାର ପ୍ରଥମ ବଜେଟ ଆଗତ କରିଛନ୍ତି । ଅର୍ଥବିଭାଗ ନିଜ ପାଖରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝି ଗୁରୁବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର...

ନିଯୁକ୍ତିକୁ ନେଇ ବଜେଟରେ ବଡ଼ ଘୋଷଣା: ୨ ବର୍ଷରେ ପୂୂରଣ ହେବ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ବଜେଟରେ ଖାଲି ପଡିଥିବା ଦେଢ ଲକ୍ଷ ମୂଳ ସରକାରୀ ପଦବୀକୁ ଆଗାମୀ...

ରତ୍ନଭଣ୍ଡାରକୁ ନେଇ ଚମକାଇଲା ଭଳି ତଥ୍ୟ ଦେଲେ ଜଷ୍ଟିସ ବିଶ୍ବନାଥ, କହିଲେ ଭଣ୍ଡାରରେ…

ପୁରୀ,୨୫।୭: ରତ୍ନଭଣ୍ଡାର ସଂପର୍କରେ ଜଷ୍ଟିସ ବିଶ୍ବନାଥ ରଥ ଏକ ଗଣମାଧ୍ୟମ ସାକ୍ଷାତକାରରେ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭଣ୍ଡାର ଖୋଲୁ ଖୋଲୁ ଆମେ ଯାହା ଦେଖିଲୁ ଦୁରାବସ୍ଥା ଭଳି ଲାଗିଲା। ରତ୍ନଭଣ୍ଡାର ଏମିତି ରହିବା କଥା ନୁହେଁ ବୋଲି...

ବଜେଟରେ ଏହି ସବୁ ନୂଆ ଯୋଜନା ଆଣିଲେ ମୋହନ ସରକାର, ଜାଣନ୍ତୁ କ’ଣ କ’ଣ…

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ ଯୋଜନାର ନାମ ପରିବର୍ତ୍ତନ...

ଚା’ ପିଇବା ବେଳେ ଲୋକଙ୍କୁ ଉପରକୁ ମାଡ଼ିଗଲା ଭ୍ୟାନ୍‌

ସୋନପୁର,୨୫।୭: ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନି ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ ଦୋକାନରେ ଚା’ ପିଇବା ବେଳେ ଏକ ପିକ୍‌ଅପ୍‌ ଭ୍ୟାନ ମାଡ଼ିଯାଇ ୩ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇ ହସ୍ପିଟାଲରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri