ରାଜ୍ୟ

ଆଗତ ହେଲା ମୋହନ ସରକାରର ପ୍ରଥମ ବଜେଟ୍: ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ଟଙ୍କା ?

ଭୁବନେଶ୍ୱର,୨୫।୭: ରାଜ୍ୟରେ ପ୍ରଥମ ଥର ପୂର୍ଣ୍ଣ ବହୁମତ ସହିତ କ୍ଷମତାକୁ ଫେରିବା ପରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ...

ଆସିଲା ବଜେଟ୍‌: ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ଆଜି ବିଧାନସଭାରେ ଏହି ବଜେଟ୍‌ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ୍‌...

ଡିସିପି କହିଲେ କାରଣ… ସ୍ବାମୀ ଏଭଳି ଧମକ ଦେଉଥିବାରୁ ଭାଙ୍ଗି ପଡ଼ିଥିଲେ ମଧୁମିତା, ନେଇଗଲେ ଚରମ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ପରିଡ଼ା ଆତ୍ମହତ୍ୟା ମାମଲାରେ ସ୍ବାମୀ ଶ୍ରୀଧର ଜେନାଙ୍କୁ ଗିରଫ କରାଯିବା ପରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ମଧୁମିତା ଶ୍ରୀଧରଙ୍କ ଫୋନରୁ କିଛି ତଥ୍ୟ ପାଇଥିଲେ। ସେଥିରୁ ସ୍ବାମୀଙ୍କର...

ମୁକେଶ ମହାଲିଙ୍ଗ ଗିରଫ ଦାବିକୁ ନେଇ ମୁହଁ ଖୋଲିଲେ ଅରୁଣ, କହିଲେ ଯଦି ସାହାସ ଅଛି ନବୀନଙ୍କୁ…

ଭୁବନେଶ୍ୱର,୨୫।୭: ବିଧାନସଭା ଅଧିବେଶନର ଆଜି ହେଉଛି ଚତୁର୍ଥ ଦିନ। ହେଲେ ଆଜି ବି ଗୃହ ସୁରୁଖୁରୁରେ ଚାଲିପାରିନାହିଁ। ଶୂନ୍ୟକାଳରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ନବୀନଙ୍କୁ ଗିରଫ କରାଯାଉ...

ଆସନ୍ତା ୨୮ରେ ଖୋଲିବ ହୀରାକୁଦ ଗେଟ୍‌

ଭୁବନେଶ୍ୱର,୨୫।୭: ଆସନ୍ତା ୨୮ ତାରିଖରେ ଖୋଲିବ ହୀରାକୁଦ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଉଛି। ଏଣୁ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବାକୁ ଥିବାରୁ ମହାନଦୀ ତଳ...

ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସରକାର: ହଇଜା, ମ୍ୟାଲେରିଆ, ଡେଙ୍ଗୁ ଜଗ

ଭୁବନେଶ୍ୱର,୨୫।୭: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିଲା ବେଳେ ହଇଜା, ମ୍ୟାଲେରିଆ, ଡେଙ୍ଗୁ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ସମସ୍ତ ଜିଲାପାଳ, ମୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ଦିନରେ ହଇଜାରେ ପ୍ରାୟ ୧୦ ବର୍ଷରୁ କମ୍ ଶିଶୁ...

ସାମ୍ବାଦିକା ଆତ୍ମହତ୍ୟା ମାମଲାରେ ସାମ୍ନାକୁ ଆସିଲା ସାଙ୍ଘାତିକ ସତ; ମୃତ୍ୟୁ ପୂର୍ବରୁ…

ଭୁବନେଶ୍ୱର,୨୫।୭: ରାଜଧାନୀରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ଆତ୍ମହତ୍ୟା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ବୁଧବାର ରାତିରେ ସେ ଟେନ୍‌ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିବା ପୂର୍ବରୁ ସେ ମା’ଙ୍କୁ ଭେଟିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ ପରେ ଘରକୁ ମୁହଁରେ...

ସାମ୍ବାଦିକା ମୃତ୍ୟୁ ଘଟଣା: ଗିରଫ ହେଲେ ସ୍ବାମୀ, ପଚରାଉଚରା ବେଳେ କହିଲେ…

ଭୁବନେଶ୍ୱର,୨୫।୭: ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲାରେ ତାଙ୍କ ସ୍ବାମୀ ଶ୍ରୀଧର ଜେନାଙ୍କୁ ପୋଲିସ ଗିରଫ କରିଛି। ମଧୁମିତାଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଥିବା ବେଳେ ଶ୍ରୀଧରଙ୍କୁ ପୋଲିସ ପଚରାଉଚରା କରିଥିଲେ। ଯାହା ପରେ ଭୁବନେଶ୍ୱରର ଧଉଳି ଥାନା ପୋଲିସ...

ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାର: ମୁଣ୍ଡପିଛା ଆୟ ଏତିକି

ଭୁବନେଶ୍ୱର,୨୫।୭: ଓଡ଼ିଶାରେ ଏବେ ୯ ଲକ୍ଷ ଲୋକେ ବେକାରୀ ଥିବା ଜଣାପଡିଛି। ବୁଧବାର ସରକାର ଉପସ୍ଥାପନା କରିଥିବା ରିପୋର୍ଟରୁ ଏହି ତଥ୍ୟ ସାମ୍ନାକୁ ଆସିଛି। ଓଡ଼ିଶାରେ ୧୫ ଓ ଉର୍ଦ୍ଧ ବୟସର ଜନସଂଖ୍ୟା ପ୍ରାୟ ୩.୫୧ କୋଟି ରହିଛନ୍ତି। ଏମାନଙ୍କ...

ଗାଁ ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ, ଅନ୍ୟ ଜଣେ ଶିଶୁ ଜୀବିତ

ଖଲ୍ଲିକୋଟ,୨୫।୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀ ରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶିଶୁ...

କାହିଁକି ପରିବର୍ତ୍ତନ ହେଲା ଲକ୍ଷ୍ମୀ ବସ୍‌ର ରଙ୍ଗ-ନାମ, ବଡ଼ କାରଣ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୫।୭: ବିଧାନସଭାରେ ଉଠିଲା ଲକ୍ଷ୍ମୀ ବସ୍‌ ପ୍ରସଙ୍ଗ । ଗୁରୁବାର ଲକ୍ଷ୍ମୀ ବସକୁ ନେଇ ବିଧାନସଭାରେ ଘେରିଛନ୍ତିି ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଲକ୍ଷ୍ମୀ ବସ୍‌ର ରଙ୍ଗ ଓ ନାମ ପରିବର୍ତ୍ତନ କରିବାର କାରଣ କଣ? ଏହାଦ୍ୱାରା...

ଦୁର୍ଘଟଣାରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣାଗ୍ରସ୍ତ କାରରୁ ଅଢେଇ ଲକ୍ଷ ଟଙ୍କା ଗାଏବ୍

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ଼ ସାଇମନ୍ଦିର ବ୍ରିଜ ନିକଟରେ ବୁଧବାର ଏକ କାର୍ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ବରଗଡ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ ମନୋଜ କୁମାର ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣାଗ୍ରସ୍ତ ଉକ୍ତ କାରରୁ ଅଢେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri