ରାଜ୍ୟ

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ଖଣିଜ ସଂପଦରୁ ଓଡ଼ିଶାକୁ ମିଳିବ ଅଧିକ କର

ନୂଆଦିଲ୍ଲୀ,୨୫।୭: ସୁପ୍ରିମକୋର୍ଟର ଐତିହାସିକ ନିଷ୍ପତ୍ତିରେ ଖଣିଜ ସମ୍ପଦ ଭରା ରାଜ୍ୟଗୁଡିକ ପାଇଁ ଏକ ବଡ଼ ବିଜୟ ହୋଇଛି। ପ୍ରଧାନ ବିଚାରପତିଙ୍କ ଦ୍ୱାରା ନଅ ଜଣିଆ ସମ୍ବିଧାନ ଖଣ୍ଡପୀଠ ଖଣିଜ ପଦାର୍ଥ ଉପରେ ଲାଗୁ କରାଯିବାକୁ ଥିବା ଆବେଦନ ଉପରେ ଏକ...

ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ବଲାଙ୍ଗୀର,୨୫ା୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା। ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି...

ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା

ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୯ଟି ଜାଗାରେ ଚଢାଉ

ବଲାଙ୍ଗୀର,୨୫।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗେର ବଲାଙ୍ଗିର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ଏକକାଳୀନ ୯ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ବର, ପୁରୀ, ଅନୁଗୁଳ, କଟକ, ବଲାଙ୍ଗିର...

ଏସ୍‌ସିବିରେ ଜମିରହୁଛି ଆବର୍ଜନା

କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା...

ବିଶ୍ୱର ୧୧ ଉତ୍ତମ ବାସୋପଯୋଗୀ ସହର ମଧ୍ୟରେ ଭୁବନେଶ୍ୱର

ଭୁବନେଶ୍ୱର, ୨୫ା୭(ଅନୁରାଧା ମହାରଣା): ବିଶ୍ୱର ଉତ୍ତମ ବାସୋପଯୋଗୀ ୧୧ ସହର ଭିତରେ ଭୁବନେଶ୍ୱର ରହିଛି। ୟୁଏନ୍‌ ହାବିଟାଟ୍‌ ସର୍ଭେରୁ ଏହା ଜଣାପଡିଛି। ଏବେ ଶ୍ରେଷ୍ଠ ସହର ଚୟନ ସହ ର଼୍ୟାଙ୍କିଙ୍ଗ୍‌ ପାଇଁ ପ୍ରକ୍ରିୟା ଚାଲିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର...

୫ବର୍ଷର ଝିଅକୁ ମାରି ଆତ୍ମହତ୍ୟା କଲେ ବାପା, ବନ୍ଦ ଘର ଭିତରୁ ମିଳିଲା ମୃତଦେହ

ନୟାଗଡ଼,୨୫।୭(ଲୋକନାଥ ମିଶ୍ର): ବନ୍ଦ ଘର ଭିତରୁ ମିଳିଛି ବାପା-ଝିଅଙ୍କ ମୃତଦେହ। ୫ବର୍ଷର ଝିଅଙ୍କୁ ମାରି ନିଜେ ଝୁଲି ପଡିଲେ ବାପା। ଏପରି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଟାଉନ ଥାନା ନୟାଗଡ଼ ସହରର ଦେବୋତ୍ତର ଲେନ ୪/୧ ରେ। ସେହି...

ଓଡ଼ିଆ ଅସ୍ମିତାର ସୁରକ୍ଷା, ପ୍ରସାର: ୨୦୦ କୋଟିର କର୍ପସ୍‌ ପାଣ୍ଠି

ଭୁବନେଶ୍ୱର, ୨୫।୭(ସୁନିତ୍‌ ମିଶ୍ର)ଓଡ଼ିଶା ରାଜ୍ୟ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଅବସରରେ ଏହି ପବିତ୍ର ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣକୁ ସ୍ବାଗତ କରୁଛି। ଓଡ଼ିଶାର ସାଢ଼େ ୪ କୋଟି ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ସ୍ବପ୍ନକୁ ସାକାର କରିବା ପାଇଁ ଆମର...

୧ରୁ ଖୋଲିବ ଭିତରକନିକା

ରାଜନଗର, ୨୫ା୭(ଭାସ୍କର ରାଉତରାୟ): ପ୍ରକୃତିର ଗନ୍ତାଘର ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏହା ମଧ୍ୟରେ ନୂଆକରି ସ୍କାଏ ଓ୍ବାକ୍‌ ବ୍ରିଜ୍‌ ନିର୍ମାଣ କରାଯାଇଛି, ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ। ମେ ୧ରୁ...

ବର୍ଷା ପାଇଁ ବେକେ ପାଣିରେ ଜପ

ପାଟଣା,୨୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ରେ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଧାନଚାଷ ପ୍ରଭାବିତ ହୋଇଛି। ଶ୍ରାବଣ ମାସରେ ଜମି ଶୁଖିଲା ପଡ଼ିଥିବା ବେଳେ ବିଲରେ କେଉଁଠି ଧାନତଳି ବୁଢ଼ା ହେଲାଣି ତ କେଉଁଠି ଶୁଖି ମରି ଗଲାଣି। ବିଗତ...

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୫ା୭(ଅନିଲ ଦାସ)୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ। ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri