ରାଜ୍ୟ

ଟ୍ରକ୍‌ ପଛରେ ପିଟି ହେଲା କାର୍‌: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ, ଅନ୍ୟ ୨ ଜଣ ଗୁରୁତର

ଯାଜପୁର,୪ା୭: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଛକ ଶର୍ମା ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଟ୍ରକ ପଛରେ କାର୍‌ ପିଟି ହେବାରୁ ଘଟଣାସ୍ଥଳରେ...

ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ।   ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ...

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ...

ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ...

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ ଥିବା ସୁଯୋଗରେ କେହି ଦୃର୍ବୁତ୍ତ ଛାତ୍ରୀଙ୍କ ଆଖିକୁ ଏକ ଲୁଗାରେ ବାନ୍ଧିବା ସହ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏହାକୁ ନେଇ ଏବେ ଦ୍ୱିତୀୟ ସ୍ତ୍ରୀ ଚିନ୍ତାରେ ପଡିଯାଇଛନ୍ତି। ଏଭଳି...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ ଅପେକ୍ଷା କରିଛନ୍ତି ଏହି ଦିନକୁ। ହେଲେ ଦେବସ୍ନାନ ପୂର୍ଣ୍ଣିମା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ ନଁାରେ ବେଧଡକ ବେପାର ଚାଲିଛି। ଏସବୁ ଅସଲି କି ନକଲି ଜାଣିବା ସାଧାରଣଲୋକଙ୍କ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ ଅଧ୍ୟାପକ ଓ ପରିଚାଳନା କମିଟି ସଭାପତି ସ୍ଥାନୀୟ ୪ଜଣ ଯୁବକଙ୍କ ସହ କଲେଜ...

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌ ଚାନ୍ଦିପୁଟ ସରପଞ୍ଚ କନକଲତା ପାଲ ଓଡ଼ିଆ ଲେଖି ଜାଣି ନ ଥିବା ନେଇ...

ଥମୁନି ବିଜେଡି କର୍ପୋରେଟର ବିବାଦ

ଭୁବନେଶ୍ୱର, ୪।୭(ଅନିଲ ଦାସ/ବନ୍ଦନା ସେଠୀ)ଗତ ସାଧାରଣ ନିର୍ବାଚନ ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମର ୨ ବିଜେଡି କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହାସୁପକାର ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଏକାମ୍ର ବିଧାୟକ ଅଶୋକ...

ବିଜେଡି ଅମଳରେ ଦରଦାମ୍‌ ଥିଲା ଆକାଶ ଛୁଆଁ: ଭାଜପା

ଭୁବନେଶ୍ୱର, ୪।୭(ସୁନିତ୍‌ ମିଶ୍ର)ଦରଦାମ ନିୟନ୍ତ୍ରଣ କରିବା ପାଇଁ ପ୍ରଳାପ କରୁଥିବା ବିଜେଡି ଗତ ୨୫ ବର୍ଷରେ ଏଥିପାଇଁ କୌଣସି ପଦକ୍ଷେପ ନେଇ ନ ଥିଲା। ଫଳରେ କିଛିବର୍ଷ ହେବ ପରିବା ଦର ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ଭାଜପା ମାତ୍ର ୨୧...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri