ରାଜ୍ୟ

ଏଣିକି ଯାଞ୍ଚ ହେବ ସ୍କୁଲ ବସ୍‌, ଖିଲାପ ଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୧ା୭: ଏଣିକି ସ୍କୁଲ ବସ୍‌ରେ ନିୟମିତ ଯାଞ୍ଚ ହେବ। ସ୍କୁଲ ବସ୍‌ରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ବସ୍‌ ଭିତରେ ଅଗ୍ନି ନିରାପତ୍ତା ନିୟମ ଠିକ୍‌...

୩ ଜଣଙ୍କୁ ଚାପିଦେଲା ଟ୍ରକ

ଟେନସା,୨୧।୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ୫୨୦ ନମ୍ବର ଜାତୀୟ ରାଜପଥ କାଲଟା ଫାଣ୍ଡି ବେଞ୍ଜାଢ଼ି ବ୍ରିଜ୍‌ରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ୩ଜଣ ବାଇକ୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ...

ଡ୍ୟାମକୁ ମାଛ ଧରିବାକୁ ଯାଇଥିଲେ: ଚାଲିଗଲା ୨ ଯୁବକଙ୍କ ଜୀବନ

ସୁନ୍ଦରଗଡ଼,୨୧।୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ମନ୍ଦିରା ଡ୍ୟାମରେ ରବିବାର ଏକ ଅଘଟଣ ଘଟିଛି। ମାଛ ଧରିବାକୁ ଯାଇ ପାଣିରେ ବୁଡ଼ି ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଝାରବେଡା ଗାଁର, ୫ଜଣ ସାଙ୍ଗହୋଇ ମାଛ ଧରିବାକୁ ମନ୍ଦିରା...

ସାଙ୍ଗମାନଙ୍କ ସହ ପାହାଡ଼ ଉପରକୁ ବୁଲିବା ପାଇଁ ଯାଇଥିଲେ ଯୁବକ, ଖସିପଡ଼ି ଚାଲିଗଲା ଜୀବନ

ରାଇକିଆ,୨୧ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ମଣ୍ଡାସରଠାରୁ ୫ କିମି ଦୂର ମଣ୍ଡକୁଟି ପାହାଡ଼ ଉପରୁ ଖସିପଡ଼ି ଯୁବକଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ରାଇକିଆ ବଡ଼ାପଟା ସାହିର ବନ୍ଦନ ପ୍ରଧାନ। ସାଙ୍ଗମାନଙ୍କ ସହ ବୁଲିବା...

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତି ସୋମବାରରେ ଜନସାଧାରଣଙ୍କ ଅଭିଯୋଗ ଶୁଣୁଥିଲେ। ତେବେ ଆସନ୍ତାକାଲି ଏହି ଜନଶୁଣାଣି ବନ୍ଦ ରହିବ ବୋଲି ଆଜି  ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କାରଣ...

ପାରାଦୀପ-କୁଜଙ୍ଗ ଅଞ୍ଚଳରେ ବ୍ୟାପୁଛି ଡାଇରିଆ

ପାରାଦୀପ,୨୧।୭: ଜଗତସିଂହପୁର ଜିଲା ପାରାଦୀପ-କୁଜଙ୍ଗ ଅଞ୍ଚଳରେ ଡାଇରିଆ ଆତଙ୍କ ଦେଖାଦେଇଛି। ଅଞ୍ଚଳରେ ଦିନକୁ ଦିନ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ପାରାଦୀପଗଡ଼ ଗାଁରେ ଝାଡ଼ାବାନ୍ତିରେ ଗୋଟିଏ ପରିବାରର ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। କାକାଙ୍କ ମୃତ୍ୟୁର ୧୩ ଦିନ ପରେ...

୩୦ ବର୍ଷ ଇତିହାସରେ ପ୍ରଥମଥର ଘଟିଲା, ଯାହା ହେଲା ଭଲ ହେଲା, କାହିଁକି ଏପରି କହିଲେ ତାରା…

ଭୁବନେଶ୍ୱର,୨୧ା୭: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ପିସିସି କମିଟି ଭାଙ୍ଗିବା ପରେ ତାରା ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୩୦ ବର୍ଷ ଇତିହାସରେ ପ୍ରଥମଥର ଏମିତି ଘଟିଲା। ଯାହା ହେଲା...

ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ୍‌ ମିଲ୍‌ ଗୋଦାମ ଘର

ନବରଙ୍ଗପୁର,୨୧।୭: ଲଘୁଚାପ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ନବରଙ୍ଗପୁର ବସଷ୍ଟାଣ୍ଡ ନିକଟରେ ଥିବା ଏକ ରାଇସ ମିଲ୍‌ ଓ ଗୋଦାମ ଘର ରବିବାର ଭୁଶୁଡ଼ି...

ଆସନ୍ତାକାଲି ବଜେଟ୍‌ ଅଧିବେଶନ: ବିଧାନସଭାର ସୁରକ୍ଷା ଯାଞ୍ଚ କଲେ ଡିଜିପି

ଭୁବନେଶ୍ୱର,୨୧ା୭: ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ବସିବ ସପ୍ତଦଶ ବିଧାନସଭାର ବଜେଟ୍‌ ଅଧିବେଶନ। ଏନେଇ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବାକୁ ନିଷ୍ପତ୍ତି...

ବେଆଇନ କଳାପଥର ଖାଦାନ ଉପରେ ପ୍ରଶାସନର ଚଢ଼ାଉ: ଏମିତି କହିଲେ ପୂର୍ବତନ ବିଧାୟକ…

ଯାଜପୁର,୨୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ଥିବା କଳାପାହାଡ ଗୁଡିକରେ ଚାଲୁଥିବା ବେଆଇନ କାର୍ଯ୍ୟ ଉପରେ ପ୍ରଶାସନ ଚଢାଉ ଜାରି ରଖିଛି । ଖଣି ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବାଲିଘାଟ ବିଭାଗ ସହ ତହସିଲ ପ୍ରଶାସନ,...

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଧନ୍ୟବାଦ ଦେଲେ ବିଜେଡି ନେତା

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ସରକାର ଘୋଷଣା କରିଛନ୍ତି। ଏନେଇ ବିଜେ ନେତା...

ଓଡ଼ିଶା ପ୍ରଦେଶ କମିଟିକୁ ଭାଙ୍ଗିଲା କଂଗ୍ରେସ

ଭୁବନେଶ୍ୱର,୨୧।୭: ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି)। ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri