ରାଜ୍ୟ

ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ୍‌ ମିଲ୍‌ ଗୋଦାମ ଘର

ନବରଙ୍ଗପୁର,୨୧।୭: ଲଘୁଚାପ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ନବରଙ୍ଗପୁର ବସଷ୍ଟାଣ୍ଡ ନିକଟରେ ଥିବା ଏକ ରାଇସ ମିଲ୍‌ ଓ ଗୋଦାମ ଘର ରବିବାର ଭୁଶୁଡ଼ି...

ଆସନ୍ତାକାଲି ବଜେଟ୍‌ ଅଧିବେଶନ: ବିଧାନସଭାର ସୁରକ୍ଷା ଯାଞ୍ଚ କଲେ ଡିଜିପି

ଭୁବନେଶ୍ୱର,୨୧ା୭: ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ବସିବ ସପ୍ତଦଶ ବିଧାନସଭାର ବଜେଟ୍‌ ଅଧିବେଶନ। ଏନେଇ ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବାକୁ ନିଷ୍ପତ୍ତି...

ବେଆଇନ କଳାପଥର ଖାଦାନ ଉପରେ ପ୍ରଶାସନର ଚଢ଼ାଉ: ଏମିତି କହିଲେ ପୂର୍ବତନ ବିଧାୟକ…

ଯାଜପୁର,୨୧।୭: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ଥିବା କଳାପାହାଡ ଗୁଡିକରେ ଚାଲୁଥିବା ବେଆଇନ କାର୍ଯ୍ୟ ଉପରେ ପ୍ରଶାସନ ଚଢାଉ ଜାରି ରଖିଛି । ଖଣି ବିଭାଗର ଯୁଗ୍ମ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବାଲିଘାଟ ବିଭାଗ ସହ ତହସିଲ ପ୍ରଶାସନ,...

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଧନ୍ୟବାଦ ଦେଲେ ବିଜେଡି ନେତା

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ସରକାର ଘୋଷଣା କରିଛନ୍ତି। ଏନେଇ ବିଜେ ନେତା...

ଓଡ଼ିଶା ପ୍ରଦେଶ କମିଟିକୁ ଭାଙ୍ଗିଲା କଂଗ୍ରେସ

ଭୁବନେଶ୍ୱର,୨୧।୭: ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି)। ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ...

ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର, ଏମିତି କାହିଁକି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକକ୍ର କ୍ରୀଡ଼ା ପୁରସ୍କାର ପ୍ରସଙ୍ଗ ନେଇ ବିଜେଡି ନେତ୍ରୀଲେଖାଶ୍ରୀ ସାମନ୍ତସିଂହାର ଖବରଦାତା ସମ୍ମିଳନୀ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିୟନ୍ତ୍ରଣରେ ନାହିଁ ସରକାର। ଗୋଟିଏ ପଟେ ବିଜୁ ବାବୁଙ୍କୁ ସମ୍ମାନ ଜଣାଉଛନ୍ତି ଋ଼ଅନ୍ୟପଟେ ବିଜୁ...

 ବିରୋଧୀଙ୍କ ସହଯୋଗ ଲୋଡିଲେ ବାଚସ୍ପତି

ଭୁବନେଶ୍ୱର,୨୧।୭: ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା। ତେବେ ଏଥିରେ କଂଗ୍ରେସ ଯୋଗ ଦେଇନାହିଁ। ଶୃଙ୍ଖଳିତ ଗୃହକାର୍ଯ୍ୟ ନେଇ ବିରୋଧୀଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି। ଏପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଦଳ ନେତା...

ରାମଚନ୍ଦ୍ର କାଡ଼ାମ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର,୨୧।୭: ଓଡ଼ିଶା ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ଦେଢ଼ ମାସ ପରେ ବିଧାନସଭାରେ ବିଧାୟକ ଦଳ ନେତା ଚୟନ କରିଛି କଂଗ୍ରେସ। ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିଛି। ଅଶୋକ ଦାସଙ୍କୁ ବିଧାୟକ...

ଆଇଏଏସ୍‌ ଉଷା ପାଢୀଙ୍କ ନାଁ ନେଇ କରୁଥିଲେ ଏମିତି ମେସଜ, ପରେ…

ଭୁବନେଶ୍ୱର,୨୧।୭: ଆଇଏଏସ୍‌ ଅଧିକାରୀ ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀଙ୍କ ନାଁରେ ଫେକ୍‌ ଆଇଡି ଖୋଲି ଟଙ୍କା ମାଗୁଛନ୍ତି ସାଇବର ଠକ୍‌। ଏନେଇ ଆଇଏଏସ୍‌ ପାଢ଼ୀ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।...

ସର୍ବଦଳୀୟ ବୈଠକରେ କାହିଁକି ଆସିଲାନି କଂଗ୍ରେସ? ବିସ୍ଫୋରକ ବୟାନ ଦେଲେ ତାରା

ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ...

ସର୍ବଦଳୀୟ ବୈଠକ ଡାକିଲେ ସରକାର, ଆସିଲାନି କଂଗ୍ରେସ

ଭୁବନେଶ୍ୱର,୨୧।୭: ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ...

କ୍ରୀଡା ପୁରସ୍କାର ନାଁ ବଦଳେଇବା ଘଟଣା: ସଫେଇ ଦେଲେ କ୍ରୀଡା ମନ୍ତ୍ରୀ

ଭୁବନେଶ୍ୱର,୨୧।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି ବୋଲି ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri