ରାଜ୍ୟ

ଟାଟା ଷ୍ଟିଲ୍‌ର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ‘ଟାଟା ଷ୍ଟିଲ୍‌’କୁ ନିକଟରେ ଆଉ ଏକ ସଫଳତା ମିଳିଛି। ଟାଟା ଷ୍ଟିଲ୍‌ର ଓଡ଼ିଶା ୟୁନିଟ୍‌ ଅନ୍ତର୍ଗତ କଟକ ଜିଲାର ଆଠଗଡ଼ସ୍ଥିତ ଫେରୋକ୍ରୋମ୍‌...

ମାଲକାନଗିରି ଉବୁଟୁବୁ

ମାଲକାନଗିରି/ କାଲିମେଳା,୨୧ା୭(ଦୁର୍ଯ୍ୟୋଧନ ପାତ୍ର/ ଜୀବନକୃଷ୍ଣ ଦାସ)ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। କାଲିମେଳା ବ୍ଲକ୍‌ର ପୋଟେରୁ, କାଙ୍ଗୁରୁକୋଣ୍ଡା, ଏମ୍‌ଭି ୯୦ ଓ ଏମ୍‌ଭି ୯୬ ଓ ପଡିଆ ବ୍ଲକ କନ୍ୟାଶ୍ରମ ନଦୀ ପୋଲ ଉପରେ...

ସ୍କୁଲରେ ପ୍ରାର୍ଥନା ପରେ ଛାତ୍ରୀଛାତ୍ରଙ୍କୁ ଯୋଗଶିକ୍ଷା

ଭୁବନେଶ୍ୱର, ୨୧ା୭(ଅସମାପିକା ସାହୁ): ରାଜ୍ୟର ସ୍କୁଲଗୁଡିକରେ ପିଲାଙ୍କ ପାଠପଢ଼ା ସହ ଖେଳକୁଦକୁ ଗୁରୁତ୍ୱ ଦିଆଯାଉଛି। ଏବେ କ୍ରୀଡ଼ା ସହିତ ସ୍କୁଲରେ ଯୋଗଶିକ୍ଷା ଦେବା ପାଇଁ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ଛାତ୍ରୀଛାତ୍ରଙ୍କୁ କ୍ରୀଡ଼ା ପ୍ରୋତ୍ସାହନ...

ବୈଠକ ପରେ ବିଜେଡି ଦେଲା ବଡ଼ ବୟାନ, କହିଲା ବିଧାନସଭାରେ…

ଭୁବନେଶ୍ୱର,୨୦ା୭: ଶନିବାର  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡିର ବିଧାୟକ ଦଳ ବୈଠକ ବସିଥିଲା। ଉକ୍ତ ବୈଠକରେ ବିଧାୟିକା  ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିରୋଧୀ ଦଳ ଉପମୁଖ୍ୟସଚେତକ ବିଧାୟକ ପ୍ରତାପ ଦେବଙ୍କ...

ଶଙ୍ଖଭବନ ବେଆଇନକୁ ନେଇ ବଡ଼ ବୟାନ ଦେଲେ ବବି, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ।...

ରାଜସ୍ବ ମନ୍ତ୍ରୀଙ୍କ ବୟାନର କଡ଼ା ଜବାବ ଦେଲା ବିଜେଡି

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ଅଭିଯୋଗ କରିଥିଲେ। ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରାଯାଇ ଏହି ଭବନକୁ ବେଆଇନ ଭାବେ ନିର୍ମାଣ କରାଯାଇଥିବା କହିଥିଲେ। ଏହାକୁ ନେଇ...

ଶଙ୍ଖଭବନକୁ ନେଇ ବିସ୍ଫୋରକ ବୟାନ ଦେଲେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ମନ୍ତ୍ରୀ ପ୍ରତିଶ୍ରୁତ...

ନବୀନ ପଟ୍ଟନାୟକ ଏମପି ନୁହଁନ୍ତି ତେବେ କେମିତି ହେଲେ ସଂଦଦୀୟ ଦଳର ଅଧ୍ୟକ୍ଷ, ଜଣାପଡିଲା ବଡ଼ କାରଣ

ନୂଆଦିଲ୍ଲୀ,୨୦।୭: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ବିଜେଡି ସଂସଦୀୟ ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ସଂସଦୀୟ ଦଳର ନେତା ଏକ ପଦବୀ, ଯାହାକି ସଂପୃକ୍ତ ଦଳର ରାଜ୍ୟ ସଭା କିମ୍ବା ଲୋକ ସଭାର...

ଯୁକ୍ତ ଦୁଇ କଟ୍‌ ଅଫ୍‌: ଜାଣନ୍ତୁ ଶୀର୍ଷରେ ରହିଛି କେଉଁ କଲେଜ୍‌

ଭୁବନେଶ୍ୱର,୨୦।୭: ଯୁକ୍ତ ଦୁଇ ୨୨୦୨୪ ୨୫ ଶିକ୍ଷା ବର୍ଷ ପାଇଁ ଶନିବାର ପ୍ରଥମ କଟ ଅଫ ମାର୍କ ପ୍ରକାଶ ପାଇଛି। ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରହିଛି ରେଭେନ୍ସା। କଳାରେ ୭୫. ୧୭% ସହ ଆଗରେ ରହିଚି ରେଭେନ୍ସା ହାୟର...

ପ୍ରବଳ ବର୍ଷାରେ ଧସିଲା ପାହାଡ଼

ମାଲକାନଗିରି,୨୦।୭: ମାଲକାନଗିରି ଜିଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ବଣ୍ଡାଘାଟିରେ ବର୍ଷା ବିତ୍ପାତ  ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ପାହାଡ଼ ଧସିଛି। ଫଳରେ ଖଇରପୁଟ-ମୁଦୁଲିପଡାକୁ ଯୋଗାଯୋଗ ଠପ୍‌ ହୋଇପଡ଼ିଛି। ବଣ୍ଡାଘାଟିର ୨ଟି ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି।...

ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ, କଟାକ୍ଷ କଲେ ଅରୁଣ

ଭୁବନେଶ୍ୱର,୨୦।୭: ବଦଳିଲା କ୍ରୀଡା ପୁରସ୍କାର ନାଁ। ହଟିଲା ବିଜୁ ପଟ୍ଟନାୟକଙ୍କ ନାମ। କ୍ରୀଡ଼ା ପୁରସ୍କାର ନାଁ ବଦଳି ହେଲା ଓଡ଼ିଶା ରାଜ୍ୟ କ୍ରୀଡ଼ା ପୁରସ୍କାର ସମ୍ମାନ। ପୂର୍ବରୁ ତାହା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଥିଲା। କ୍ରୀଡ଼ା ବିଭାଗ ପକ୍ଷରୁ...

ଚିତ୍ରତ୍ପୋଳାରେ ଭାସିଗଲେ ଛାତ୍ର

କେନ୍ଦ୍ରାପଡ଼ା,୨୦।୭: ଚିତ୍ରତ୍ପୋଳା ନଦୀରେ ଭାସିଗଲେ ଛାତ୍ର। ନଦୀରେ ଗାଧୋଇବାବେଳେ ଏପରି ଅଘଟଣ ଘଟିଛି। ଛାତ୍ର ଜଣକ ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି। ଛାତ୍ରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri