ରାଜ୍ୟ

ମାଇକ୍ରୋସଫ୍ଟ ସର୍ଭର ତ୍ରୁଟି: ଭୁବନେଶ୍ବରରେ ବିମାନ ସେବା ପ୍ରଭାବିତ

ଭୁବନେଶ୍ୱର,୧୯।୭: ମାଇକ୍ରୋସଫ୍ଟ ସର୍ଭରରେ ବୈଷୟିକ ତ୍ରୁଟି ଯୋଗୁ ଶୁକ୍ରବାର ଭୁବନେଶ୍ବରରେ ବିମାନ ସେବା ପ୍ରଭାବିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ। ଫଳରେ ମାନୁଆଲ ଭାବେ ଯାତ୍ରୀଙ୍କ ଚେକ୍‌ ଇନ୍‌ ହେଉଥିବା ସେ ପ୍ରକାଶ...

ଜଷ୍ଟିସ ବିଶ୍ୱନାଥ ରଥ ଦେଲେ ବଡ଼ ସୂଚନା: ଏହି ଦିନ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି

ପୁରୀ,୧୯।୭: ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ ବିଶ୍ୱନାଥ ରଥ ଅନୁଭୂତି ବଖାଣିଛନ୍ତି । ସେ କହିଛନ୍ତି, ଏହି ପ୍ରକ୍ରିୟାରେ କାହାକୁ ଭୋକ, ଶୋଷ ଓ ଥକାପଣ ଅନୁଭବ ହୋଇନଥିଲା। ଏତେ କମ ସମୟରେ ଏହା ସମ୍ପୂର୍ଣ୍ଣ ହେବା ଏକ ଐତିହାସିକ କାର୍ଯ୍ୟ...

ରତ୍ନଭଣ୍ଡାରକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରତିଶ୍ରୁତି ଦେଇଥିଲୁ, ରତ୍ନଭଣ୍ଡାର ଖୋଲିଲୁ। ଆଗକୁ ମଣତି ଓ ଗଣତି କରାଯିବ। ଏଥିସହ ବଳଭଦ୍ର...

ଜାଣନ୍ତୁ କଣ ମିଳିଲା ରତ୍ନଭଣ୍ଡାରରୁ

ପୁରୀ, ୧୯।୭: ରତ୍ନଭଣ୍ଡାରରୁ ଯୁଦ୍ଧ ସାମଗ୍ରୀ ମିଳିଛି। ଏହି ସାମଗ୍ରୀ ରାଜରାଜୁଡ଼ା ଅମଳର ବୋଲି ଜଣାପଡ଼ିଛି। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ  ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି...

ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି

ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି...

ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି: ହାଇକେର୍ଟରୁ ମିଳିଲା ଆଗୁଆ ଜାମିନ

ଭୁବନେଶ୍ୱର,୧୯।୭: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକେର୍ଟରୁ ରଘୁନନ୍ଦନଙ୍କୁ ଆଗୁଆ ଜାମିନ ମିଳଛି । ଜଣେ ମହିଳା ଖବରଦାତାଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ କରିଥିବା ନେଇ ରଘୁନନ୍ଦନଙ୍କ ନାଁରେ...

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ, ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ବର,୧୯।୭: ଭୁବନେଶ୍ବରରେ ପହଞ୍ଚିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ପୁରୀରେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ନଡ୍ଡା ଯୋଗ ଦେବେ ବୋଲି ଜଣାପଡିଛି। ଶୁକ୍ରବାର ପୁରୀରେ ଭାଜପାର...

୪ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାକୁ ସତର୍କ ସୂଚନା

ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଯାଉଛି।  ବର୍ତ୍ତମାନ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି...

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବାଲେଶ୍ୱର,୧୯ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ସିଂହ ସାହି ଗ୍ରାମରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ। ଔପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଅଟକ ରଖିବା ସହ ତଦନ୍ତ ଜାରି ରହିଛି।...

ଗଛରେ ପିଟି ହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀଙ୍କ ଜୀବନ

ଯାଜପୁର,୧୯ା୭: ଯାଜପୁର ଜିଲା ବିଞ୍ଝାରପୁର ଥାନା ବରହମପୁର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଆମ୍ବୁଲାନ୍ସ ଜଣେ ରୋଗୀଙ୍କ ସମେତ ତାଙ୍କର ୩ ସମ୍ପର୍କୀୟଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଚିକିତ୍ସା ପରେ ଧରି ଫେରୁଥିଲା। ବରହମପୁର...

ବସିଲା ଭାଜପାର ରାଜ୍ୟ ପଦାଧିକାରୀ ବୈଠକ

ପୁରୀ,୧୯ା୭: ଶୁକ୍ରବାର ପୁରୀରେ ଭାଜପାର ରାଜ୍ୟ ପଦାଧିକାରୀ ବୈଠକ ଆରମ୍ଭ ହୋଇଛି। ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ପଦାଧିକାରୀ ବୈଠକ ବସିଥିବା ଜଣାପଡ଼ିଛି। ଉକ୍ତ ବୈଠକରେ ରାଜ୍ୟ ଭାଜପାର ସମସ୍ତ ପଦାଧିକାରୀ ସାମିଲ ହୋଇଛନ୍ତି। ରାଜ୍ୟ ସଂଗଠନ ସାଧାରଣ...

ପିଏମ୍‌ କିଷାନ ନିଧି ଯୋଜନାରେ ୭୫ଲକ୍ଷ ଚାଷୀଙ୍କୁ ସାମିଲ କରାଯାଉ: କଂଗ୍ରେସ

ଭୁବନେଶ୍ୱର, ୧୯।୭(ସୁନିତ୍‌ ମିଶ୍ର):ନିକଟରେ ରାଜ୍ୟ ସରକାର ପିଏମ୍‌ କିଷାନ ନିଧି ଯୋଜନାରେ ଅଧିକ ୬ଲକ୍ଷ ଚାଷୀଙ୍କୁ ସାମିଲ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍‌ ୧୮ରେ ବରଗଡ଼ରେ ପିଏମ୍‌ କିଷାନର ୧୭ତମ କିସ୍ତି ବଣ୍ଟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri