ରାଜ୍ୟ

ନବୀନଙ୍କ ପାୱାରଫୁଲ ଅଫିସରଙ୍କୁ ସିଏମଓରୁ ହଟାଇଲେ ମୋହନ ସରକାର

ଭୁବନେଶ୍ୱର,୧୮।୭: ସିଏମଓରୁ ହଟିଲେ ଆଇଏଏସ ରୁପାରୋଶନ ସାହୁ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ବଦଳି ହୋଇଛି। ତାଙ୍କୁ ଏସସି/ଏସଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ରୁପା ଏହି ବିଭାଗର ଅତିରିକ୍ତ...

ସୃଷ୍ଟି ହେଲା ଲଘୁଚାପ; ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର

ନୂଆଦିଲ୍ଲୀ,୧୮।୭: ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଏହାଦ୍ୱାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର...

ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା

ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ...

ସ୍ନେକ ହେଲ୍ପଲାଇନ ସଦସ୍ୟ ଶୁଭେନ୍ଦୁ ମଲ୍ଲିକ ଦେଲେ ବଡ଼ ସୂଚନା: ଭିତର ରତ୍ନଭଣ୍ଡାରରେ…

ପୁରୀ,୧୮।୭: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଖୋଲିଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ ଉପସ୍ଥିତିରେ ଆଜି ଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ସାପ...

ବାଇକ୍‌କୁ ଚାପି ଦେଲା ଟ୍ରକ: ଚାଲିଗଲା ୨ଯୁବକଙ୍କ ଜୀବନ

ଢେଙ୍କାନାଳ,୧୮।୭: ଢେଙ୍କାନାଳ ଜିଲା ୫୫ ନମ୍ବର ଜାତୀୟ ରାଜପଥ ମୋଟଙ୍ଗା ଥାନା ଚିନ୍ତାପୋଖରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌କୁ ପଛପଟୁ ଧକ୍କା ଦେଇ ଚାପି ଦେବା ଫଳରେ ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ...

ଯୁବତୀଙ୍କ ମୁଣ୍ଡରେ ଛୁଞ୍ଚି ଫୁଟାଇଲେ ତାନ୍ତ୍ରିକ, ସାମ୍ନାକୁ ଆସିଲା ଖବର, ଆଉ ତା’ ପରେ…

ବଲାଙ୍ଗୀର,୧୮ା୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଇଚଗାଁରେ ଗୁଣିଗାରେଡ଼ିରେ ଜଣେ ଯୁବତୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଯୁବତୀଙ୍କ ବାରମ୍ବାର ଦେହ ଭଲ ନ ହେବାରୁ ପରିବାର ଲୋକେ ତାନ୍ତ୍ରିକଙ୍କ ପାଖକୁ ଯାଇଥିଲେ। ତାନ୍ତ୍ରିକ...

ବିଜେଡିର ଛାୟା କ୍ୟାବିନେଟକୁ ନେଇ ସମୀରଙ୍କ ତେର୍ଚ୍ଛାବାଣ, କହିଲେ ନବୀନ ବାବୁ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ ଗଠନକୁ ନେଇ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ମନ୍ତ୍ରୀ ସମୀର ଦାଶ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ନବୀନ ସରକାରରେ ମନ୍ତ୍ରୀଙ୍କୁ ଦାୟିତ୍ୱ ମିଳୁ ନ ଥିଲା, ଏବେ ବିଧାୟକଙ୍କୁ ବିଭାଗ ମିଳୁଛି। ନିଜର ଆତ୍ମସନ୍ତୋଷ...

କଂଗ୍ରେସ ସହ ମେଣ୍ଟ କରିବ ବିଜେଡି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୧୮।୭: ଲୋକ ସଭାରେ ୨୪୨ଟି ଆସନ ଜିତିଥିବା ଭାଜପା ହୁଏତ ନୀତୀଶ କୁମାର, ଚନ୍ଦ୍ରବାବୁ ନାଇଡୁ ଏବଂ ଚିରାଗ ପାଶୱାନଙ୍କ ଭଳି ସହଯୋଗୀମାନଙ୍କ ସହାୟତାରେ ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଥାଇପାରେ, କିନ୍ତୁ ରାଜ୍ୟ ସଭାରେ ଭାଜପାର ସଂଖ୍ୟାଗରିଷ୍ଠତା ନାହିଁ। ଏପରିକି ଏନଡିଏ...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ...

ଧର୍ମଶାଳାରେ ଖଣି ବିଭାଗର ବଡ଼ ରେଡ୍

ଭୁବନେଶ୍ୱର,୧୮ା୭: ଓଡ଼ିଶା ଖଣି ବିଭାଗ ଶୁକ୍ରବାର ଯାଜପୁର ଜିଲାର ଧର୍ମଶାଳା ଅଞ୍ଚଳରେ ଥିବା ଖଣି ଏବଂ ପଥର ଖଣି ଉପରେ ବ୍ୟାପକ ଚଢାଉ କରିଛି। ଲୁଣିବାର, ଚଢେଇଧରା ଏବଂ ଡଙ୍କାରୀ ଖଣି ଅଞ୍ଚଳରେ ଏହି ଚଢ଼ାଉ କରାଯାଇଥିଲା। ପୂର୍ବ ବିଜେଡି...

କିଏ ସେହି ଅରିନ୍ଦମ ଡାକୁଆ ଯିଏ ମୁଖ୍ୟମନ୍ତ୍ରୀ ମୋହନଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ ନିଯୁକ୍ତି ପାଇଛନ୍ତି। ସେହିପରି ୨୦୧୨ ବ୍ୟାଚ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ...

ଆହାର କେନ୍ଦ୍ରରେ ଖାଇ ମନ୍ତ୍ରୀ କଲେ ବଡ଼ ଘୋଷଣା, ‘ବନ୍ଦ ହେବନି ଆହାର ଯୋଜନା’

ଭୁବନେଶ୍ୱର,୧୮ା୭: ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି। ମନ୍ତ୍ରୀ ଆହାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri