ରାଜ୍ୟ

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୮।୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି...

କମ୍ବିଂବେଳେ ଆଇଡି ବିସ୍ଫୋରଣ: ୨ ଯବାନ ଶହୀଦ, ୪ଆହତ

ମାଲକାନଗିରି,୧୮।୭( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡରେ ବଡ଼ ଧରଣର ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲା ତରେମ ଥାନାରେ ହୋଇଛି। ଜଙ୍ଗଲରେ ଯବାନମାନଙ୍କ ତରଫରୁ ମାଓ ବିରୋଧୀ ଅପରେଶନ କରୁଥିବା ସମୟରେ...

୯ଟା ୫୧ରେ ଖୋଲିବ ଭିତର ରତ୍ନଭଣ୍ଡାର: ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ,୧୮।୭: ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ...

୨ ପଞ୍ଚାୟତରେ ୫୭ ଜାଲ୍‌ ଭତ୍ତା ହିତାଧିକାରୀ

ନୂଆଗାଁ,୧୮।୭(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଭତ୍ତା ପ୍ରଦାନରେ ଅନିୟମିତତା ଅଭିଯୋଗ ପରେ ନୟାଗଡ଼ ଉପ ଜିଲାପାଳଙ୍କ ଦ୍ୱାରା ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରେ ନୂଆଗାଁ ବ୍ଲକର ୨ ପଞ୍ଚାୟତରେ ୫୭ ଜଣ ଜାଲ...

ଓଡ଼ିଆ ସିନେମା ଶିଳ୍ପର ଭାଗ୍ୟ ବଦଳିବା ଆଶା

ଭୁବନେଶ୍ୱର,୧୮ା୭(ଶର୍ମିଷ୍ଠା ପାଣିଗ୍ରାହୀ)ସମସ୍ୟା, ବିବାଦରେ ଫସି ରହିଥିବା ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ବିଶେଷକରି ନୂଆ ସରକାର ଆସିବା ପରେ ଓଲିଉଡ୍‌ ଜଗତ ବେଶ୍‌ ଉତ୍ସାହିତ ହୋଇପଡିଛି। ବୁଧବାର ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ଆଲୋଚନା...

୫ ନୁହେଁ, ୨୫ ବର୍ଷ ପର୍ଯ୍ୟନ୍ତ ଶାସନ କରିବ ଭାଜପା: ଉସେଣ୍ଡି

ଭୁବନେଶ୍ୱର, ୧୮।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତା ୧୯ ଏବଂ ୨୦ ତାରିଖରେ ଅନୁଷ୍ଠିତ ହେବ। ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବା କାର୍ଯ୍ୟକ୍ରମ ଥିବା ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ...

ଦେବେ ଯଦି ଦେବେ, ନ ଦେଲେ ନାହିଁ: ବାହିନୀପତି

ଜୟପୁର, ୧୮ା୭(ପବନ ପାଣିଗ୍ରାହୀ)କଂଗ୍ରେସ ଦଳରେ ବିଧାୟକ ଦଳ ନେତାଙ୍କ ନାମ ଏଯାଏ ଘୋଷଣା ହୋଇନାହିଁ। ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଭୁବନେଶ୍ୱରରେ ଥିବା ବାହିନୀପତି କହିଛନ୍ତି, ବିଧାୟକ ଦଳର ନେତା କିଏ ହେବେ ତାହା ଏଆଇସିସି,...

ତୈଳଭଣ୍ଡାର ପ୍ରକଳ୍ପ ଆଶା ଉଜ୍ଜୀବିତ

ଯାଜପୁର,୧୮ା୭ (ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ତଳେ ଦେଶର ଚତୁର୍ଥ ସର୍ବବୃହତ୍‌ ଚଣ୍ଡିଖୋଲ ଭୂତଳ ତୈଳ ସଂରକ୍ଷଣ ଭଣ୍ଡାର ପ୍ରତିଷ୍ଠା ପ୍ରସ୍ତାବ ୬ ବର୍ଷ ହେଲା ଜମି ନ ମିଳିବାରୁ ଅଟକି ରହିଛି। ତତ୍କାଳୀନ...

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୮ା୭(ଅନିଲ ଦାସ): ଲୋକସେବା ଭବନରେ ଗୁରୁବାର ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ...

ସର୍ବନିମ୍ନସ୍ତରକୁ ଖସିଲା ଇନ୍ଦ୍ରାବତୀ ଜଳଭଣ୍ଡାର

ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ)ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣରେ ବର୍ଷା ନ ହେବା ଯୋଗୁ କଳାହାଣ୍ଡି ଜିଲାର ଲାଇଫ୍‌ଲାଇନ (ଜୀବନରେଖା) କୁହାଯାଉଥିବା ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ସର୍ବନିମ୍ନ ସ୍ତରରେ ରହି ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଜିଲାରେ ଗତ ୨ଦିନରେ ସାମାନ୍ୟ ବର୍ଷା ହେବା...

୪ ମାସ ପାଇଁ ଶୟନ ଗଲେ ମହାପ୍ରଭୁ

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀ ତିଥି ଅବସରରେ ବୁଧବାର ହରିଶୟନ ଏକାଦଶୀ ନୀତି ସମ୍ପନ୍ନ ହୋଇଛି। ପୌରାଣିକ କଥାବସ୍ତୁ ଅନୁଯାୟୀ ଏହି ଦିନଠାରୁ ଦୀର୍ଘ ୪ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ସେହିପରି ମହାପ୍ରଭୁଙ୍କ ଶୟନ କାଳ ସମୟରେ...

ଓଡ଼ିଶାରେ ଚାଲିବ ବୁଲ୍‌ଡୋଜର

ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri