ରାଜ୍ୟ

ଭୁବନେଶ୍ୱରରେ ୧୦୦ ପାର୍‌ କଲା ଡେଙ୍ଗୁ ସଂକ୍ରମଣ

ଭୁବନେଶ୍ୱର, ୧୭ା୭ (ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ୧୦୦ ପାର୍‌ କରିଛି। ଗତ ୨୪ ଘଣ୍ଟାରେ କ୍ୟାପିଟାଲ ହସ୍ପିଟାଲରେ ୯୩ ନମୁନା ପରୀକ୍ଷଣ ହୋଇଥିବାବେଳେ ଆଉ ୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ୧୬ ତାରିଖ ସୁଦ୍ଧା...

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର, ୧୭ା୭(ପବନ ପାଣିଗ୍ରାହୀ): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଫଳରେ ମଙ୍ଗଳବାର ତାଙ୍କୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡାକ୍ତର ଆର୍‌.ଏନ୍‌.ମିଶ୍ର, ସୁନୀଲ ଭତ୍ରା ଓ ମୁକ୍ତିକାନ୍ତ ଖଟୁଆଙ୍କୁ ନେଇ ଗଠିତ ଏକ ଟିମ୍‌ ତାଙ୍କ ଚିକିତ୍ସା...

ଆଜି ରଥରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବୁଧବାର ରଥ ଉପରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ, ରାଜରାଜେଶ୍ୱର ବେଶ ତଥା ବଡ଼ତଢ଼ାଉ ବେଶ ଅନୁଷ୍ଠିତ ହେବ। ଏହି ପବିତ୍ର ତିଥିରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହମାନେ ମହଣ ମହଣ ସୁନାରେ ସଜେଇ...

ରାଶନ ବାଟମାରଣ ରୋକିବା ଯୋଜନା: ଓଜନ ମେଶିନ ସହ ସଂଯୋଗ ହେବ ପିଓଏସ୍‌

ଭୁବନେଶ୍ୱର,୧୭ା୭(ଅନିଲ ଦାସ): ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍‌ଏଫ୍‌ଏସ୍‌ଏସ୍‌)ରେ ଗରିବ ଲୋକମାନଙ୍କୁ ଯୋଗାଇ ଦିଆଯାଉଥିବା ଖାଦ୍ୟଶସ୍ୟ ବାଟମାରଣା ଉପରେ ରୋକ ଲାଗିବ। ଖାଦ୍ୟଶସ୍ୟ ଓଜନ କରୁଥିବା ମେଶିନ ସହ ପଏଣ୍ଟ ଅଫ୍‌ ସେଲ୍‌(ପିଓଏସ୍‌)କୁ...

୧୯ରେ ଲଘୁଚାପ: ୨୨ ଯାଏ ବର୍ଷିବ

ଭୁବନେଶ୍ୱର,୧୭ା୭(ଅନିଲ ଦାସ): ଆସନ୍ତା ୨୨ ତାରିଖ ଯାଏ ରାଜ୍ୟକୁ ପ୍ରବଳ ବର୍ଷା ମିଳିବ। ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ...

ଅବସରପ୍ରାପ୍ତ ବିଚାରପତିଙ୍କ ଦ୍ୱାରା ତଦନ୍ତ କରାଯାଉ

ଭୁବନେଶ୍ୱର, ୧୭।୭(ସୁନିତ୍‌ ମିଶ୍ର): ରଥଯାତ୍ରା ସମୟରେ ଯେଉଁସବୁ ଅଭାବନୀୟ ଘଟଣା ଘଟିଗଲା ତାହାକୁ ନେଇ କଂଗ୍ରେସ ପକ୍ଷରୁ କ୍ଷୋଭ ପ୍ରକାଶ କରାଯାଇଛି। ମହାପ୍ରଭୁ ବଳଭଦ୍ର ଆଡ଼ପ ମଣ୍ଡପ ପହଣ୍ଡି ସମୟରେ ଚାରମାଳ ଉପରେ ମୁହଁମାଡ଼ି ପକାଇଦେବା ଘଟଣା ଅନେକ କୋଟି...

୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା

କଟକ,୧୭ା୭ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ରାଜ୍ୟରୁ ମୋଟ୍‌ ୯୭୨ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବା ପାଇଁ ଫର୍ମ ପୂରଣ...

ଭାଲୁ ପଶିଯିବାରୁ ସ୍କୁଲ ଛୁଟି

ନନ୍ଦାହାଣ୍ଡି/ପାପଡ଼ାହାଣ୍ଡି,୧୭।୭ (ପ୍ରତୀପ କୁମାର ଦାଶ/ ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲାରେ ଭାଲୁ ଆତଙ୍କ ଦେଖାଦେଇଛି। ବିଭିନ୍ନ କାରଣରୁ ଭାଲୁ ଏବେ ଜଙ୍ଗଲଛାଡ଼ି ଜନବସତି ମୁହାଁ ହେଉଛନ୍ତି। ସୋମବାର ବିଳମ୍ବିତ ରାତିରେ ପାପଡ଼ାହାଣ୍ଡି ଥାନାରେ ପଶି ଆତଙ୍କିତ କରିଥିବାବେଳେ ମଙ୍ଗଳବାର ନନ୍ଦାହାଣ୍ଡି...

କାହା ପାଖରେ ଅଛି ରତ୍ନଭଣ୍ଡାର ଚାବି? ବଡ଼ ବୟାନ ଦେଲେ ନିରଞ୍ଜନ

ଭୁବନେଶ୍ୱର,୧୬।୭: ରତ୍ନଭଣ୍ଡାର ଚାବିକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ସଭାପତି ନିରଞ୍ଜନ ପଟ୍ଟନାୟକ। ଚାବି କାହା ପାଖରେ ଅଛି ଓ କିଏ ରଖିଛି ଏନେଇ ସେ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଗଣମାଧ୍ୟମ, ମୁଖ୍ୟମନ୍ତ୍ରୀ, ରାଜ୍ୟ...

ବାଲେଶ୍ବରରେ ହେବନି ମହରମ ଶୋଭାଯାତ୍ରା

ବାଲେଶ୍ୱର,୧୬।୭: ଚଳିତ ବର୍ଷ ବାଲେଶ୍ବରରେ ହେବନି ମହରମ ଶୋଭାଯାତ୍ରା । କୌଣସି ସାହି କିମ୍ବା ବସ୍ତିରୁ ବାହାରିବନି ଜୁଲୁସ। ଶାନ୍ତି ଶୃଙ୍ଖଳାରେ ମହରମ ସାରିବାକୁ ପୋଲିସ ସହରବାସୀଙ୍କୁ ନିବେଦନ କରିଛି । ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ବାଲେଶ୍ବର...

ଅଣ ସେବାୟତଙ୍କ ବିରୋଧରେ ଏଫଆଇଆର, ଆକ୍ସନ ମୋଡ୍‌ରେ ଅରବିନ୍ଦ ପାଢୀ

ପୁରୀ,୧୬।୭: ବାହୁଡା ଯାତ୍ରାରେ ରଥରେ ଚଢିଥିବା ୨ ଅଣ ସେବାୟତଙ୍କ ବିରୋଧରେ ଥାନାରେ ଏତଲା ହୋଇଛି। ପୁରୀ ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି ଶ୍ରୀମନ୍ଦିରର ସ୍ବତନ୍ତ୍ର ଅଧିକାରୀ ଅଜୟ କୁମାର ଜେନା। ଏତଲା ପରେ ଫଟୋ ଓ ଭିଡିଓ ଫୁଟେଜ...

ମହିଳା ମାଓବାଦୀଙ୍କ ସମେତ ୭ ଗିରଫ

ମାଲକାନଗିରି,୧୬ା୭(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ବିଜାପୁର ଜିଲାରେ ଚାଲିଥିବା ମାଓବାଦୀ ଅଭିଯାନ ବେଳେ ପୋଲିସ ଦ୍ୱାରା ତେରେମ୍‌ ଅଞ୍ଚଳରୁ ମଙ୍ଗଳବାର ୭ ମାଓବାଦୀ ଗିରଫ ହୋଇଛନ୍ତି। ତେରେମ୍‌ ଅଞ୍ଚଳରେ ପୋଲିସ ଓ ସୁରକ୍ଷା ବାହିନୀର ମିଳିତ ତଲାସି ଅଭିଯାନ ବେଳେ ଜଙ୍ଗଲ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri