ରାଜ୍ୟ

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଏହିସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ

ଭୁବନେଶ୍ୱର,୧୫ା୭(ଅନିଲ ଦାସ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର,...

ଆଜି ବାହୁଡ଼ିବେ ମହାବାହୁ

ପୁରୀ,୧୫ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।...

ରତ୍ନଭଣ୍ଡାର ଖୋଲିବା ପରେ ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୪ା୭(ଅନିଲ ଦାସ)-ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ରବିବାର ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା...

ମିଳିଲା ବଡ଼ ସଫଳତା: କୋମ୍ବିଂ ଅପରେଶନ ବେଳେ ୫ ମାଓବାଦୀଙ୍କୁ ଧରିଲେ ଯବାନ

ମାଲକାନଗିରି,୧୪ା୭ (ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା  ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ରବିବାର ୫ଜଣ ମାଓବାଦୀଙ୍କୁ ଗିରଫ କରିଛି।  ସେମାନେ ହେଲେ  ମସାୟୀ  ମଙ୍ଗୁ  ଓରଫ ମଙ୍ଗୁ କୁଞ୍ଜାମ, ମହେଶ କୁରସମ୍‌ ଓରଫ ମନକୁ, ଲାଲୁ ପୋଟାମ, ଫୁଲ୍ଲୀ ପୁନେମ ଓରଫ...

ଏହି ନାଁ ଧରି ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିଥିଲେ ୧୧ଜଣ ସଦସ୍ୟ

ପୁରୀ,୧୪।୭: ୫ ଦଶନ୍ଧି ପରେ ଶେଷରେ ପୁରୀ ଶ୍ରୀମନ୍ଦିରର ରହସ୍ୟମୟ ରତ୍ନଭଣ୍ଡାର ଖୋଲିଲା। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲିଥିଲା। ରତ୍ନଭଣ୍ତାର ଖୋଲିବା ପାଇଁ ମୋଟ ୧୧ଜଣ ସଦସ୍ୟ ଭିତରକୁ ଯାଇଥିଲେ। ଏନେଇ ରତ୍ନଭଣ୍ଡାର ଯାଞ୍ଚ...

ହଷ୍ଟେଲରୁ ନବମ ଶ୍ରେଣୀ ଛାତ୍ରୀ ନିଖୋଜ: ଥାନାରେ ମାମଲା

ରାୟଗଡା,୧୪।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲା ପଦ୍ମପୁର ବ୍ଲକ ଅଧୀନ ଗୋଡ଼ିଆବନ୍ଧ ବସନ୍ତ ଦେବୀ ବିଦ୍ୟାପୀଠ ୧୦୦ଶଯ୍ୟା ଛାତ୍ରୀ ନିବାସରୁ ଜଣେ ନବମ ଶ୍ରେଣୀ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ଏନେଇ ଛାତ୍ରୀଙ୍କ ପରିବାର ଲୋକେ ରବିବାର ପଦ୍ମପୁର ଥାନାରେ ଏକ...

ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ଜଷ୍ଟିସ ବିଶ୍ୱନାଥ ରଥ କଲେ ଖୁଲାସା

ପୁରୀ,୧୪।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଆଜି ଖୋଲିଛି। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏସ୍‌ଓପି ଅନୁସାରେ ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ...

ଆଡ଼ପ ମଣ୍ଡପରେ କଳ୍‌କି ଅବତାରରେ ଦର୍ଶନ ଦେଲେ ମହାବାହୁ

କୋରାପୁଟ,୧୪।୭(ଅମିତାଭ ବେହେରା): ନବଦିନାତ୍ମକ ଯାତ୍ରା ଶେଷ କରି ସୋମବାର ଶ୍ରୀମନ୍ଦିର ବାହୁଡିବେ ମହାବାହୁ। ଏହି ପରିପ୍ରେକ୍ଷୀରେ ରବିବାର କୋରାପୁଟ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବଡ଼ଠାକୁର ବଳଭଦ୍ର ଧଳାଘୋଡ଼ା ଏବଂ ମହାପ୍ରଭୁ ଜଗନ୍ନାଇ କାଳ ଘୋଡାରେ କଳ୍‌କି ଅବତାରରେ ଭକ୍ତଙ୍କୁ...

ରତ୍ନଭଣ୍ଡାର ଖୋଲିବା ପରେ ବାହାରକୁ ଆସି ଏମିତି କହିଲେ ମୁଖ୍ୟ ପ୍ରଶାସକ

ପୁରୀ,୧୪।୭: ଶେଷରେ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଭିତର ଅବସ୍ଥା ଦେଖିବା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ରତ୍ନଭଣ୍ଡାର ଖୋଲିବା ପରେ...

ଭିତର ରତ୍ନଭଣ୍ଡାରରେ ପଡ଼ିଥିଲା ୩ ତାଲା: ଜାଣନ୍ତୁ କେମିତି ଖୋଲାଗଲା…

ପୁରୀ,୧୪ା୭: ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନର୍ଦ୍ଧାରିତ ସମୟ ଅନୁସାରେ ଅପରାହ୍ନ ୧ଟା ୨୮ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ସେଠାରେ ଥିବା ସୁନା ଅଳଙ୍କାରକ ଏକ ଅସ୍ଥାୟୀ...

ରଥଯାତ୍ରା ପରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣନା, ସୂଚନା ଦେଲେ ଅରବିନ୍ଦ ପାଢ଼ୀ

ପୁରୀ,୧୪।୭: ଦୀର୍ଘ ଚାରି ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିର ଚାରି ଦ୍ୱାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରତ୍ନଭଣ୍ଡାର ତାଲା ଖୋଲିଛନ୍ତି। କମିଟିର ୧୧ ସଦସ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri