ରାଜ୍ୟ

ବଳଭଦ୍ରଙ୍କ ମୁଖ୍ୟ ବାଡଗ୍ରାହୀଙ୍କ ବିସ୍ଫୋରକ ବୟାନ, ଗୁଣ୍ଡିଚା ଦିନ ଉପାସ ଥିଲେ ବଡ଼ ଠାକୁର…

ଭୁବନେଶ୍ୱର,୧୩।୭: ଗୁଣ୍ଡିଚା ବିଜେ ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ମୁହଁମାଡି ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି । ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶକୁ ଅନେକ ସ୍ଥଳରେ ଦାୟୀ କରାଯାଇଥିବା ବେଳେ...

ମିଳିଲା ହାତୀର ମୃତଦେହ: ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ସନ୍ଦେହ

ମୋରଡା,୧୩।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ଏକ ହାତୀର ମୃତଦେହ ମିଳିଛି। ଖବର ପାଇ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ରେଞ୍ଜ...

ଶତାଧିକ ବର୍ଷ ଧରି ଟଣା ହୋଇନି ରଥ

କେନ୍ଦ୍ରାପଡ଼ା,୧୩ା୭ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ମାତ୍ର ୧୨ କିଲୋମିଟର ଦୂରରେ ଇନ୍ଦୁପୁର। ଏଠାରୁ ଦେଢ଼ କିଲୋମିଟର ହାବେଳି (ପତି ସାହି)ଠାରେ ଥିବା ପ୍ରାୟ ୩୦୦ବର୍ଷର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ଅବସ୍ଥାନ କରୁଛନ୍ତି। ୩ ଚକାସନରେ ଉପବିଷ୍ଟ ଏହି...

ରାଜ୍ୟପାଳଙ୍କ ପୁଅଙ୍କ ଦାଦାଗିରି: ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରି। ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ...

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର! ଆଜି ଆସିବ ଏସଓପି

ପୁରୀ,୧୩।୭: ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ । ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ। ସୂଚନାଯୋଗ୍ୟ, ଗତ ୯ ତାରିଖରେ ରତ୍ନ ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ...

ଅନାବନା ଗଛରେ ପରିପୂର୍ଣ୍ଣ ବିଇଓଙ୍କ କାର୍ଯ୍ୟାଳୟ

ବାସୁଦେବପୁର,୧୩।୭(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଓ ପୌରପାଳିକା ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ନିୟମିତ ଭାବେ ସଫେଇ କାର୍ଯ୍ୟ ହେଉ ନ ଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସହ ବିଷଧର ସାପ ଭୟ ସୃଷ୍ଟି ହେଉଛି।...

ବସ୍‌-ଟ୍ରକ ଧକ୍କା: ଚାଲିଗଲା ୩ ଜୀବନ, ୨୦ ଆହତ

ବାରିପଦା,୧୩।୭: ମୟୁରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବେତନଟି ଥାନା ଅଧୀନ ବୁଢ଼ିଖମାର ଛକ ନିକଟରେ ଶନିବାର ଏକ ବସ୍‌-ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ...

ହୋମଗାର୍ଡ ଉପରେ ମାଡ଼ିଗଲା ଟ୍ରକ

ପାରାଦୀପ,୧୩।୭: ଜଗତସିଂହପୁର ଜିଲା ପାରାଦୀପ ଦୋଛକିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସିଥିବା ଏକ ଟ୍ରକ ଭାରସାମ୍ୟ ହରାଇ ଡ୍ୟୁଟିରେ ଥିବା ହୋମଗାର୍ଡଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ରାଜନ ପ୍ରଧାନ।...

୧୪.୫ ଲକ୍ଷ ଅଯୋଗ୍ୟ ରାଶନ କାର୍ଡ ହିତାଧିକାରୀ ଚିହ୍ନଟ

ଭୁବନେଶ୍ୱର,୧୩ା୭(ଅନିଲ ଦାସ): ରାଜ୍ୟରେ ୧୪ ଲକ୍ଷ ୫୦ ହଜାର ମୃତ ହିତାଧିକାରୀଙ୍କ ନାମରେ ରାଶନ ହଡ଼ପ ହେଉଥିଲା। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସେସବୁ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସ୍ଥାନରେ ନୂତନ ହିତାଧିକାରୀଙ୍କୁ ସାମିଲ...

ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ

ଡେରାବିଶ,୧୩ା୭ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବିଜେଡି ସଭାପତି ଥିବା ଦେବାଶିଷ ଆଚାର୍ଯ୍ୟ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଥିବା ଜଣାଯାଇଛି। ଏ ନେଇ ଦେବାଶିଷ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ତାଙ୍କ...

ଆସନ୍ତା ସୋମବାର ପୁଣି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସକାଳ ୮ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୨।୭(ଅସମାପିକା ସାହୁ) – ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ପୂର୍ବାହ୍ନ ୧୧ଟାରୁ ଶୁଣାଣି ହେବ। ଏଥିପାଇଁ ସକାଳ ୮ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ...

ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ: ସ୍ବାସ୍ଥ୍ୟମନ୍ତ୍ରୀ

କଟକ,୧୨ା୭(ଶିଳ୍ପା ପ୍ରିୟଦର୍ଶିନୀ)- ରାଜ୍ୟରେ ଖୁବ୍‌ଶୀଘ୍ର ଆଉ ୩ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଗାମୀ ଦିନରେ ଯାଜଯୁର, କନ୍ଧମାଳ ଓ ତାଳଚେରରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ଶୁକ୍ରବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri