ରାଜ୍ୟ

୬ ମାସରେ ୩୬ କୋଟିର ଠକେଇ

ଭୁବନେଶ୍ୱର,୧୨ା୭(ସତ୍ୟଜିତ୍‌ ରାଉତ): ବ୍ୟାପକ ସଚେତନତା ସତ୍ତ୍ୱେ ସାଇବର ଠକେଇ ବଢ଼ିବାରେ ଲାଗିଛି। ପୋଲିସ ପାଇଁ ଏହା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ଭୁବନେଶ୍ୱରରେ ଗତ ୬ ମାସରେ ପ୍ରାୟ ୩୬ କୋଟି ଟଙ୍କା ସାଇବର ଠକେଇ ହୋଇଛି। ଗତ ଜାନୁଆରୀରୁ...

ଧରିତ୍ରୀରେ ଖବର ପ୍ରକାଶ ପରେ ବଦଳିଲା ଛେନାପୋଡ଼ ତଥ୍ୟ, ଆରିସା ପିଠା ଗାଏବ

ଭୁବନେଶ୍ୱର,୧୨ା୭(ଶର୍ମିଷ୍ଠା ପାଣିଗ୍ରାହୀ): ଖାଦ୍ୟ ଡେଲିଭରି ଆପ୍‌ ଜୋମାଟୋରେ ଛେନାପୋଡ଼ ଓ ଆରିସା ପିଠା ବେଙ୍ଗଲର ବୋଲି ଲେଖାଯାଇଥିଲା। ଏହା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ରାଜ୍ୟ ବ୍ୟାପୀ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ଗତ ମଙ୍ଗଳବାର ୯...

ରାଜ୍ୟରେ ୫୦୦ମୁହାଁ ଡେଙ୍ଗୁ

ଭୁବନେଶ୍ୱର,୧୨ା୭(ଅସମାପିକା ସାହୁ): ରାଜ୍ୟରେ ଏବେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମାସକରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣାରୁ ଅଧିକ ବୃଦ୍ଧି ପାଇଛି। ଗତ ମାସ ୧୦ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଳିଥିବା ସୂଚନାରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫...

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୧୧।୭: ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ ଯାଦବଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ...

ଭତ୍ତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୧।୭: ଗରିବ ହିତାଧିକାରୀମାନଙ୍କୁ ପ୍ରତିମାସର ୨୦ତାରିଖ ସୁଦ୍ଧା ମଧୁବାବୁ ପେନସନ ଯୋଜନାରେ ମାସିକ ଭତ୍ତା ଦେବାକୁ ଆଜି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ରାଜ୍ୟର ଭାଜପା ସରକାର ନିଜର ନିର୍ବାଚନୀ ଇସ୍ତାହାରରେ ମାସିକ ସର୍ବନିମ୍ନ ୩ହଜାର ଟଙ୍କା ଭତ୍ତା...

ବଢିଲା ବବିଙ୍କ ଅଡୁଆ, ନିଜ କର୍ମଚାରୀଙ୍କ ନାଁରେ ଖୋଲିଛନ୍ତି ଅନେକ କମ୍ପାନୀ

ଭୁବନେଶ୍ୱର,୧୧।୭: ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ(ବବି)ଙ୍କ ଅଡୁଆ ବଢିଛି। ଏପଟେ ବବିଙ୍କ ଖାସ ଅନୁଗତ ଥିବା ବିଜେଡିର କିଛି ଯୁବ ଓ ଛାତ୍ର ନେତା ସମେତ ନିଜସ୍ବ କର୍ମଚାରୀଙ୍କ ନାଁରେ ୩୦ରୁ ଅଧିକ କମ୍ପାନୀ ଏବେବି ଆକ୍ଟିଭ ଥିବା...

ନବୀନଙ୍କ ଚିଠିକୁ ନେଇ ଏଭଳି ଉତ୍ତର ରଖିଲେ ମୋହନ, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଏକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି,...

ବଢ଼ିଲା ଅଭିନେତ୍ରୀ ରିୟାଙ୍କ ଅଡୁଆ, ମାମଲା ରୁଜୁ କଲା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

ଭୁବନେଶ୍ୱର,୧୧।୭: ବଢ଼ିଲା ଓଲିଉଡ ଅଭିନେତ୍ରୀ ରିୟା ଦେଙ୍କ ଅଡୁଆ। ଘରୋଇ ସହାୟିକାଙ୍କୁ ନିର୍ଯାତନା ଅଭିଯୋଗ ପରେ ନିଜ ଆଡୁ ମାମଲା ରୁଜୁ କଲା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ। ଭୁବନେଶ୍ବର ଡିସିପି, ଖୋର୍ଦ୍ଧା ଡିଏଲଓ, ଜିଲା ଶିଶୁ ସୁରକ୍ଷା...

ବିଜେଡି ସରକାରରେ କ୍ଷମତାଶାଳୀ ୩ ଅଫିସରଙ୍କୁ କାହିଁକି ହଟାଇଲେ ମୁଖ୍ୟମନ୍ତ୍ରୀ ମୋହନ, ପଛରେ ରହିଛି ଏହି ବଡ଼ କାରଣ

ଭୁବନେଶ୍ୱର,୧୧।୭: ରାଜ୍ୟ ପ୍ରଶାସନିକ ସ୍ତରରେ ଅଦଳବଦଳକୁ ନେଇ ପାୱାର କରିଡ଼ରରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନବୀନ ସରକାରଙ୍କ ସବୁଠୁ ବିଶ୍ୱସ୍ତ ଓ ପାୱାରଫୁଲ ଥିବା ତିନି ଅଫିସରଙ୍କୁ ହଟାଇ ଦେଇଛନ୍ତି ମୋହନ ସରକାର। ବରିଷ୍ଠ ଆଇଏଏସ ବିଶାଳ କୁମାର ଦେବ,...

ବାପାଙ୍କୁ ହତ୍ୟା କରି ପୋତି ଦେଇଥିଲା ପୁଅ: ୨୩ ଦିନ ପରେ ଧରିଲା ପୋଲିସ

ସିମୁଳିଆ,୧୧।୭(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଗରସଙ୍ଗ ଅଞ୍ଚଳର ପିତୃହତ୍ୟାକାରୀ ପୁଅ ରମେଶ ଚନ୍ଦ୍ର ବେହେରାକୁ ୨୩ଦିନ ପରେ ପୋଲିସ ହାଇଦ୍ରାବାଦରୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ପିତୃହନ୍ତା ରମେଶ ନିଜର...

କର୍ତ୍ତବ୍ୟରେ ଅବହେଳା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ୱର,୧୧।୭: ପହଣ୍ଡି ଘଟଣା ପ୍ରସଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭିଭି ଯାଦବଙ୍କ ନାଁରେ ଜନୈକ ଆଇନଜୀବୀ ଏତଲା ଦେଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଭିଯୋଗ...

ପହଣ୍ଡି ଅଘଟଣ: ୧୪ ତାରିଖରେ ଉପବାସ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କଲେ ପ୍ରସାଦ ହରିଚନ୍ଦନ

ଭୁବନେଶ୍ୱର,୧୧।୭: ବଳଭଦ୍ରଙ୍କ ପହଣ୍ଡି ଅଘଟଣକୁ ଦୁଃଖଦ ଏବଂ ଅଭାବନୀୟ କହିଛନ୍ତି ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ। ସେ କହିଛନ୍ତି, ଏଭଳି ଘଟଣା କେବେ ଘଟି ନ ଥିଲା। ଏଥିପାଇଁ ଆମେ ସମସ୍ତେ ଦୋଷୀ କହିଲେ ଭୁଲ ହେବନି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri