ରାଜ୍ୟ

ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍‌ ମନ୍ତ୍ରୀ: ସଫେଇ ଦେଇ କହିଲେ…

ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା...

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଏଥର କିନ୍ତୁ ୪ଦିନ ଆଗରୁ ମୌସୁମୀ ପ୍ରବେଶ କରିଥିଲା। ଏବେ ରଜ ସରିଯାଇଥିଲେ...

ଭଡାଘରୁ ମିଳିଲା ବରିଷ୍ଠ କିରାଣୀଙ୍କ ମୃତଦେହ

ରେଢାଖୋଲ,୧୬ା୬(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ନାକଟୀଦେଉଳ ତହସିଲ ଅଫିସର ବରିଷ୍ଠ କିରାଣୀ କ୍ଷିରୋଦ କୁମାର ବଳ(୫୦)ଙ୍କ ମୃତଦେହ ରେଢାଖୋଲ ଏନଏସି ୱାର୍ଡ ନଂ ୮ ଗଣେଷନଗରସ୍ଥିତ ଭଡାଘରୁ ରବିବାର ପୋଲିସ ଜବତ କରିଛି। ରେଢାଖୋଲ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ...

ସର୍ବାଧିକ ଆୟ କରୁଥିବା ପ୍ରଥମ ୫ ଷ୍ଟେଶନ ମଧ୍ୟରେ ଓଡ଼ିଶାର ୪ ଷ୍ଟେଶନ

ଭୁବନେଶ୍ୱର,୧୬।୬: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେଶନ ତାଲିକାରେ ପ୍ରଥମ ୫ଟି ଷ୍ଟେଶନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେଶନ ସ୍ଥାନ ପାଇଛି । ଗତ ଆର୍ଥିକ ବର୍ଷରେ ୨୦୨୩ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୨୪...

ଶଳାଙ୍କୁ ଗୁଳି କରି ହତ୍ୟା କଲେ ଭିଣୋଇ

ପାରଳାଖେମୁଣ୍ଡି,୧୬ା୬(ଗିରିଧାରୀ ପରିଚ୍ଛା): ଶଳାଙ୍କୁ ଗୁଳିକରି ହତ୍ୟା କରିଛନ୍ତି ଭିଣୋଇ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ଭାଲିଆଗଣି ଗାଁରେ। ମୃତକ ଶଳା ହେଲେ କୈଳାସ ନାୟକ। ରବିବାର ସକାଳୁ ଏ ବିଷୟରେ ଜଣାପଡ଼ିଛି। ଶିକାର...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ...

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଉକ୍ତ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ,...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ ସଭା ବାଚସ୍ପତି ପଦ ହାତେଇବା ପାଇଁ ଅଡି ବସିଛନ୍ତି। ତେବେ ବାଚସ୍ପତି ପଦ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହିଭଳି ଗୁଳୁଗୁଳି ଲାଗି ରହିବ ବୋଲି ଭୁବନେଶ୍ୱର...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଅବସର ନେବାର ଦୀର୍ଘଦିନ ପରେ ବି...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ ଚାରି ଥର ବର୍ଷା ବି ହୋଇସାରିଛି। ସେହି ସମୟରେ ଜମି ରହିଥିବା ପାଣିରେ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ ସିଜରିଂ ଓ ପ୍ରସୂତି ମହିଳା ଛଟପଟ ହେଉଛନ୍ତି। ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri