ରାଜ୍ୟ

ଇସ୍ତଫା ଦେଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୭।୯: ଇସ୍ତଫା ଦେଲେ ବିଜୁ ଜନତା ଦଳ ଏମପି ଦେବାଶିଷ ସାମନ୍ତରାୟ। FAO ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ସାମନ୍ତରାୟ। ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ। ଏନେଇ ସୋସିଆଲ ମିଡିଆ...

ଦେବାଶିଷଙ୍କ ମନ୍ତବ୍ୟକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଦାମଙ୍କ ପୁଅ ସମ୍ବିତ, କହିଲେ…

ଭୁବନେଶ୍ୱର,୯।୭: ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କ ପ୍ରତ୍ୟାଖ୍ୟାନ ମନ୍ତବ୍ୟ ପରେ ଦାମୋଦର ରାଉତଙ୍କ ପୁଅ ତଥା ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ୨୦୧୯ରେ ୭୦ ହଜାର ଭୋଟ ପାଇଥିଲି, ଏଥର ପତ୍ନୀ...

ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ...

ସବୁ ଜିଲାପାଳଙ୍କୁ ରାଜ୍ୟ ସାସ୍ଥ୍ୟ ସଚିବଙ୍କ ଚିଠି

ଭୁବନେଶ୍ୱର,୯।୭ ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତତ୍ପର ହୋଇଉଠିଛି। ଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ ରହିଥିଲା ତାହାକୁ ଚିହ୍ନଟ କରି ମ୍ୟାପିଂ ଓ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି।...

ଖଣି ପୋଖରୀରେ ବୁଡି ଯୁବକ ନିଖୋଜ

ଖୋର୍ଦ୍ଧା,୯।୭: ଖୋର୍ଦ୍ଧା ଜିଲା ତାପଙ୍ଗ ଅଞ୍ଚଳରେ ଏକ ଅଘଟଣ ଘଟିଛି। ତାପଙ୍ଗ ସ୍ଥିତ ଏକ ଖଣି ପୋଖରୀରେ ଜଣେ ଯୁବକ ବୁଡ଼ି ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କୁ ଉଦ୍ଧାର କରିବା ପାଇଁ ରେସକ୍ୟୁ ଅପରେଶନ ଚାଲିଛି। ଖବର ପାଇଁ ଅଗ୍ନିଶମ ବାହିନୀ...

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ...

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର,୯।୭: ରତ୍ନଭଣ୍ଡାର ଖୋଲିବା ନେଇ ମଙ୍ଗଳବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ବୈଠକରେ ରତ୍ନଭଣ୍ଡାର ଖୋଲିବା ସମ୍ପର୍କରେ କମିଟି ନିଷ୍ପତ୍ତି ନେବ। କମିଟି ନିଷ୍ପତ୍ତିକୁ ପରିଚାଳନା କମିଟି ଅନୁମୋଦନ ପରେ ସରକାରଙ୍କୁ ପଠାଇବେ। ସୂଚନାଯୋଗ୍ୟ,...

ଭାଜପାକୁ ନେଇ ବଡ଼ ସଙ୍କେତ ଦେଲେ ମନମୋହନ, କହିଲେ ଆଗକୁ…

ଭୁବନେଶ୍ୱର,୯।୮: ରାଜ୍ୟରେ ଭାଜପା ପ୍ରଥମ ଥର ପାଇଁ ସରକାର ଗଢିଛି। ଆଉ ସରକାର ଗଢିବା ପରେ ରାଜ୍ୟରେ କିପରି ବହୁଦିନ କ୍ଷମତାରେ ରହିବ, ସେଥିପାଇଁ ଭାଜପା ପକ୍ଷରୁ ୨୦୨୯ ପାଇଁ ୨୦୨୪ରୁ ରଣନୀତି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମେ ତୃଣମୂଳ...

ରାଜଧାନୀରେ ଚାଞ୍ଚଲ୍ୟ ବାହାରେ ତାଲା, ଭିତରେ ଯୁବତୀଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୯।୭: ରାଜଧାନୀରେ ଏକ ଭଡ଼ା ଘରୁ ସନ୍ଦେହଜନକ ଭାବେ ଯୁବତୀଙ୍କୁ ଝୁଲନ୍ତା ମୃତଦେହ ଜବତ ହୋଇଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେସିଆଣି ନିକଟ ଶ୍ରୀରାମନଗର ବସ୍ତି ଅଞ୍ଚଳରେ ଏଭଳି ଘଟଣା ଘଟିଛି। ମୃତ ଯୁବତୀଙ୍କ ନା କଶିସ ଓ ଘର...

ମୌସୁମୀ ସକ୍ରିୟ ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼

ରାଜନଗର, ୯ା୭(ଭାସ୍କର ରାଉତରାୟ): ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୫୦ ହଜାରରୁ ଅଧିକ ପକ୍ଷୀ ଭିଡ଼ ଜମାଇ ସାରିଲେଣି। ଦେଶୀୟ...

ପରାଜୟ ପରେ ବିଜେଡିର ଘନଘନ ବୈଠକ: ଏହା ପଛରେ କ’ଣ ରହିଛି ବଡ଼ କାରଣ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବିଜେଡିର ରୁଦ୍ଧଦ୍ୱାର ବୈଠକ  ବସିଛି । ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ବରଗଡ଼ସ୍ଥିତ ବାସଭବନରେ ଏହି ବୈଠକ  ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ମନ୍ତ୍ରୀ ରୀତା ସାହୁ,...

ବାହାନଗାରେ ଟ୍ରେନରେ କଟି ଚାଲିଗଲା ୨ ଯୁବକଙ୍କ ଜୀବନ

ବାହାନଗା ,୯।୭: ବାଲେଶ୍ୱର ଜିଲା ବାହାନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଏକ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପୁରୀ-ହାୱଡ଼ା ଏକ୍ସପ୍ରେସ ଟ୍ରେନ୍‌ ଧକ୍କାରେ ୨ଜଣଙ୍କ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିପାରି ନ ଥିବା ବେଳେ ସେମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri