ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲର ପାକିସ୍ତାନ ସହ ଲିଙ୍କ୍ ଥିବାନେଇ ବିଧାନସଭାରେ ବିରୋଧୀ ଆପତ୍ତି ଉଠାଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲେ।...
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦାଖଲ...
କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍ଡିଜେଏମ୍ କୋର୍ଟରେ ଏକ କମ୍ପ୍ଲେନ କେସ୍ ଦାଏର କରିଥିଲେ। ଉକ୍ତ ମାମଲାରେ ବୁଧବାର ମନୋଜିତ ସଦର ଏସ୍ଡିଜେଏମ୍ କୋର୍ଟରେ ଉପସ୍ଥିତ ହୋଇ ତାଙ୍କ...
Page 3,689 of 4,222« First«...102030...3,6873,6883,6893,6903,691...3,7003,7103,720...»Last »
Archives
Model This Week
ପିଲାଙ୍କ ଧରିତ୍ରୀ