ରାଜ୍ୟ

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ତିନିରଥକୁ ଲକ୍ଷାଧିକ ଭକ୍ତ ଅତି ଆନନ୍ଦ ଓ ଉତ୍ସାହର ସହିତ ଟାଣିନେଇଥିଲେ।...

ଛେନାପୋଡ଼, ଆରିସା ପିଠାକୁ ନେଇ ବିଭ୍ରାନ୍ତ ତଥ୍ୟ

ଭୁବନେଶ୍ୱର,୯।୭(ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାର ପରିଚୟ ବହନ କରୁଥିବା ଅନେକ ଜିନିଷକୁ ନେଇ ବହୁ ସମୟରେ ଦ୍ୱନ୍ଦ୍ୱ ସୃଷ୍ଟି ହେଉଛି। ବିଶେଷକରି ଓଡ଼ିଶାର ଅନେକ ଖାଦ୍ୟକୁ ନେଇ ସାମାଜିକ ଗଣମାଧ୍ୟମରେ ତଥ୍ୟ ଘୂରି ବୁଲୁଛି। ରସଗୋଲାକୁ ନେଇ ବହୁ ତର୍କ ବିତର୍କ ପରେ...

ଭାରତୀୟ ରେଳ ପକ୍ଷରୁ ବଡ଼ ଘୋଷଣା: ଯାତ୍ରୀଙ୍କ ସୁବିଧା ପାଇଁ…

ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ସାଧାରଣ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳପଥ ଆସନ୍ତା ଦୁଇ ଆର୍ଥିକ ବର୍ଷ ୨୦୨୪-୨୫ ଓ ୨୦୨୫-୨୬ରେ ୧୦ ହଜାର ନନ୍‌-ଏସି କୋଚ୍‌ ନିର୍ମାଣ କରିବାକୁ ଯୋଜନା କରିଛି। ଫଳରେ ନନ୍‌-ଏସି କୋଚ୍‌ ସଂଖ୍ୟାରେ ୨୨% ବୃଦ୍ଧି ପାଇବ...

୧୧ ପରେ ବଢ଼ିବ ବର୍ଷା

ଭୁବନେଶ୍ୱର,୯ା୭(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୨ଦିନ ବର୍ଷା ଲାଗି ରହିବା ସହ ୧୧ ତାରିଖ ପରେ ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

ୟୁଜିସିର କଡ଼ା ତାଗିଦ୍‌, ଟଙ୍କା ଫେରସ୍ତ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୯ା୭(ଅସମାପିକା ସାହୁ):ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶନାମାକୁ ପାଳନ କରୁନାହାନ୍ତି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଫି’ ଫେରସ୍ତ ନିୟମ (ଫି ରିଫଣ୍ଡ୍‌ ପଲିସି)କୁ ପାଳନ କରୁ ନ ଥିବାରୁ ୟୁଜିସି ଉଦ୍‌ବେଗ ପ୍ରକାଶ କରିଛି। ତେଣୁ ଏଥର ନିୟମ...

ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଲାଗି ମିଳିଲା ମଞ୍ଜୁରୀ, ୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ହେବ ଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର, ୮।୭: ନୟାଗଡ଼ ଜିଲାର ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମିରେ ଅଣଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛି। ସୂଚନାଯୋଗ୍ୟ, ଦୀର୍ଘ ୩୦...

ନବୀନ ଦେଲେ ଇସାରା! ପାଣ୍ଡିଆନ୍‌ ହିଁ ବିଜେଡିର… ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୮।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା...

ଅଙ୍ଗନଓ୍ବାଡି ଘର ଭାଙ୍ଗିଦେଲେ ହାତୀପଲ

ଲାଞ୍ଜିଗଡ଼,୮ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ବନାଞ୍ଚଳ ଅଧୀନ ଲାଞ୍ଜିଗଡ଼ ସେକ୍ସନର ଗୌଡ଼ଥୁଆଗୁଡା ଗାଁରେ ହାତୀପଲ ଉପଦ୍ରବ କରିଛନ୍ତି। ରବିବାର ରାତିରେ ୧୦ ଟିକିଆ ହାତୀପଲ ଆସି ଅଙ୍ଗନଓ୍ବାଡି କେନ୍ଦ୍ର ଘର ଭାଙ୍ଗିବା ସହିତ କେନ୍ଦ୍ରରେ...

ପାଣ୍ଡିଆନ୍‌ଙ୍କ ପାଇଁ ୨ ବିଜେଡି ନେତାଙ୍କ ଭିତରେ କଳି, ଦେବାଶିଷଙ୍କ ବୟାନକୁ ନେଇ ପ୍ରଭାତ କହିଲେ…

ଭୁବନେଶ୍ୱର,୮।୭: ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କ ବୟାନଙ୍କୁ ନେଇ କାଉଣ୍ଟର ଆଟାକ୍‌ କରିଛନ୍ତି ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଏମିତି କହିବାକୁ ଦେବାଶିଷଙ୍କୁ କିଏ ଶିଖେଇ ଦେଇଛି। ମୁଁ କିଏ ଲୋକ ଜାଣିଛନ୍ତି, ଦେବାଶିଷ ବାବୁଙ୍କ ବିଷୟରେ...

ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତରଙ୍କୁ ପିଟିଲେ ପୋଲସ, କାରଣ ଜାଣିଲେ…

ପୁରୀ,୮।୭: ରଥଯାତ୍ରା ବେଳେ ପୁରୀରେ ଡାକ୍ତରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ସୁଭଦ୍ରାଙ୍କ ରଥ ଆଗରେ ଡାକ୍ତର ଶାନ୍ତନୁ ପାଢ଼ୀଙ୍କୁ ପୋଲିସ ମାଡ଼ ମାରିଥିବାର ଅଭିଯୋଗ ହୋଇଛି। ଡାକ୍ତର ଶାନ୍ତନୁ ପାଢ଼ୀ କହିଛନ୍ତି, ମେଡିକାଲ ଛକରେ ସୁଭଦ୍ରାଙ୍କ ରଥ ଦଉଡ଼ି...

୬ ମାସରେ ଦବିଲା ଡୁମଡୁମା ଫ୍ଲାଏଓଭର ରାସ୍ତା: ଫସିରହିଛି ମିନିଟ୍ରକ୍‌

ଭୁବନେଶ୍ୱର,୮।୭: ରାଜଧାନୀ ଭୁବନେଶ୍ୱରରେ ଏନଏଚ୍‌ ଫ୍ଲାଏଓଭର ରାସ୍ତା ଦବିଯାଇଛି। ପ୍ରବଳ ବର୍ଷା ଫଳରେ ଡୁମଡୁମା ଫ୍ଲାଏଓଭର ଏହି ରାସ୍ତାଟିି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି। ଯାତୀୟ ରାଜପଥ-୧୬ ଫ୍ଲାଏ ଓଭର ରାସ୍ତାରେ ଏକ ମିନିଟ୍ରକ୍‌ ଫସିରହିଛି। ଟ୍ରକ୍‌ଟିର...

ଗୁଣ୍ଡିଚା ମନ୍ଦିରକୁ ଗଲେ ବଳଦେବଜୀଉ

କେନ୍ଦୁଝର,୮।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଳନ ନେଇ କେନ୍ଦୁଝର ଜିଲା ଉତ୍ସବମୁଖର ହୋଇଉଠିଛି। କେନ୍ଦୁଝର ପୁରୁଣା ସହର ଓ ବଡ଼ଦାଣ୍ଡ ଉଛୁଳି ପଡୁଛି। ଚଳିତ ବର୍ଷ ବିରଳ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଘୋଷଯାତ୍ରା ଦେଖିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri