ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କହିଛନ୍ତି, ‘ବିରୋଧୀଙ୍କ...
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି। ସତ୍ୟପ୍ରକାଶଙ୍କ...
ପୁରୀ ଅଫିସ,୨୭।୧୧: ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ (ଆରଏସ୍ଏସ୍)ର ପେଣ୍ଟକଟା ସ୍ଥିତ ବାଲ୍ମିକୀ ଛାତ୍ରାବାସରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରାଯାଇଛି। ମୃତ ଛାତ୍ର ହେଲେ ପାକଶାସ୍ତ୍ରୀ ପ୍ରଥମ ବର୍ଷ ଛାତ୍ର ଆଶିଷ କୁମାର ଷଡଙ୍ଗୀ(୧୬)। ତାଙ୍କ ଘର...
Page 3,691 of 4,222« First«...102030...3,6893,6903,6913,6923,693...3,7003,7103,720...»Last »
Archives
Model This Week
ପିଲାଙ୍କ ଧରିତ୍ରୀ