ରାଜ୍ୟ

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି...

୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ନିର୍ଦ୍ଧାରଣ ହୋଇଛି। ଉକତ୍ଳ ବିଶ୍ୱବିଦ୍ୟାଳୟ ପରିସରସ୍ଥ ବିଜୁ ପଟ୍ଟନାୟକ ଖେଳପଡ଼ିିଆରେ...

ଆଜି ବିଧାନସଭା ଘେରିବେ ୫୦ ହଜାର ବସ୍ତିବାସିନ୍ଦା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ) : ଗୌଡ ବସ୍ତି, ବୀରବସ ବସ୍ତି, ଲକ୍ଷ୍ମୀପୁର ବସ୍ତି ଓ ଶ୍ରୀକ୍ରିଷ୍ଣ ନଗର ବସ୍ତିରେ ଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ବସ୍ତିବାସିନ୍ଦା ଶୁକ୍ରବାର ଗୋଟିଏ ଦାବି ନେଇ ବିଧାନସଭା ଘେରାଉ କରିବେ ବୋଲି ଜଣାପଡ଼ିଛି। ସମାନ୍ତରାଳ ରାସ୍ତା କରିବା...

କାଜୁ ନିଗମର ୨୦୧୭-୧୮ ଆର୍ଥିକ ବର୍ଷ ରିପୋର୍ଟ: ନଗଦ ଲାଭ ୧୪୦୧.୮୯ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଓଡ଼ିଶା କାଜୁ ଉନ୍ନୟନ ନିଗମ ପକ୍ଷରୁ ୨୦୧୭-୧୮ ଆର୍ଥିକ ବର୍ଷ ପାଇଁ ବାର୍ଷିକ ରିପୋର୍ଟ ନିକଟରେ ବିଧାନସଭାରେ ଉପସ୍ଥାପନ କରାଯାଇଛି। ୨୦୧୭-୧୮ ଆର୍ଥିକ ବର୍ଷରେ ନିଗମର ୧୪୦୧.୮୯ ଲକ୍ଷ ଟଙ୍କା ନଗଦ ଆୟ ହୋଇଛି। ପୂର୍ବବର୍ଷ ଏହି ଆୟ...

କେନ୍ଦ୍ରାପଡ଼ା ଜଳକ୍ଳିଷ୍ଟ ଜିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରାପଡା ଜିଲାକୁ କେନ୍ଦ୍ର ସରକାର ଜଳକ୍ଳିଷ୍ଟ ଜିଲା ବୋଲି ଘୋଷଣା କରିଛନ୍ତି। ତେଣୁ ଜଳକଷ୍ଟକୁ ଦୂର କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଜିଲା ଜଳନିକାସ ବିଭାଜନ ଦ୍ୱାରା ପାଟନାଳୀମାନଙ୍କରେ...

ଡିଜିପିଙ୍କ ବଦଳିକୁ ବିରୋଧୀଙ୍କ କଟାକ୍ଷ: ସତ୍‌ସାହସ ଥିଲେ ମାରିକଙ୍କ ବିରୋଧରେ ଥିବା ଲୋକପାଳ ରିପୋର୍ଟ ଦେଖାଅ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ସାରେ ହଠାତ୍‌ ଡିଜିପି ବି.କେ. ଶର୍ମାଙ୍କୁ ଦାୟିତ୍ୱରୁ ହଟାଇବା ଘଟଣାକୁ ବିରୋଧୀ କଡା ସମାଲୋଚନା କରିଛନ୍ତି। ଜଣେ ବରିଷ୍ଠ ଆଇପିଏସ୍‌ ଅଫିସରଙ୍କୁ ଏମିତି ରାତିଅଧିଆ କାଢି ତାଙ୍କ ସ୍ଥାନରେ ଅନ୍ୟ ଜଣଙ୍କୁ ଦାୟିତ୍ୱ ଦେବା,...

ଅଗ୍ନି ନିରାପତ୍ତା ନିର୍ଦ୍ଦେଶାଳୟରେ ଅଦଳବଦଳ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ପ୍ରଶମନ ଏକାଡେମୀ(ଓଏଫ୍‌ଏଡିଆରଏ)ର ନିର୍ଦ୍ଦେଶକ(ସିଏଫ୍‌ଓ) ମହେଶ୍ୱର ସ୍ବାଇଁଙ୍କୁ ଫାୟାର ପ୍ରିଭେନ୍‌ସନ ୱିଙ୍ଗ୍‌ ଅଫ୍‌ ଦ ଡାଇରେକ୍ଟୋରେଟ୍‌ ଅଫ୍‌ ଫାୟାର ସର୍ଭିସର ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶାନାମା ଆସିବା...

ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ)/ କଟକ ଅଫିସ: ପୋଲିସ ଡିଜି ସମେତ ଅଗ୍ନିଶମ ଓ ହୋମ୍‌ଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମାଙ୍କୁ ବଦଳି ପରେ ୧୯୮୬ ବ୍ୟାଚ୍‌ର ଓଡିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରାଯାଇଛି। ହାଇଦ୍ରାବାଦସ୍ଥିତ...

ଖୋଳାଯିବ ୧.୨୫ ଲକ୍ଷ କୂପ

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍‌-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ କରାଯିବ। ଏ ନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ...

ପ୍ରସାରଣରେ ‘ଧରିତ୍ରୀ’ ଏକ ନମ୍ବର

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ଧରିତ୍ରୀ ରାଜ୍ୟର ସର୍ବାଧିକ ପ୍ରସାରିତ ଖବରକାଗଜ। ୨୦୧୮-୧୯ ଆର୍ଥିକବର୍ଷର ହିସାବ ଅନୁଯାୟୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟରେ ଏହା ଦର୍ଶାଯାଇଛି। ୨୦୧୮-୧୯ ଆର୍ଥିକବର୍ଷରେ ‘ଧରିତ୍ରୀ’ର ପ୍ରସାରଣ ୪ଲକ୍ଷ ୭୬ହଜାର ୫୦୦ ଥିବାବେଳେ ଏହା ତଳକୁ ଅନ୍ୟ...

ଧାନର ଅଭାବୀ ବିକ୍ରିକୁ ନେଇ ବିଧାନସଭାରେ ଝଡ଼

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ସୋନପୁର ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଗତ କିଛିଦିନ ହେବ ଆନ୍ଦୋଳନ ଚଳାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଟୋକନ ବ୍ୟବସ୍ଥାକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଏଥିଯୋଗୁ ଧାନ ବିକ୍ରିରେ ବାଧା...

ବିନା ଟୋକନରେ ହେଲା ଧାନକିଣା

ସମ୍ବଲପୁର(ବ୍ୟୁରୋ)/ବରଗଡ଼ ଅଫିସ,୨୨-୧୧:ବରଗଡ଼ ଓ ସମ୍ବଲପୁର ଜିଲାରେ ଚାଷୀ ଆନ୍ଦୋଳନ ପରେ ବଦଳିଛି ନିୟମ। ସମ୍ବଲପୁରରେ ବିନା ଟୋକନରେ ଆରମ୍ଭ ହୋଇଛି ଧାନ କିଣା। ବରଗଡ଼ରେ ବି ଖୋଦ୍‌ ଜିଲାପାଳ ଏ ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀ ଆନ୍ଦୋଳନ ପ୍ରତ୍ୟାହୃତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri