ରାଜ୍ୟ

ସାପକାମୁଡ଼ା ରୋଗୀଙ୍କ ମୃତ୍ୟୁ ପରେ ବି ଗୁଣିଆ ଲଗାଇ ଝଡ଼ାଫୁଙ୍କା

ପାଟଣା,୮ା୭(ବୀରକିଶୋର ଦାଶ): ବିଜ୍ଞାନ ଯୁଗରେ ଏବେ ବି କେତେକ ଲୋକ ଅନ୍ଧବିଶ୍ୱାସର ବର୍ତ୍ତୀ ହୋଇ ଝଡ଼ାଫୁଙ୍କା ଉପରେ ବିଶ୍ୱାସ କରୁଥିବା ଦେଖିବାକୁ ମିଳୁଛି। ଏଭଳି କରୁଣ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପୁଟିଳୀଆ ଗ୍ରାମରେ ଜଣେ ନାବାଳକ ସାପ...

ଅଟକିଥିବା ରଥ ପୁଣି ଗଡିଲା

ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣିନେଉଛନ୍ତି। ଏହାପରେ ଦର୍ପଦଳନ ଏବଂ ନନ୍ଦିଘୋଷ ରଥ ଟଣାହେବ। ଦୀର୍ଘ ୫୩ ବର୍ଷ ପରେ ବିରଳ...

ସୋସିଆଲ ମିଡିଆରେ ନବୀନଙ୍କ ଫଟୋ ଶେୟାର କଲେ ପାଣ୍ଡିଆନ, ଲେଖିଲେ ଏମିତି…

ଭୁବନେଶ୍ୱର,୮ା୭: ସାଧାରଣ ନିର୍ବାଚନ ପରଠାରୁ ବିଜେଡିର ପୂର୍ବତନ ନେତା କାର୍ତ୍ତିକ ପାଣ୍ଡିଆନ କେଉଁଆଡ଼େ ଉଭାନ ହୋଇଯାଇଛନ୍ତି। ଯାହାକୁ ନେଇ ରାଜ୍ୟରେ ଚର୍ଚ୍ଚା ଚାଲିଛି। ପାଣ୍ଡିଆନ କେଉଁଠି ଅଛନ୍ତି ବୋଲି ଅନେକ ପ୍ରଶ୍ନ କରୁଛନ୍ତି। ସେ କେଉଁଠି ଅଛନ୍ତି ଯଦିଓ ସଠିକ୍‌...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):ରାଜ୍ୟରେ ଏବେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର କୋରାପୁଟ, ରାୟଗଡ଼ା,...

୮ ତାରିଖର ପିଜି ପ୍ରବେଶିକା ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୮ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଗତ ୩ ତାରିଖରୁ ଆରମ୍ଭ ହୋଇଛି। ତେବେ ୮ ତାରିଖ ସୋମବାର ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ରଥଯାତ୍ରା ପାଇଁ ସରକାର ଛୁଟି...

ଚକ ଭାଙ୍ଗିଯିବାରୁ କ୍ରେନ୍‌ରେ ଟଣାହେଲା ରଥ

ଦେବଗଡ଼,୭।୭(ଶଶାଙ୍କ ଶେଖର ଝାଙ୍କର): ଚକ ଭାଙ୍ଗିଯିବାରୁ କ୍ରେନ ଦ୍ୱାରା ଟଣାହେଲା ରଥ। ସୁରକ୍ଷିତ ଭାବେ ମାଉସୀ ମା’ ମନ୍ଦିରରେ ପହଞ୍ଚିଲେ ଚତୁର୍ଦ୍ଧା ମୂର୍ତ୍ତି। ଏ ଭଳି ଏକ ଘଟଣା ଦେଖିବାକୁ ମିଳିଛି ଦେବଗଡ ଜିଲା ବାରକୋଟ ବ୍ଲକ ସଦର ମହକୁମାରେ।...

ରଥ ଚକ ତଳେ ଗଲା ଜୀବନ

ଝାରସୁଗୁଡ଼ା,୭।୭: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ଅଧୀନ କୁକୁଜଂଙ୍ଘା ଜଗନ୍ନାଥ ମନ୍ଦିରରେ ରବିବାର ରଥଟଣା ବେଳେ ଏକ ଅଘଟଣ ଘଟିଛି। ରଥ ଚକ ତଳେ ଚାପି ହୋଇ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, କୁକୁଜଂଙ୍ଘା ଜଗନ୍ନାଥ...

ପୁରୀ ରଥଯାତ୍ରାରେ ମୃତ ଶ୍ରଦ୍ଧାଳୁଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୭: ରବିବାର ପୁରୀରେ ତାଳଧ୍ୱଜ ରଥଟଣା ସମୟରେ ପ୍ରବଳ ଭିଡ଼ ଯୋଗୁ ହିନ୍ଦୀ ସ୍କୁଲ ସମ୍ମୁଖରେ ଜଣେ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ସେତିକିବେଳେ କେତେକ ଭକ୍ତ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି। ଏହି ଘଟଣାରେ...

ବିଜେଡିର ନୂଆ ମୁଖପାତ୍ର ମଣ୍ଡଳୀ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…

ଭୁବନେଶ୍ୱର,୭।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା...

ବାଟରେ ଅଟକିଲେ ତିନି ଠାକୁର

ପୁରୀ,୭ା୭: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି...

ଗଡ଼ିଲା ୩ ରଥ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ପୁରୀ ରଥଟଣା ବେଳେ ଅଘଟଣ: ଜଣେ ପୁରୁଷ ଶ୍ରଦ୍ଧାଳୁ ମୃତ

ପୁରୀ,୭ା୭: ରବିବାର ପୁରୀରେ ରଥଟଣା ବେଳେ ଏକ ଅଘଟଣ ଘଟିଛି। ତାଳଧ୍ୱଜ ରଥଟଣା ସମୟରେ ଜଣେ ପୁରୁଷ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମଳିଛି। ହେଲେ ଶ୍ରଦ୍ଧାଳୁଙ୍କ ପରିଚୟ ଜଣାପଡି ନାହିଁ। ମିଳିଥିବା ସୂଚନା ମୁତାବକ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri