ରାଜ୍ୟ

ଖୋଲିପାରେ ଭିତର ରତ୍ନଭଣ୍ଡାର

ପୁରୀ ଅଫିସ,୧୯ା୧୧: ଖୋଲିପାରେ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ଗତ ୪ତାରିଖରେ ସୁପ୍ରିମ୍‌କୋର୍ଟ ମଧ୍ୟବର୍ତ୍ତିକାଳୀନ ରାୟରେ ରତ୍ନ ଅଳଙ୍କାର ପ୍ରସଙ୍ଗ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିକୁ ରିପୋର୍ଟ ପ୍ରଦାନ ଲାଗି ନିର୍ଦ୍ଦେଶ ଦେବା ପରେ ଏହି ପ୍ରସଙ୍ଗ ଏବେ ଜୋର୍‌ ଧରିଛି।...

ଚାଷୀଙ୍କୁ ଦୁଃଖ ଦେଲା ଓସ୍ତପୁରା ଡ୍ୟାମ

ଘସିପୁରା,୧୯।୧୧(ଡି.ଏନ.ଏ.)-ଘସିପୁରା ବ୍ଲକ ଗୋହିରା ପଞ୍ଚାୟତ ଓସ୍ତପୁରା ଠାରେ ଥିବା କ୍ଷୁଦ୍ର ଜଳସେଚନ ବିଭାଜନର ଡ୍ୟାମ ଏବେ ଅମଳ ପାଇଁ ଚାହିଁ ବସିଥିବା ଚାଷୀଙ୍କ ପାଇଁ ଦୁଃଖର କାରଣ ପାଲଟିଛି। ଅମଳ ସମୟରେ ଡ୍ୟାମର ଭଙ୍ଗା ଗେଟ୍‌ ଦେଇ ତିନୋଟି ମୁଖ୍ୟ...

ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

କେନ୍ଦୁଝର, ୧୯।୧୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ସୋମବାର ଅପରାହ୍ନରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ରହୁଥିବା ଘରର କବାଟ ବନ୍ଦ କରି ଫ୍ୟାନରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡିଛି। ଏହି ଖବର ଲେଖା ହେବା ପର୍ଯ୍ୟନ୍ତ ପୋଲିସ ପହଞ୍ଚି...

ଭଙ୍ଗା କୁଡ଼ିଆରେ ଅସହାୟ ଗୋଲାପ

ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ ଅସହାୟ ଜନକଲ୍ୟାଣ ଯୋଜନାରୁ ବଞ୍ଚିତ ହେଉଛନ୍ତି। ଏହି ଭଳି ଏକ ଘଟଣା ଦେଖିବାକୁ...

ବେପାରୀଙ୍କ କବ୍‌ଜାରେ ଚାଷୀଙ୍କ ହଳଦୀପତ୍ର

କେନ୍ଦୁଝର, ୧୯ା୧୧(ସ୍ବ.ପ୍ର.)-ଓଡିଆ ଘରେ ବାର ମାସରେ ତେର ପର୍ବ। ତେର ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରୀ ପିଠା ନିଆରା ା ପ୍ରଥମାଷ୍ଟମୀରେ ଏଣ୍ଡୁରି ପିଠା ଘରେ ଘରେ ହୋଇଥାଏ।...

ଗୋଚର ଜମିରୁ ମୋରମ ଚାଲାଣକୁ ବିରୋଧ

ବଡ଼ସାହି,୧୯ା୧୧(ସ୍ବ.ପ୍ର)- ବଡ଼ସାହି ତହସିଲ ଅଧୀନ ଭୀମଦା ପଞ୍ଚାୟତ ଟିକାୟତପୁର ଗ୍ରାମରେ ଥିବା ଗୋଚର ଜମିରୁ ବେଆଇନ ମୋରମ ଚାଲାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏନେଇ ସେମାନେ କୁରାଢିଆ ରାଜସ୍ବ ନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି ା ୮୦ଟ୍ରାକ୍ଟରରୁ ଊର୍ଦ୍ଧ୍ୱ ମୋରମ...

ଚେକିଂ ବେଳେ ଦୁର୍ଘଟଣା, ପୋଲିସ ଏସ୍‌ଆଇ ମୃତ

ବାରିପଦା ଅଫିସ,୧୯ା୧୧- ବାରିପଦା ଟାଉନ ଥାନା ପୋଲିସ ପକ୍ଷରୁ ତକତପୁରଠାରେ ଯାନବାହନ ଚେକିଂ ବେଳେ ସୋମବାର ସାରେ ଦୁର୍ଘଟଣା ଘଟିଛି। ଏଥିରେ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଦୟାନିଧି ଦାସଙ୍କ ମୃତ୍ୟୁ ଘଟିଛି। ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନିକଟରେ ଯାନବାହନ ଚେକିଂ...

ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି

ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ ଦାବିରେ ଛାତ୍ରୀମାନେ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଛାତ୍ରୀ ନେତ୍ରୀ ବର୍ଷାରାଣୀ...

ରଖେ ହରି ମାରେ କିଏ: ପ୍ଲାଟଫର୍ମ -ଟ୍ରେନ ମଝିରେ ଫସି ରହିଲେ ଯୁବତୀ

ବାରିପଦା ଅଫିସ,୧୯ା୧୧- କଥାରେ ଅଛି ରଖେ ହରି ମାରେ କିଏ। ମୟୂରଭଞ୍ଜ ଜିଲା ବାରିପଦା ସହର ଭଞ୍ଜପୁର ରେଳଷ୍ଟେଶନରେ ସୋମବାର ଘଟିଥିବା ଏକ ଘଟଣା ଉପରୋକ୍ତ ଉକ୍ତିକୁ ପ୍ରମାଣିତ କରିଛି। ପ୍ଲାଟଫର୍ମ ଓ ରେଳ ମଝିରେ ଜଣେ ଯୁବତୀ ଦୀର୍ଘ...

‘ଶିଳ୍ପ ସଂସ୍ଥାରେ ସୁରକ୍ଷା ବ୍ୟବସ୍ଥାର ନିୟମିତ ଯାଞ୍ଚ ହେଉ’: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୧୯।୧୧-ରାଜ୍ୟର ଶିଳ୍ପସଂସ୍ଥାରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଇ ଚାଲିଛି। ଏହାର ପ୍ରତିରୋଧ କରିବା ପାଇଁ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର...

ବାତ୍ୟା କ୍ଷତିଗ୍ରସ୍ତଙ୍କ ଚୂଡ଼ାନ୍ତ ତାଲିକାରେ ବିଳମ୍ବ

ଚାନ୍ଦବାଲି,୧୯।୧୧(ଡି.ଏନ.ଏ.)- ବାତ୍ୟା ବୁଲବୁଲ୍‌ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି ଓ ଧାମରା ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କେନ୍ଦ୍ରାଞ୍ଚଳ ଆର୍‌ଡିସି ଚାନ୍ଦବାଲି ଗସ୍ତ କରି ବିଭିନ୍ନ ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ଏହି ବାତ୍ୟାରେ...

କାଗଜକଲମରେ ସୀମିତ ଶୌଚାଳୟ ନିର୍ମାଣ

ନୟାଗଡ଼ ଅଫିସ,୧୯।୧୧- ମଙ୍ଗଳବାର ବିଶ୍ୱ ଶୌଚାଳୟ (ପାଇଖାନା) ଦିବସ। ଚଳିତ ବର୍ଷର ବାର୍ତ୍ତା ରହିଛି ‘ଲିଭିଂ ନୋ ୱାନ୍‌ ବିହାଇଣ୍ଡ’। କେହି ଯେମିତି ଶୌଚାଳୟରୁ ବଞ୍ଚତ୍ତ ରହିବେ ନାହିଁ ସେହି ଲକ୍ଷ୍ୟରେ ଜିଲାର ସମସ୍ତଙ୍କ ଘରେ ଶୌଚାଳୟ ଥିବା ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri