ରାଜ୍ୟ

ଧାନ କିଣାବିକାକୁ ନେଇ ଜିଲାପାଳ ଅଫିସ ସମ୍ମୁଖରେ ପ୍ରତିବାଦ: ଚାଷୀ, ପୋଲିସ ମୁଁହାମୁହିଁ 

ସମ୍ବଲପୁର,୧୮।୧୧(ବ୍ୟୁରୋ): ଧାନ ସଂଗ୍ରହ ତୃତୀୟ ଦିନରେ ସମ୍ବଲପୁର ଜିଲାରେ ଅଚଳ ବ୍ୟବସ୍ଥା ଜାରି ରହିଛି। ରାଜ୍ୟ ସରକାରଙ୍କ ଟୋକନ୍‌ ବ୍ୟବସ୍ଥା ଓ ଧାନକିଣା ନୀତିକୁ ନେଇ ଚାଷୀମାନେ ବିରୋଧ କରିଛନ୍ତି। ଏହି ନିୟମକୁ ପରିବର୍ତ୍ତନ କରିବା ପାଇଁ ସୋମବାର ଅପରାହ୍ନ...

ଶହେରୁ ଊର୍ଦ୍ଧ୍ୱ ଦେଶରେ ରହିଛି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ବଲାଙ୍ଗୀର ଅଫିସ,୧୮।୧୧: ବିଶ୍ୱର ୧୦୨ଟି ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଏକ କିମ୍ବା ତଦୂର୍ଦ୍ଧ୍ୱ ପ୍ରତିମୂର୍ତ୍ତି ରହିଥିବା ସୂଚନା ଅଧିକାର ଆଇନ ଜରିଆରେ ମିଳିଥିବା ତଥ୍ୟରୁ ଜଣାପଡିଛି। ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରହିଥିବା ସମୁଦାୟ ୧୦୨ଦେଶ ମଧ୍ୟରୁ ୮୨ଟି ଦେଶରେ...

ଘାଟିରୁ ୫୦ଫୁଟ ତଳକୁ ଖସିଲା ଟ୍ରକ୍‌, ଡ୍ରାଇଭରଙ୍କ ସମେତ ୨ଜଣଙ୍କ ଜୀବନ ଗଲା

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ବାରଶୁଣି ଘାଟିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକଥ(ସିଜି ୦୪ ଏଲଏଲ ୩୪୭୪) ଘାଟିରୁ ୫୦ ଫୁଟ ତଳକୁ...

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୮।୧୧: ବରଗଡ଼ ଜିଲାରେ ଗତ ୧୫ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟ ସରକାର ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି। ତେବେ ଚାଷୀମାନେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ଦୃଢ଼...

ସ୍ମିତାରାଣୀ ପ୍ରସଙ୍ଗ: ଗୃହକୁ ଆସିଲାନି ଭାଜପା, ବିଧାନସଭା ଅପରାହ୍ନ ୩ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ ଲାଗିରହିଛି। ଗୃହରେ ଭାଜପା ନେତାମାନଙ୍କୁ ସ୍ମିତାରାଣୀ ମାମଲା ବିଷୟରେ କହିବାର ସୁଯୋଗ...

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି। ନ୍ୟାଶନାଲ ଜର୍ନାଲିଷ୍ଟ ଓ୍ବେଲଫେୟାର ବୋର୍ଡ ପକ୍ଷରୁ ଭୁବନେଶ୍ୱରଠାରେ ଅନୁଷ୍ଠିତ ଜାତୀୟ ପ୍ରେସ...

ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା ଦେଖାଉଥିଲେ ବି ପ୍ରୋତ୍ସାହନ ଅଭାବ ଓ ଫିଲ୍ମରେ ଲଗାଉଥିବା ଟଙ୍କା ଫେରସ୍ତ ପାଉ...

ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି।...

ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ୍‌...

ବିଜେଡି ଫୋକସ୍‌ରେ ବିଧାନ ପରିଷଦ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ତେଣୁ ଚଳିତ ଶୀତ ଅଧିବେଶନର...

ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବାଲିଆପାଳ, ୧୭।୧୧(ସ୍ବ.ପ୍ର.)-ବାଙ୍ଗାଲୋରରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିବା ବାଲିଆପାଳର ଜଣେ ଯୁବକ ଜଗତଜ୍ୟୋତି ପଟ୍ଟନାୟକ(୨୫)ଙ୍କର ରବିବାର ସନ୍ଦେହଜନକ ମୃତ୍ୟୁ ହୋଇଛି ା ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବାଲିଆପାଳ ବ୍ଲକର ପାରୁଳିଆ ଗ୍ରାମର ଅବସରପ୍ରାପ୍ତ...

ଚୋରା ପଥର ଚାଲାଣରେ ଦୁଇ ପୋଲିସ ଅଧିକାରୀ: ଇନ୍ସପେକ୍ଟର ବିକ୍ରମ ଜେନା ନିଲମ୍ବିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ)/ ଖୋର୍ଦ୍ଧା(ଡି.ଏନ୍‌.ଏ.): ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ଅଧିକାରୀ। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ସ୍କାନରରେ ଥିବା ଦୁଇ ଥାନା ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଓ ରଞ୍ଜିତ ସାହୁଙ୍କ ଉପରେ ଆରମ୍ଭ ହୋଇଛି ପଦକ୍ଷେପ। ଉଭୟଙ୍କୁ ଖୋର୍ଦ୍ଧାରେ ବେଆଇନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri