ରାଜ୍ୟ

ରାଫେଲ ଡିଲ୍‌ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ: ଆଜି ସବୁ ଜିଲାରେ ଭାଜପାର ଆନ୍ଦୋଳନ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ୨୦୧୮ରେ ରାଫେଲ ସଂକ୍ରାନ୍ତ ରାୟକୁ ଚ୍ୟାଲେଞ୍ଜ କରି ଆଗତ ସମୀକ୍ଷା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଉକ୍ତ ଆବେଦନର କୌଣସି ଆଧାର ନ ଥିବା ମଧ୍ୟ ଜଣାଇଛନ୍ତି। ରାଫେଲ ଡିଲ୍‌କୁ ନେଇ ଦାଖଲ କରାଯାଇଥିବା ୩ଟି ପୁନର୍ବିଚାର ଆବେଦନକୁ...

‘ଭୋଟର ତାଲିକା ଯାଞ୍ଚ ଅବଧି ବଢ଼ିଲା’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ଚାଲୁ ରହିଥିବା ଭୋଟର ତାଲିକା ଯାଞ୍ଚ କାର୍ଯ୍ୟକ୍ରମର ଅବଧିକୁ ଭୋଟରମାନଙ୍କ ସୁବିଧା ପାଇଁ ଭାରତର ନିର୍ବାଚନ କମିଶନ ଚଳିତ ମାସ ୩୦ ପର୍ଯ୍ୟନ୍ତ ବଢ଼ାଇଦେଇଛନ୍ତି। ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପାଇଁ ଶୁକ୍ରବାର ସୁଦ୍ଧା ମୋଟ ୪,୮୫,୨୪୧...

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର ଦେବାଶିଷ ଗୌଡ଼ଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ରାଜସ୍ବ...

ବିଧାନସଭା ଆଗରେ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଦାବି ପୂରଣ ହୋଇ ନ ଥିବାରୁ ଶୁକ୍ରବାରଠାରୁ ବିଧାନସଭା ଆଗରେ ଆନ୍ଦୋଳନ ଆରମ୍ଭ କରିଛନ୍ତି ବେସରକାରୀ ଅନୁଦାନ ଓ ଅଣଅନୁଦାନପ୍ରାପ୍ତ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ସଂଘ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ...

ଫନୀ ପାଇଁ ମିଳିଛି ଜାତୀୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୩୧୧୪.୪୬ କୋଟି

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଗତ ମେ ୩ ତାରିଖରେ ଉପକୂଳ ଓଡ଼ିଶାରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ଫନୀ ଯୋଗୁ ବହୁ ଧନଜୀବନ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟାରେ କ୍ଷତିଗ୍ରସ୍ତ ଲୋକମାନଙ୍କର ଜୀବିକା ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି।...

୫୦୧୫ ପଡ଼ା ଗ୍ରାମକୁ ମିଳିବ ରାଜସ୍ବ ଗ୍ରାମ ମାନ୍ୟତା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ୫,୦୧୫ଟି ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳିବ। ଏହି ଗ୍ରାମକୁ ରାଜସ୍ବ ଗ୍ରାମରେ ପରିଣତ କରିବା ପାଇଁ ରାଜସ୍ବ ପର୍ଷଦ ୨୦୧୪ ଜୁନ୍‌ ୨୮ ତାରିଖରେ ଏକ ନିୟମାବଳୀ ଜାରି କରିଛନ୍ତି। ଏହି ନିୟମାବଳୀ ଆଧାରରେ ଜିଲାପାଳଙ୍କଠାରୁ...

ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର

ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ...

ଆଇଏମ୍‌ଏମ୍‌ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍‌-ବୈଜ୍ଞାନିକ ମୁହାଁମୁହିଁ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍‌ଏମ୍‌ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ବିରୋଧର ସମ୍ମୁଖୀନ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ର ଅଧିକାରୀମାନେ ଏହି ଜମି...

ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍‌ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ...

ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର...

ହରାଇପାରିନି କର୍କଟ:‘ ସର୍‌ଭାଇଭର୍‌’ ନୁହେଁ ‘ଫାଇଟର୍‌’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଭବିଷ୍ୟତକୁ ନେଇ ସେମାନେ ନିଶ୍ଚିନ୍ତ ନୁହନ୍ତି, ହେଲେ ମନରେ ଅଛି ଅସୁମାରୀ ସ୍ବପ୍ନ। କିଛି ନୂଆ କରିବାର ସ୍ବପ୍ନ ଓ ନିଜେ ବଞ୍ଚତ୍ ଅନ୍ୟକୁ ବଞ୍ଚତ୍ବାର ରାହା ଦେଖାଇବାର ସ୍ବପ୍ନ। କ୍ୟାନ୍‌ସର ଭଳି ଦୁରାରୋଗ୍ୟର ଶିକାର ହୋଇ ବି ଆଜି...

ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି

କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri