ରାଜ୍ୟ

ପ୍ରସଙ୍ଗ ଏକ, ବିରୋଧୀ ଦୁଇଫାଳ: ସିବିଆଇ ତଦନ୍ତ ଦାବି ନେଇ ଭାଜପା ସଦସ୍ୟଙ୍କ ହଟ୍ଟଗୋଳ, ଦୁଇଥର ଗୃହ ମୁଲତବୀ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ)- ଇସ୍ୟୁ ଗୋଟିଏ। ମାତ୍ର ବିରୋଧୀ ଦୁଇଫାଳ। ଗତ ଅଧିବେଶନ ଭଳି ଚଳିତ ଅଧିବେଶନରେ ମଧ୍ୟ ମୁଖ୍ୟ ବିରୋଧୀ ଭାଜପା ଓ କଂଗ୍ରେସ ପୃଥକ୍‌ ଢଙ୍ଗରେ ସରକାରଙ୍କୁ ବିରୋଧ କରୁଛନ୍ତି। କଂଗ୍ରେସ ଆଲୋଚନା କରିବାକୁ ଚାହିଁବା ବେଳେ ଭାଜପା...

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍‌ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ...

ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି

ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି ଧୂଆଁ ଦେବା ଓ ନିର୍ଧୁମ୍‌ ପିଟିବା ଘଟଣା ଭିଡିଓ ଭାଇରାଲ ହେବା ପରେ...

ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ

କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ...

ବାଲୁକାକଳାରେ ଲତାଙ୍କ ଆରୋଗ୍ୟ କାମନା କଲେ ସୁଦର୍ଶନ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଖ୍ୟାତନାମା ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଆରୋଗ୍ୟ କାମନା କରିିଛନ୍ତି। ସୁଦର୍ଶନ ନିଜ ବାଲୁକାକଳାରେ ଏନେଇ ବାର୍ତ୍ତା ଦେଇଛନ୍ତି। ୯୦ ବୟସ୍କ ମଙ୍ଗେସକର ସୋମବାର ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ...

ଟ୍ରାଫିକ ନିୟମ ଉଲ୍ଲଂଘନ: ଦୁଇ ମାସରେ ଆଦାୟ ହୋଇଛି ଦେଢ଼ କୋଟି ଟଙ୍କା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଜରିମାନା ଆଦାୟ ହୋଇଛି। ସେପ୍ଟେମ୍ବର ୧ରୁ ନଭେମ୍ବର ୧ ମଧ୍ୟରେ ମୋଟ ୧ କୋଟି ୫୩ ଲକ୍ଷ ୩୪ ହଜାର ୭୬୦ କୋଟି...

ଭୋଗଦୋକାନୀଙ୍କ ସାଧୁତା: ସାକ୍ଷୀଗୋପାଳ ମନ୍ଦିରକୁ ଆସି ଛାଡ଼ିଯାଇଥିବା ପର୍ସ ଫେରିପାଇଲେ ଗୁଜରାଟର ତୀର୍ଥଯାତ୍ରୀ

ସାକ୍ଷୀଗୋପାଳ,୧୪।୧୧(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରକୁ ଠାକୁରଙ୍କ ଦର୍ଶନ ନିମନ୍ତେ ଯାଇଥିବା ଜଣେ ତୀର୍ଥ ଯାତ୍ରୀ ଭୋଗ ଦୋକାନରେ ଛାଡ଼ି ଯାଇଥିବା ତାଙ୍କ ପର୍ସ ଫେରିପାଇଛନ୍ତି। ଭୋଗ ଦୋକାନୀ ଅର୍ଜୁନ ବାରିକ ଓ ମନ୍ଦିର ଫାଣ୍ଡି ପୋଲିସ କର୍ମଚାରୀ ଲିଙ୍ଗରାଜ...

ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ରାଜା ଆଚାର୍ଯ୍ୟ

କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍‌ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍‌ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ ପଠାଯାଇଛି। ସୂଚନାଯୋଗ୍ୟ, ୨୦୦୪ରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ...

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌ ଘଟଣା: ୭ ଗିରଫ, କମ୍ପାନୀକୁ ସିଲ୍‌ କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍‌ ଗ୍ୟାସ୍‌ ଲିକ୍‌ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କମ୍ପାନୀର ଜେନେରାଲ ମ୍ୟାନେଜର ପ୍ରଭିକ ପିଲାଇ(୩୪), ପ୍ରଡକ୍ସନ...

ବିରୋଧୀଙ୍କ ହଟ୍ଟଗୋଳ ପରେ ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ: ଆତ୍ମହତ୍ୟା କରିଛନ୍ତି ସ୍ମିତାରାଣୀ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଦିନ ଗୁରୁବାର ପୁଣି ଥରେ ବିଧାନସଭାରେ ବିରେଧୀମାନେ ହଟ୍ଟଗୋଳ କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ଦେଖାଇ ଯାଜପୁର ଜିଲା ହରିଦାସପୁରର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ...

ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କ ନିର୍ଦ୍ଦେଶ: ଅଧିବେଶନ ସମୟରେ ଶୃଙ୍ଖଳିତ, ସମୟାନୁବର୍ତ୍ତୀ ହୁଅ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ବିଧାୟକମାନଙ୍କ ସକାରାତ୍ମକ ଉପସ୍ଥିତି ନେଇ ମତ ରଖିଛନ୍ତି। ଏନେଇ ନିଜର ଆଭିମୁଖ୍ୟକୁ ଅଧିକ ସ୍ପଷ୍ଟ କରିବା ସହ ତାହାର ଅନୁପାଳନ ପାଇଁ ବିଧାୟକମାନଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି।...

ଆପଣମାନେ ଖୁସି ତ, ମୁଁ ବି ଖୁସି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍‌କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ବିଧାନସଭାରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଷୋଡ଼ଶ ବିଧାନସଭା ଦ୍ୱିତୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri