ରାଜ୍ୟ

୬ ମାସ ତଳୁ ଶେଷ ହେଲାଣି ଇକୋ ପାର୍କ ପରିଚାଳନା ଚୁକ୍ତି: ନାଲି ଫିତା ତଳେ ନବୀକରଣ

ଅନୁଗୋଳ ଅଫିସ, ୧୩।୧୧-ସହରବାସୀଙ୍କୁ ସତେଜ ରଖିବା ତଥା ଏକ ସୁସ୍ଥ ପରିବେଶ ଭେଟିଦେବାକୁ ଅନୁଗୋଳ ପୌରପାଳିକା ପକ୍ଷରୁ ଶିକ୍ଷକପଡ଼ାଠାରେ ଇକୋ ପାର୍କର ପରିକଳ୍ପନା କରାଯାଇଥିଲା। ପ୍ରଥମେ ପୌରପାଳିକା ଏହାକୁ ନିଜେ ପରିଚାଳନା କରୁଥିଲା। କିନ୍ତୁ ପରେ ଚୁକ୍ତିଭିତ୍ତିରେ ଏକ ଘରୋଇ...

ନୌବାଣିଜ୍ୟ ସ୍ମୃତିରେ ବିଭୋର ଚାନ୍ଦବାଲିି, ଧାମରା

ଚାନ୍ଦବାଲି/ଆରଡିି,୧୩ା୧୧(ଡି.ଏନ.ଏ.)-ସୁଦୂର ଅତୀତର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ମଙ୍ଗଳବାର ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ ଉତ୍ସବ ପାଳିତ ହେବା ଯୋଗୁ ପରିବେଶ ଉତ୍ସବମୁଖର ହୋଇଉଠିଛି। ପ୍ରାଚୀନ ବନ୍ଦର ନଗରୀ ଚାନ୍ଦବାଲି ସମେତ ଧାମରାରେ ପାରମ୍ପରିକ ବୋଇତ ବନ୍ଦାଣ...

୧୫୦ ବର୍ଷରେ ରାହାସ ମେଳା, ଜମୁଛି ଭିଡ

ପଦ୍ମପୁର, ୧୩ା୧୧(ଡି.ଏନ୍‌.ଏ.)- ଭଦ୍ରକ ସଦର ବ୍ଲକଠାରୁ ପ୍ରାୟ ୧୬ କି.ମି.ଦୂର ସାହାଡ଼ାଠାରେ ରହିଛି ଦୀର୍ଘ ୩୦୦ ବର୍ଷର ଲାଲାଜୀ ଗୌଡୀୟ ମଠ। ଶ୍ରୀ ଚୈତନ୍ୟଙ୍କର ଶାସ୍ତ୍ରୀୟ ପରମ୍ପରା ଅନୁଯାୟୀ ସେଠାରେ ଥିବା ରାଧାକୃଷ୍ଣଙ୍କର ପୂଜାର୍ଚ୍ଚନା କରାଯାଇ ଆସୁଛି। ଶ୍ରୀ ଚୈତନ୍ୟଙ୍କ...

ମାଣତ୍ରୀରେ ୧୪୦ ଫୁଟ୍‌ ଲମ୍ବର ଡଙ୍ଗା

ସୋର, ୧୩।୧୧(ଡି.ଏନ.ଏ.)-କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ସୋର ବ୍ଲକ ମାଣତ୍ରୀ ଗ୍ରାମରେ ଯୁବକମାନେ ୧୪୦ ଫୁଟ୍‌ ଲମ୍ବର ଡଙ୍ଗା ପ୍ରସ୍ତୁତ କରି ଗ୍ରାମ ପୋଖରୀରେ ଭସାଇଛନ୍ତି। ଗ୍ରାମର କେତେକ ଯୁବକଙ୍କ ଉଦ୍ୟମରେ ଏହା ସଫଳ ହୋଇଛି। ଏହି ଅବସରରେ ମଙ୍ଗଳବାର ଭୋର୍‌...

ରେଳ ଧାରଣାରୁ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଇଣ୍ଡା,୧୨।୧୧(ଡି.ଏନ.ଏ.)-ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ଥାନା ଖଇରମୁଣ୍ଡା ନିକଟସ୍ଥ ରେଳଧାରଣା ପରିସରରୁ ମଙ୍ଗଳବାର ହଣ୍ଡପା ଥାନା ଠେଲକନାଳୀ ଗ୍ରାମର ସୁଲୁ ପ୍ରଧାନ(୧୮) ଜଣେ ଯୁବକଙ୍କ ମୃତଦେହକୁ କିଶୋରନଗର ପୋଲିସ ଉଦ୍ଧାର କରିଛି। ତାଙ୍କୁ କେହି ହତ୍ୟା କରି ଆତ୍ମହତ୍ୟା ରୂପ ଦେବା...

ଯୁବକଙ୍କ ସହ ବଟି ମୂଲଚାଲର ଭିଡିଓ ଭାଇରାଲ: ରାତାରାତି ବଦଳିଲେ ବଡ଼ସାହି ଥାନା ଅଧିକାରୀ

ବାରିପଦା ଅଫିସ/ବଡ଼ସାହି,୧୨ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧିକାରୀ ବିଶ୍ୱଜ କୁମାର ରାଉତରାୟଙ୍କୁ ସୋମବାର ରାତିରେ ବଦଳି କରାଯାଇଛି। ତାଙ୍କୁ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ସବ-ଇନ୍ସପେକ୍ଟର ମଞ୍ଜୁଲତା ଧଡ଼ାଙ୍କୁ ଥାନା ଅଧିକାରୀ ଭାବେ ଦାୟିତ୍ୱ...

ଗୁରୁନାନକ ଜୟନ୍ତୀରେ ଯୋଗଦେଲେ ବାଚସ୍ପତି

ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିିଶା ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ପଞ୍ଜାବର ସୁଲତାନପୁର ଲୋଧିଠାରେ ଗୁରୁନାନକଙ୍କ ୫୫୦ତମ ଜୟନ୍ତୀ (ପ୍ରକାଶ ପର୍ବ)ରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି । ଏହି ଉପଲକ୍ଷେ ଐତିହାସିକ ବେର୍‌ସାହିବ୍‌ ଗୁରୁଦ୍ୱାରଠାରେ ଆୟୋଜିତ ସଭାରେ ଯୋଗଦେଇ...

ବୁଧବାର ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ)- ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଚଳିତ ଆର୍ଥିକବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ଏହି ବଜେଟର ଆକାର ପ୍ରାୟ ୮୩୦୦ କୋଟି ଟଙ୍କା ରହିଥିବା ଜଣାପଡ଼ିଛି। ସାଧାରଣ ନିର୍ବାଚନ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦ ପରିବାର ବାସହରା ହେବା ସହ ୨୧ବଖରା ପୋଡି ପାଉଁଶ ହୋଇଯାଇଛି। ଖବରପାଇ ଡେଲାଙ୍ଗ...

ବୁଧବାର ବନକଲାଗି: ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା...

ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି, ଶୃଙ୍ଖଳିତ ଦର୍ଶନ

ପୁରୀ ଅଫିସ,୧୨ା୧୧: ଶ୍ରୀମନ୍ଦିରରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଛି। ସଅଳ ନୀତିକାନ୍ତି ଯୋଗୁ ଦର୍ଶନ ଶୃଙ୍ଖଳିତ ହୋଇଛି। ପ୍ରବଳ ଗହଳି ସତ୍ତ୍ବେ ଶ୍ରଦ୍ଧାଳୁମାନେ ଶାନ୍ତି ଶୃଙ୍ଖଳାର ସହ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ କରିଛନ୍ତି। ସୋମବାର ରାତ୍ର ୧୨ଟାରେ...

କଦଳୀ ପଟୁଆ ଓ ସୋଲ ଡଙ୍ଗାରେ ଉଚ୍ଛୁଳିଲା ବେଳାଭୂମି, ପୁଷ୍କରିଣୀ

ପୁରୀ ଅଫିସ, ୧୨ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମଙ୍ଗଳବାର ଡଙ୍ଗା ଭସା ଏବଂ ଠାକୁରଙ୍କ ଦର୍ଶନ ସହ କାର୍ତ୍ତିକ ବ୍ରତ ଶେଷ କରିଛନ୍ତି ବ୍ରତଧାରୀ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଶ୍ରୀକ୍ଷେତ୍ରର ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଛନ୍ତି ଲୋକେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri