ରାଜ୍ୟ

ସରୁନି ଓଡିଆର୍‌ପି ଡ୍ରେନ୍‌, ରାସ୍ତା କାର୍ଯ୍ୟ ବିପଦସଙ୍କୁଳ ପ୍ରେମନଗର ମୁଖ୍ୟରାସ୍ତା

ବ୍ରହ୍ମପୁର ଅଫିସ,୧୨ା୧୧-ବ୍ରହ୍ମପୁର ସହରକୁ ସବୁଜ, ସୁନ୍ଦର ସହ ସ୍ମାର୍ଟ ସିଟିରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ା ରାସ୍ତା, ଡ୍ରେନ୍‌ ମରାମତି ଦିଗରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି ା...

ରାଜଧାନୀ ରାସ୍ତା ମରଣଯନ୍ତା: ଓଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ରାଜଧାନୀର ଅନେକ ରାସ୍ତା ଏବେ ମରଣାଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଆବର୍ଜନା ପାଣି ଜମି ରହୁଛି। ସେହିଭଳି ରାସ୍ତା ପାର୍ଶ୍ୱରେ ବେଆଇ ପାର୍କିଂ ହେଉଥିବାରୁ ସହରବାସୀ ହଟହଟା ହେବା ସହ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ...

ରାଜଧାନୀରେ ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ମଞ୍ଚେଶ୍ୱର ଥାନା ଅଧୀନ ଜରିପାଟଣା ଗ୍ରାମ ପାର୍ଶ୍ୱରେ ଥିବା କୁଆଖାଇ ନଦୀପଠାରେ ମଙ୍ଗଳବାରଠାରୁ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା ଅନୁଷ୍ଠିତ ହେବ। ଏନେଇ ଅପରାହ୍ନ ୩ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ନିୟନ୍ତ୍ରଣ ଓ ସର୍ବସାଧାରଣଙ୍କ...

୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ

ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ୪ ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି। ଦିଗପହଣ୍ଡି...

ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ୍‌.ଏ): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ମା’ ଓ ଶିଶୁଙ୍କର ଉପଯୁକ୍ତ ଯତ୍ନ...

୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ: ଏଥର ରହିଛି ୩୦ଟି କାର୍ଯ୍ୟଦିବସ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନରେ ୨୦୧୯-୨୦ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଗତ ହେବାର ରହିଛି। ଡିସେମ୍ବର ୧୯ ଯାଏ ଏହି ଅଧିବେଶନ ଚାଲିବ। ଏଥର ଶୀତଅଧିବେଶନରେ ମୋଟ...

ବରଗଡ଼ ଧନୁଯାତ୍ରା କଂସ ଚୟନକୁ ବିରୋଧ : ଏକଜୁଟ୍‌ ହେଲେ କଳାକାର ସଂଘ

ବରଗଡ଼ ଅଫିସ,୧୧।୧୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ରୁ ଆରମ୍ଭ ହେବ। ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଏହା ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ...

ଚାର୍ଜରେ ବସାଇ ଛାତି ଉପରେ ରଖିଥିଲେ ମୋବାଇଲ: ଫାଟି ରାଜମିସ୍ତ୍ରୀଙ୍କ ଜୀବନଗଲା

ପାରାଦୀପ, ୧୧।୧୧(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଅଠରବାଙ୍କି ଲକପଡ଼ାସ୍ଥିତ ଜଗନ୍ନାଥ ଟ୍ରକ ମାଲିକ ସଂଘ କାର୍ଯ୍ୟାୟଳରେ ସୋମବାର ସକାଳେ ମୋବାଇଲ ଫାଟି ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ରଣପୁର ଅଞ୍ଚଳର ମୁନା ପ୍ରଧାନ(୩୫)।...

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ପୁରୁଣା ଭୁବନେଶ୍ୱର,୧୧।୧୧(ଡି.ଏନ.ଏ.) : ଆସନ୍ତା ୧୨ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତି ନିର୍ଘଣ୍ଟ କରାଯାଇଛି। ଶ୍ରୀଜୀଉଙ୍କ ଦର୍ଶନ ନିମନ୍ତେ ପୂର୍ବାହ୍ନରେ ବହୁ ଯାତ୍ରୀଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଶୃଙ୍ଖଳିତ କରିବା ଲାଗି ପୂର୍ଣ୍ଣିମାର...

ପରିବେଶ ଉପଯୋଗୀ କାର୍ତ୍ତିକ ପୂର୍ଣ୍ଣିମା ଚିନ୍ତା : ସୋଲ, ଜରି ଡଙ୍ଗା ଉପରେ ଲାଗୁନି କଟକଣା

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ) : ପ୍ରାଚୀନ ଉତ୍କଳର ସାମୁଦ୍ରିକ ବାଣିଜ୍ୟ ପରମ୍ପରାକୁ ମନେପକାଇ ପ୍ରତିବର୍ଷ କାର୍ତ୍ତିକ ମାସ ଶେଷ ଦିନ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯାଏ। ଏହି ଦିନ ସକାଳୁ ନଦୀ, ସମୁଦ୍ର, ପୁଷ୍କରିଣୀ ଆଦିରେ ଡଙ୍ଗା ଭସାଇ ଲୋକେ ଓଡ଼ିଶାର...

ରାତି ପାହିଲେ ବାଲିଯାତ୍ରା: ରିକ୍ସାଚାଳକଙ୍କୁ ମିଳିଲା ପରିଚୟପତ୍ର

କଟକ ଅଫିସ, ୧୧।୧୧ : ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି କରାଯାଉଛି। ବାଲିଯାତ୍ରା ପଡ଼ିଆରେ ଷ୍ଟଲ ନିର୍ମାଣ...

ବଢ଼ିବ ଶୀତ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରକୋପ କମିବା ପରେ ଶନିବାରଠାରୁ ରାଜ୍ୟରେ ଶୀତ ଅନୁଭୂତ ହେଉଛି। ଅଧିକାଂଶ ସ୍ଥାନରେ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ହ୍ରାସ ପରିଲକ୍ଷିତ ହୋଇଥିବାବେଳେ ରାତିରେ ତାପମାତ୍ରା ମଧ୍ୟ କମୁଛି। ରାଜ୍ୟର ୩ ସହରରେ ତାପମାତ୍ରା ୧୫...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri