ରାଜ୍ୟ

ଉନ୍ନୟନ କାର୍ଯ୍ୟର ତଦାରଖ କଲେ ଶକ୍ତି ସଚିବ

ହିଞ୍ଜିଳିକାଟୁ,୬ା୧୧(ଡ଼ି.ଏନ.ଏ): ସରକାରଙ୍କ ୫ଟି ବିଭାଗ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ମଙ୍ଗଳବାର ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳରେ ପହଞ୍ଚତ୍ ବିଭିନ୍ନ କାର୍ଯ୍ୟର ତଦାରଖ କରିଛନ୍ତି। ତାଙ୍କ ସହ ଗଞ୍ଜାମ ଜିଲାପାଳ...

ଶୁଦ୍ଧିକ୍ରିୟା ପାଇଁ ଟଙ୍କା ଧାର କରି ଫେରିଲେ ବାପା

ଭଞ୍ଜନଗର,୬।୧୧(ଡି.ଏନ.ଏ.): ସୁରଟର ଏକ ରାସ୍ତା ଦୁର୍ଘଟଣାରେ ଭଞ୍ଜନଗର ନିକଟସ୍ଥ ଲଣ୍ଡେଇସାହିର ସୁରଜ ବେହେରାଙ୍କ ଜୀବନ ଚାଲିଗଲା ସତ କିନ୍ତୁ ସେ ବଞ୍ଚାଇଦେଲ ଆଉ ୬ଜଣଙ୍କ ଜୀବନ। ଏହା କେବଳ ସୁରଜଙ୍କ ପିତା ବାବୁଲିଙ୍କ ଯୋଗୁ ସମ୍ଭବ ହୋଇଛି। କିନ୍ତୁ ବୁଧବାର...

ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ ଦିନ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ବସ୍ତିଆଙ୍କ ସହ ୩ଜଣଙ୍କୁ ଗିରଫ...

ମୁହଁ ଖୋଲିଲେ ମୋକିମ: କହିଲେ ‘ଓଡ଼ିଶାରେ ଯୁବ ନେତୃତ୍ୱରେ ଆବଶ୍ୟକତା ରହିଛି’

ଭୁବନେଶ୍ୱର,୬।୧୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ ଦଳରେ ଯୁବ ନେତୃତ୍ୱର ଆବଶ୍ୟକତା ରହିଛି ବୋଲି କହିଛନ୍ତି ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ଦଳରେ ସର୍ବଦା ବଡ଼ଙ୍କ ସହ...

କ୍ୟାବିନ୍‌ ଓଲଟାଇବାକୁ କେନ୍ଦ୍ର କରି ବଚସା: ଯୁବକଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପାସପୋର୍ଟ ଅଫିସ ନିକଟରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କ୍ୟାବିନ୍‌ ଓଲଟାଇବାକୁ କେନ୍ଦ୍ର କରି ପ୍ରଥମେ ବଚସା ଏବଂ ପରେ ଛୁରାମାଡ଼ ହୋଇଛି। ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଅଭୟ...

ଠିକାଦାରଙ୍କୁ ଗୁଳିମାଡ଼: ୨ ଅଭିଯୁକ୍ତଙ୍କୁ ନିର୍ଧୁମ ଛେଚିଲେ ଲୋକେ

ଗୋପ,୬।୧୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର...

ବାତ୍ୟା ଆଶଙ୍କା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ରାଜନଗର,୬।୧୧(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବୁଧବାର ସଚେତନ କରାଯାଇଛି। ଏ ନେଇ ରାଜନଗର ବ୍ଲକ ଅଧୀନ ୨୯ ପଞ୍ଚାୟତର ୪୮ଟି ସମୁଦ୍ରକୂଳିଆ ଗାଁର ଲୋକମାନଙ୍କୁ...

ବିଜ୍ଞାନ ସମ୍ବନ୍ଧୀୟ ଚଳଚ୍ଚିତ୍ର ଦେଖିଲେ ଛାତ୍ରୀଛାତ୍ର

ଭୁବନେଶ୍ୱର,୬।୧୧(ବ୍ୟୁରୋ):ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ବିଜ୍ଞାନ ଚଳଚ୍ଚିତ୍ର ଉତ୍ସବ। ପ୍ରତିଦିନ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବିଜ୍ଞାନ ସମ୍ବନ୍ଧୀୟ ଦୁଇଟି କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହେବ। ଭୁବନେଶ୍ୱର ଓ କଟକର ବିଭିନ୍ନ ସ୍କୁଲ ଓ...

ଭୁବନେଶ୍ୱରରେ ଜାତୀୟ ସଫେଇ କର୍ମଚାରୀ କମିଶନ ଅଧ୍ୟକ୍ଷ: ସଫେଇ କର୍ମଚାରୀଙ୍କୁ ସୁବିଧା ମିଳୁ ନ ଥିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ଜାତୀୟ ସଫେଇ କର୍ମଚାରୀ କମିଶନ ଅଧ୍ୟକ୍ଷ ମନହର ବଲ୍‌ଜିଭାଇ ଜାଲା ମଙ୍ଗଳବାର ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଅପରାହ୍ନରେ ତାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ମୁଖ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରଥମ...

୨୦ ହଜାର ଲାଞ୍ଚ: ସହକାରୀ ନିର୍ଦ୍ଦେଶକ ଗିରଫ: ଘରୁ ବାହାରିଲା ୧୮ ଲକ୍ଷ ୩୦ ହଜାର ଟଙ୍କା

କଟକ ଅଫିସ, ୬।୧୧:ଓଡ଼ିଶା ଟେକ୍ସଟ୍‌ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେନାପତି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଏହି ଲାଞ୍ଚ...

ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ: ବନ୍ଧା ହେଲେ ବିଡିଏ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ, ୬।୧୧:ମଙ୍ଗଳବାର ଦିନ ଦ୍ୱିପ୍ରହରରେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପୁରୁଷୋତ୍ତମ ଜେନାଙ୍କୁ ଭିଜିଲାନ୍ସ କାବୁ କରିଛି। ଜୟଦେବବିହାର ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ସମ୍ବିତ ପାଣିଗ୍ରାହୀଙ୍କ ଫ୍ଲାଟ୍‌କୁ...

‘ମୋ ବସ୍‌’କୁ ବର୍ଷେ:ମୋ ବସ୍‌ରେ ଆସି ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ରାଜ୍ୟରେ ‘ମୋ ବସ୍‌’ ସେବାକୁ ବର୍ଷେ ପୂରିଛି। ଏହି ଅବସରରେ ବୁଧବାର ସନ୍ଧ୍ୟାରେ କ୍ରୁଟ୍‌ ପକ୍ଷରୁ ବାର୍ଷିକ ଉତ୍ସବ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବା କାର୍ଯ୍ୟକ୍ରମ ରହିଥିବାବେଳେ ନଗର ଉନ୍ନୟନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri