ରାଜ୍ୟ

ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ

ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି। ସେ ଜଗଦ୍ଦଲପୁରର ଜଣେ ବନ୍ଧୁଙ୍କ ନିକଟରେ ଜଣାପଡିବା ପରେ ତାଙ୍କୁ ନେଇ...

ବାଘ ଠାବ ପାଇଁ ଟ୍ରାପ୍‌ କ୍ୟାମେରା ଲାଗିପାରୁନାହିଁ: ଗୁଣ୍ଡିରିବାଡ଼ିବାସୀ ଆତଙ୍କିତ, ଘୁରି ବୁଲିଛି ବନ ବିଭାଗ

ଭଞ୍ଜନଗର,୫।୧୧(ଡି.ଏନ.ଏ)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡ଼ି, ତେନ୍ତୁଳିଆ, ଲଣ୍ଡେଇହିଲ୍‌ ଅଞ୍ଚଳବାସୀଙ୍କୁ ବିଗତ କିଛିଦିନ ହେବ ବାଘ ଆତଙ୍କ ଘାରିଛି। ସୋମବାର ରାତିରେ ଗୁଣ୍ଡିରିବାଡ଼ି ଗ୍ରାମ ମୁଣ୍ଡରେ ଥିବା ଏକ ଗୁହାଳ ଦେଇ ଏକ ବାଘ ଦୌଡ଼ି...

କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ...

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍‌ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ

ଝାରସୁଗୁଡା ଅଫିସ୍‌/ଲଖନପୁର,୫।୧୧(ଡି.ଏନ୍‌.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍‌ ଡେଭ୍‌ଲପ୍‌ମେଣ୍ଟ କର୍ପୋରେଶନ(ଓଏଫ୍‌ଡିସି)ସୁପରଭାଇଜର୍‌ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ...

ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ

ବିଜେପୁର, ୫।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ପୀଡିତାଙ୍କ ପିତାଙ୍କ...

ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ...

ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍‌ଆର୍‌ସି

ଭୁବନେଶ୍ୱର, ୫।୧୧(ବ୍ୟୁରୋ) : ଉତ୍ତର ଆଣ୍ଡାମାନରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ଉପକୂଳ ଓଡ଼ିଶାରେ ବାତ୍ୟା ମାଡ଼ ହେବ ବୋଲି ଖବର ପ୍ରକାଶ ପାଉଛି। ଏହାକୁ ନେଇ ସାଧାରଣ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି।...

ରାଜ୍ୟ ପୋଲିସରେ ବଡ଼ଧରଣର ବଦଳି

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ରାଜ୍ୟ ପୋଲିସରେ ସୋମବାର ବଡ଼ଧରଣର ଅଦଳବଦଳ କରାଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୫୧ ଡିଏସ୍‌ପିଙ୍କ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ନିକଟରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀରୁ ପାସଆଉଟ୍‌ ୧୬ଜଣ ଡିଏସ୍‌ପିଙ୍କୁ ନୂଆ ନିଯୁକ୍ତି ମିଳିଛି। ପୋଲିସ...

କାନ୍ଥ କହେ କାହାଣୀ: କଳାପାହାଡ଼ ବିଭୀଷିକାର ସାକ୍ଷୀ ‘ମା ଗଡ଼ଚଣ୍ଡୀ’

କଟକ ଅଫିସ, ୫ା୧୧: ପ୍ରାଚୀନ ସହର କଟକ। ଏଠାରେ ରହିଛି ଅନେକ ସଂସ୍କୃତି ଓ ଇତିହାସ। ସହରଟି ଯେତିକି ପୁରୁଣା ତା’ର କାହାଣୀ ମଧ୍ୟ ସେତିକି ପ୍ରାଚୀନ। କୋଣ ଅନୁକୋଣରେ ଭରି ରହିଛି ଇତିହାସର ଛିଟା। ଏହିସବୁ ଲୋକଲୋଚନକୁ ଆଣିବା...

ଅନୁଭୂତିରେ ବାଲିଯାତ୍ରା: ପାଦ ଥକିଯାଏ, ମନ ଥକେନି

କଟକ ଅଫିସ,୫ା୧୧: ବାଲିଯାତ୍ରାରେ ବୁଲିଲେ ପାଦ ଥକି ଯାଏ, ମନ କେବେ ଥକେନି। ଯେହେତୁ ମୁଁ ଜଣେ କଟକବାସୀ, ଏଣୁ ପ୍ରତିବର୍ଷ ବାଲିଯାତ୍ରା ଯିବା ଥୟ। ଏବେ ସେ ବଳ ବୟସ ନାହିଁ। ତଥାପି ବାଲିଯାତ୍ରା ବୁଲିବା ମଜା ସେମିତି...

ମହାନଦୀରେ ନୌକାବିହାର ମଜା ନେବେ ପର୍ଯ୍ୟଟକ

କଟକ ଅଫିସ, ୫ା୧୧:ଆସନ୍ତା ୧୨ରେ ଐତିହାସିକ କଟକ ବାଲିଯାତ୍ରା। ଏହି ଯାତ୍ରାକୁ ଆଉ କିଛି ଦିନ ବାକି ଥିବାବେଳେ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି) ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ଗତ ଶନିବାର ସୁଦ୍ଧା ୫୦ ପ୍ରତିଶତ...

କମିଶନରେଟ ପୋଲିସର ଅପରାଧ ସମୀକ୍ଷା ବୈଠକ: ବିଶୃଙ୍ଖଳାକାରୀଙ୍କ ବିରୋଧରେ ଲାଗିବ ଏନ୍‌ଏସ୍‌ଏ

ଭୁବନେଶ୍ୱର, ୫ା୧୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ସୋମବାର ତ୍ରୈମାସିକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ ସହରର ବିଭିନ୍ନ ଜୋନ୍‌ ଏସିପି ଓ ଥାନା ଅଧିକାରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri