ରାଜ୍ୟ

ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି...

କ୍ରୀଡ଼ା ପାଇଁ ସମର୍ପିତ ଓଡ଼ିଶା ସରକାର; ଚାମ୍ପିୟନ ମହିଳା ରଗ୍‌ବୀ ଦଳକୁ ରାତି ଅଧରେ କଲେ ସ୍ୱାଗତ

ଭୁବନେଶ୍ୱର, ୬।୭: ମହାରାଷ୍ଟ୍ରର ପୁଣେସ୍ଥିତ ବେଲଓ୍ବୋଡ଼ି ଷ୍ଟାଡିୟମରେ ଗୁରୁବାର ଉଦ୍‌ଯାପିତ ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ ଏସ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ବିମାନ କାରଣରୁ ବିଜୟୀ ଓଡ଼ିଶା ଟିମ୍ ଶୁକ୍ରବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ ବେଳେ ସେମାନଙ୍କୁ...

ଭାଜପା ଉପରେ ବର୍ଷିଲେ ପ୍ରମିଳା: ଲକ୍ଷ୍ମୀ ବସ୍‌କୁ ନେଇ କହିଲେ ଏମିତି

ଭୁବନେଶ୍ୱର,୬।୭: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିିଜେଡି। ଏକ ଖବରଦାତା ସମ୍ମିଳନୀ କରି ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଓ ଲୋପାମୁଦ୍ରା ବକ୍ସିପାତ୍ର କହିଛନ୍ତି, ଭାଜପା ସରକାର ରଙ୍ଗ ବଦଳାଇବା ନୀତି ଛାଡନ୍ତୁ। ଲକ୍ଷ୍ମୀ ବସ୍‌ର ନାଁ...

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଖୋର୍ଦ୍ଧା,୬।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ,ଏମ୍‌ପି ପାଣ୍ଠି ବିନିଯୋଗରେ ବୋଲଗଡ ବ୍ଲକ ଖଙ୍ଗୁରିଆ ପଞ୍ଚାୟତ ଏକ ଗ୍ରାମରେ ନିର୍ମାଣ ହୋଇଥିବା କୋଠାଘର ବିଲ୍‌ ପାସ କରିବା...

୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ

ଭୁବନେଶ୍ୱର,୬।୭: ରବିବାର ବିଶ୍ୱପ୍ରଶିଦ୍ଧ ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ୨ଦିନ ହେଉଥିବାରୁ ଜୁଲାଇ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ୮ ତାରିଖରେ ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନ ଓ ବେସରକାରୀ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ମଧ୍ୟ ବନ୍ଦ ରହିବ।...

‘ଏକ ପେଡ୍‌ ମା’ କେ ନାମ୍‌’ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ: ବିଧାନସଭା ପରିସରରେ ଲଗାଇଲେ ଏହି ଗଛ

ଭୁବନେଶ୍ୱର,୬।୭(ଅସମାପିକା ସାହୁ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ...

ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ନିଷ୍ପତ୍ତି

ପୁରୀ, ୬।୭: ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ ରତ୍ନଭଣ୍ଡାର ଖୋଲାହେବ। ପରେ ଗଣତି ମଣତି ହେବ। ଭଣ୍ଡାର ଖୋଲିବା ନେଇ ତାରିଖ...

ଓଡ଼ିଶାରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ: ୯ ଦିନ ରହିବେ ପୁରୀରେ

ଭୁବନେଶ୍ୱର,୭।୬: ଓଡ଼ିଶାରେ ପହଞ୍ଚିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ରଥଯାତ୍ରାରେ ସେ ୯ ଦିନ ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଗତବର୍ଷ ରଥଯାତ୍ରାରେ ମଧ୍ୟ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ପୁରୀ ଆସି ଠାକୁରଙ୍କ ଆଶୀର୍ବାଦ ନେଇଥିଲେ।...

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି...

ସରକାରଙ୍କୁ BJDର ଟାର୍ଗେଟ୍‌, ପ୍ରମିଳା କହିଲେ ଆନ୍ଦୋଳନ କରିବୁ

ଭୁବନେଶ଼୍ବର, ୦୬।୦୭: ନିର୍ବାଚନ ସମୟରେ ଓଡ଼ିଶାବାସୀଙ୍କୁ ଭାରତୀୟ ଜନତା ପାର୍ଟି ଦେଇଥିବା ପ୍ରତିଶ୍ରୁତିକୁ ନେଇ ବିଜୁ ଜନତା ଦଳର ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟସଚେତକ ପ୍ରତିକ୍ରିୟା ରଖିଛନ୍ତି । ସେ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି । ପ୍ରମିଳା କହିଛନ୍ତି...

ଘରକୁ ପଶିଗଲା ଟ୍ରକ୍‌: ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ ପଶି ଯାଇଥିଲା। ଫଳରେ ଟ୍ରକ ଚାପାରେ ଘରେ ଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ...

ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । କିଛି ସମୟ ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri