ରାଜ୍ୟ

୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍‌ ବିଦ୍ୟୁତ୍‌, ପାଣି ବନ୍ଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି ଓ ବିଦ୍ୟୁତ୍‌ ଯୋଗାଉଥିବା ବିଭାଗଗୁଡିକୁ ମଧ୍ୟ ନୋଟିସ ଜାରି କରାଯାଇଛି। ଯେଉଁ ପୂର୍ବତନ...

ଏନ୍‌ଏଫ୍‌ଏସ୍‌ଏରୁ ବାଦ୍‌ ପଡ଼ିପାରନ୍ତି ୧୯ ଲକ୍ଷ:ଆଧାର ଛଡ଼ାଇନେବ ରାଶନ, ଚିନ୍ତାରେ ହିତାଧିକାରୀ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଭୋକ ଉପାସରେ କେହି ରହିବେ ନାହିଁ। ଦେଶର ସମସ୍ତ ଗରିବ ଲୋକଙ୍କୁ ଦିନକୁ ଦୁଇମୁଠା ପେଟ ଭରି ଖାଇବାକୁ ମିଳିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଆରମ୍ଭ କରିଥିଲେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)। ଓଡ଼ିଶା ସରକାର ମଧ୍ୟ...

ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ

ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍‌କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର ନାଲ୍‌କୋ ନଗରରେ ଉତ୍ସାହ ଦେଖାଦେଇଛି। ଚଳିତ ବର୍ଷ ପ୍ରଭୁ ବିଶ୍ୱ ନିର୍ମାତାଙ୍କୁ...

ମା’ ବାପା, ଭାଇଙ୍କୁ ହରାଇ ଅସହାୟ ପୁଷ୍ପଲତା:ସହପାଠୀ ଦେଲେ ସହାୟତା

ତାଳଚେର,୧୭ା୯(ନି.ପ୍ର.) ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଯୁବତୀ ପୁଷ୍ପଲତା ବେହେରା। ପୁଷ୍ପଲତାଙ୍କ ସମ୍ପର୍କରେ ଖବରପାଇବା ପରେ...

ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ପାଇଛି। ଆବଶ୍ୟକ ପରିମାଣର କୋଇଲା ନ ମିଳିଲେ ଆଗାମୀ...

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି। ଏ ନେଇ କମିଟି ସଦସ୍ୟମାନେ ସୋମବାର ତହସିଲଦାରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ...

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ ପଡ଼ି ନଷ୍ଟ ହେଉଛି। ଜିଲାର ଆଦର୍ଶ ଥାନାର ମାନ୍ୟତା ପାଇଛି କାମାକ୍ଷାନଗର।...

ମେଶିନ୍‌ ଅଛି, କାମରେ ଲାଗୁନି: ୫ ବର୍ଷରେ ମାତ୍ର ୨୭ ଅଲ୍‌ଟ୍ରାସାଉଣ୍ଡ

ରାୟଗଡ଼ା ଅଫିସ, ୧୭।୯- ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ସହଜ, ସୁବିଧା ଓ କମ୍‌ ସମୟ ମଧ୍ୟରେ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା...

ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.) ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି ଧୂପ, ଦୀପ, ନୂଆ ଚାଉଳ ଦେଇ ଧରିତ୍ରୀ ମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ...

ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯ ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ...

ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗ: ଗୁହାରି ଶୁଣିବାକୁ ରାସ୍ତାକୁ ଓହ୍ଲାଇଲେ ଜିଲାପାଳ, ଏସ୍‌ପି

ନୂଆପଡା ଅଫିସ/କୋମନା,୧୭।୯(ଡି.ଏନ.ଏ.) ଜାତୀୟ ରାଜପଥର ଦୁରାବସ୍ଥାକୁ ନେଇ ଜିଲାବ୍ୟାପି ଅସନ୍ତୋଷ ଦୃଢୀଭୂତ ହେଉଥିବା ବେଳେ ଜିଲା ପ୍ରଶାସନ ଏହାର ଗୁରୁତ୍ୱକୁ ଉପଲବ୍ଧି କରିଛି । ନୂଆପଡ଼ା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧବାସୀ ଆନ୍ଦୋଳନ ମୁହାଁ ହେଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌:ଦ୍ୱିତୀୟ ଦିନରେ ମର୍ନିଂ କ୍ଲବ ବିଜୟୀ

ଭବାନୀପାଟଣା,୧୭।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ୨ୟ ଦିବସ ସୋମବାର ମ୍ୟାଚ୍‌ରେ ମର୍ନିଂ କ୍ଲବ ବିଜୟୀ ହୋଇଛି। ମର୍ନିଂ କ୍ଲବ ବନାମ ଇଣ୍ଡିଆନ କ୍ଲବ ମଧ୍ୟରେ ମ୍ୟାଚ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri