ରାଜ୍ୟ

ଚିନିକଳ ପାଇଁ ଦ୍ୱିତୀୟ ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୧୪ା୯: ନୟାଗଡ଼ ଜିଲାରେ ବନ୍ଦ ହୋଇ ପଡ଼ିଥିବା ଏକମାତ୍ର ଶିଳ୍ପ ଚିନିକଳକୁ ଖୋଲିବା ନିମନ୍ତେ ଶୁକ୍ରବାର ସନ୍ଧ୍ୟାରେ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି , ବିଧାୟକ, ଜିଲାପାଳ, ବିଭିନ୍ନ ଦଳର...

ଶ୍ରେଣୀଗୃହର ପୁନୁରୁଦ୍ଧାର ଦାବି: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୧୪ା୯: ଦିନେ ନୁହେଁ କି ଦୁଇ ଦିନ ନୁହେଁ ୭ ବର୍ଷ ହେଲାଣି ବିପଦସଙ୍କୁଳ ଶ୍ରେଣୀଗୃହରେ ପାଠ ପଢ଼ୁଛନ୍ତି କୋମଳମତି ଛାତ୍ରୀଛାତ୍ର। ବିଦ୍ୟାଳୟ ଶ୍ରେଣୀଗୃହର ପୁନୁରୁଦ୍ଧାର ପାଇଁ ବାରମ୍ବାର ପ୍ରଶାସନଠାରେ ଦାବି କଲେ ମଧ୍ୟ ସୁଫଳ ମିଳିଲାନି। ଫଳରେ...

ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ମହଲତ ନେଲେ ବିଧାୟକ

କଟକ ଅଫିସ,୧୪ା୯: ବାରବାଟୀ-କଟକ ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମ ଶୁକ୍ରବାର ଜବାବ ଦାଖଲ ପାଇଁ ଅଦାଲତଙ୍କଠାରୁ ମହଲତ ନେଇଛନ୍ତି। ତେବେ ଆସନ୍ତା ୨୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବାକୁ ଥିବାବେଳେ ଏହା ପୂର୍ବରୁ...

ରଡ ବାନ୍ଧିବା ବେଳେ ଶ୍ରମିକଙ୍କ ମୃତ୍ୟୁ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ନିର୍ମାଣଧୀନ ଏକ ଘର କାମ ବେଳେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ ଜିଲା ରଣପୁର ଥାନା ଅଧୀନ ଖଇରାପାଲି ଗ୍ରାମର ପଦ୍ମଚରଣ ପଟ୍ଟନାୟକ(୪୨)। ପୋଲିସ ସୂଚନା ଅନୁଯାୟୀ, ପଦ୍ମଲୋଚନ...

୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

କଟକ ରୋଡ,୧୪ା୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର କୁଇକ ଆକ୍ସନ ଟିମ ଓ ଲକ୍ଷ୍ମୀସାଗର ପୋଲିସ ରାଜଧାନୀର ବମିଖାଲ ଅଞ୍ଚଳରେ ଚଢ଼ାଉ କରି ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ବମିଖାଲ ତଳ ଭୋଇସାହିରେ ରହୁଥିବା...

ଟ୍ରାଫିକ୍‌ ପରେ ବିଦ୍ୟୁତ୍‌ ଚୋରି ଧରପଗଡ଼

ଭୁବନେଶ୍ୱର,୧୪।୯(ବ୍ୟୁରୋ) – ନୂଆ ଟ୍ରାଫିକ ନିୟମ ଅନୁଯାୟୀ ଆରମ୍ଭ ହୋଇଥିବା ଟ୍ରାଫିକ୍‌ ଧରପଗଡ଼ ଦେଖି ଲୋକେ ଏକ ପ୍ରକାର ଭୟଭୀତ ହୋଇ ନିଜର ସମସ୍ତ କାଗଜପତ୍ର ସଜାଡ଼ିବାରେ ଲାଗିଛନ୍ତି। ଏହାକୁ ନେଇ ରାଜ୍ୟର ସବୁ ଆର୍‌ଟିଓ ଅଫିସ୍‌ଠାରୁ ଆରମ୍ଭ କରି...

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଘଟଣା: ଫରେଷ୍ଟର ଗିରଫ

ଚୌଦ୍ୱାର,୧୪ା୯(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଶୁକ୍ରବାର ଚୌଦ୍ୱାର ପୋଲିସ ଫରେଷ୍ଟର ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ସ୍ବାମୀ ଚୌଦ୍ୱାର ବନ ବିଭାଗରେ କାମ...

ସିଏମସି ପକ୍ଷରୁ ଜବରଦଖଲ ଉଚ୍ଛେଦ: ଭଙ୍ଗାଗଲା ଗୋବର୍ଦ୍ଧନ ଗୋ-ଧାମ

କଟକ ଅଫିସ, ୧୪ା୯: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ମଙ୍ଗଳାବାଗସ୍ଥିତ ଗୋବର୍ଦ୍ଧନ ଗୋ-ଧାମ ପରିଦର୍ଶନ କରିଥିଲେ। ଗୋମାତାଙ୍କୁ ଏଠାରେ କିଭଳି ରଖା ଯାଉଛି ଏବଂ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ଅବଗତ ହୋଇଥିଲେ। ମାତ୍ର କେନ୍ଦ୍ରମନ୍ତ୍ରୀଙ୍କ ପରିଦର୍ଶନ ୨୪ଘଣ୍ଟା ନପୂରୁଣୁ...

ଶାରଦୀୟ ପାର୍ବଣ ପୂଜା ପାଇଁ ପ୍ରସ୍ତୁତି ବୈଠକ

କାକଟପୁର, ୧୪ା୯(ଡି.ଏନ୍‌.ଏ.): ପାଖେଇ ଆସୁଛି ଆଶ୍ୱୀନ ମାସ। ମା’ ମଙ୍ଗଳାଙ୍କ ଶାରଦୀୟ ପାର୍ବଣ ପୂଜା। ପୂଜା କିପରି ଶାନ୍ତି ଶୃଙ୍ଖଳାର ସହିତ ଶେଷ ହେବ ଏଥିନେଇ ଶୁକ୍ରବାର ସନ୍ଧ୍ୟାରେ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା। ମନ୍ଦିରର...

ଏରସମା ଫାଶୀ ଦଣ୍ଡାଦେଶ ମାମଲା: ୨୬ରେ ରାୟ ଦେବେ ହାଇକୋର୍ଟ

କଟକ ଅଫିସ, ୧୪ା୯: ଜଗତସିଂହପୁର ଜିଲା ଏରସମା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଅଭିଯୁକ୍ତ ଲବ ମାନ୍ନା ଓରଫ କାଳିଆଙ୍କୁ ଜଗତସିଂହପୁର ଅତିରିକ୍ତ ଜିଲା ଦୌରାଜଜ୍‌ ଗତ ୧୦ ତାରିଖରେ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ କରିଥିଲେ।...

ମହନ୍ତଙ୍କୁ ଧମକ ଚମକ: ମଙ୍ଗୁ ମଠକୁ ଜଗିଲା ପୋଲିସ

ପୁରୀ ଅଫିସ, ୧୪ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ଅଭିଯାନ ଚାଲିଛି। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ନିର୍ମାଣ ଭଙ୍ଗା ଯାଉଛି। ତେବେ ଚତୁର୍ଥ ମଠ ଭାବେ ମଙ୍ଗୁ ମଠର ପାଳି ପଡିଛି। ପୂର୍ବରୁ ଲଙ୍ଗୁଳି,...

ଭଡ଼ା ଟଙ୍କା ଆଦାୟରେ ଅନିୟମିତତା: ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ

ପୁରୀ ଅଫିସ,୧୪ା୯ : ପୁରୀ ଗୋପବନ୍ଧୁ ଆର୍ୟୁବେଦ କଲେଜ ଓ ଚିକିତ୍ସାଳୟ ପରିସରରେ ରହିଥିବା କନ୍‌ଫ୍ରେନ୍ସ ହଲର ଭଡ଼ା ଆଦାୟରେ ଲକ୍ଷାଧିକ ଟଙ୍କା ହେରଫେର ହୋଇଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି। ଏନେଇ କଲେଜ କର୍ତ୍ତୃପକ୍ଷଙ୍କ ସ୍ବଚ୍ଛତା ଉପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri