ରାଜ୍ୟ

ଓଡ଼ିଶା ପାଇଁ ପ୍ରଭାରୀ ନିଯୁକ୍ତ କଲା ଭାଜପା, ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏଥିସହ ଲତା ଉସେଣ୍ଡିଙ୍କୁ ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ସେହିପରି ଏମପି ଅପରାଜିତା...

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ୧୦ ପର୍ଯ୍ୟଟକ ଆହତ ହୋଇଥିବା...

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଭୁବନେଶ୍ବର,୫।୭: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର,...

ରାଜ୍ୟ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ

ପୁରୁଷୋତ୍ତମପୁର,୫।୭(ସିମାଞ୍ଚଳ ମିଶ୍ର) ସର୍ବଭାରତୀୟ ସ୍ତରରେ ୟୁପିଏସ୍‌ସି ଦ୍ବାରା ପରିଚାଳିତ ସିଡିଏସ୍‌(ଇଣ୍ଡିଆନ ମିଲିଟାରୀ ପରୀକ୍ଷା)ରେ ଗଞ୍ଜାମ ଜିଲା ପୁଷୋତ୍ତମପୁର ଏନ୍‌ଏସି ୱାର୍ଡନଂ ୯ ରଥ ସାହିର ସ୍ବନ୍ଦନଦାଶ ୪୨ ନଂ ର଼୍ୟାଙ୍କରେ ପାସ୍‌ କରିଛନ୍ତି। ସେ ସମଗ୍ର ଓଡ଼ିଶା ସମେତ ଗଞ୍ଜାମ...

୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର

ପାରାଦୀପ,୫ା୭: ଜଗତ୍‌ସିଂହପୁର ଜିଲା ପାରାଦୀପରେ ୩ ଦିନର ନବଜାତ ଶିଶୁପୁତ୍ରଙ୍କୁ ୧ ଲକ୍ଷ ଟଙ୍କାରେ ଜଣେ ଅସହାୟ ମହିଳା ବିକ୍ରିକରି ଦେଇଥିଲେ। ହେଲେ ବିକ୍ରି ହୋଇଥିବା ପୁଅଙ୍କୁ ଶୁକ୍ରବାର ଭାଇଜାଗରୁ ଉଦ୍ଧାର ପରେ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ...

ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ, ଚାଲିକି ଯାଇ…

ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ  ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ।...

ବବି ଦାସଙ୍କ ନାମରେ ଏତଲା

ଭୁବନେଶ୍ୱର,୪ା୭: ବିଜେଡି ସଂଗଠନର ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ନାମରେ ଶୁକ୍ରବାର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଥିବା ଜଣାପଡ଼ିଛି। ବବି ଅନୁମତି ନ ନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ...

ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୫।୭: ଅବସର ପରେ ବି ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଛନ୍ତି। ସୁଡା ପ୍ରକଳ୍ପ ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ଏବଂ ପୌର ନିର୍ଦ୍ଦେଶକ ଥିବା ସଂଗ୍ରାମଜିତ୍‌ ନାୟକଙ୍କ ହଟାଯାଇଛି। ସାରଦାଙ୍କ ସ୍ଥାନରେ ରବୀନ୍ଦ୍ର କୁମାର ସାହୁ ସୁଡା...

ପିଲାଙ୍କ ପାଇଁ ଆସିଲା ଖୁସିଖବର: ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର, କେବେଠୁ ହେବ ଲାଗୁ

ଭୁବନେଶ୍ୱର,୫।୭: ସ୍କୁଲ ପିଲାଙ୍କ ପାଇଁ ଆସିଲା ଖୁସିଖବର। ଏଣିକି ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ । ଅପହଞ୍ଚ ଅଞ୍ଚଳରେ ପିଲାଙ୍କ ଶିକ୍ଷା ପାଇଁ ସରକାର ଯୋଜନା କରୁଛନ୍ତି। ସ୍କୁଲ ଦୂରରେ ଥିବାରୁ ସମସ୍ୟାର...

ସଇଁତଳାରେ ବ୍ୟାପିଲା ଡେଙ୍ଗୁ: ୧୮ ଆକ୍ରାନ୍ତ ଚିହ୍ନଟ

ସଇଁତଳା,୫।୭: ବଲାଙ୍ଗୀର ଜିଲା ସଇଁତଳା ସହରରେ ଦିନକୁ ଦିନ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ସହରରେ ମୋଟ ୧୮ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ସଇଁତଳା ମେଡିକାଲ ଇନ୍‌ଚାର୍ଜଙ୍କ ପକ୍ଷରୁ...

ଦାରିଙ୍ଗବାଡ଼ିରେ ଲାଗିବ ଜାପାନ ଚେରି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍‌ ପେଡ୍‌ ମାଆ କେ ନାମ୍‌’ କାର୍ଯ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ...

ରତ୍ନଭଣ୍ଡାର ପ୍ରସଙ୍ଗ: ପ୍ରମିଳାଙ୍କୁ ଏମିତି କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ…

ଭୁବନେଶ୍ୱର,୫।୭: ରତ୍ନଭଣ୍ଡାର ଖୋଲିବା ନେଇ ପୂର୍ବରୁ ଗଠିତ କମିଟି ଭଙ୍ଗାଯାଇ ରାଜ୍ୟ ସରକାର ୧୬ ଜଣିଆ ନୂତନ କମିଟି ଗଠନ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri