ରାଜ୍ୟ

ହାଇକୋର୍ଟ ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ପ୍ରସଙ୍ଗ: ୧ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ

କଟକ ଅଫିସ,୨୨ା୧୦: ହାଇକୋର୍ଟ ସମେତ ରାଜ୍ୟର ବିଭିନ୍ନ ଅଦାଲତରେ ରହିଥିବା ସମସ୍ୟାର ସମାଧାନ ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ପୂର୍ବରୁ ଆସୋସିଏଶନ ପକ୍ଷରୁ କେବଳ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ...

ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନଭେମ୍ବର ୪ରେ ଅନୁଷ୍ଠିତ ହେବ। ତେବେ ସୋମବାର ହାଇକୋର୍ଟଙ୍କ ଫୁଲ୍‌...

ଗୁମୁଡୁମାହା ଗୁଳିକାଣ୍ଡ: ଦୋଷୀ ପୋଲିସ ଉପରେ କାର୍ଯ୍ୟାନୁଷ୍ଠାନ ଦାବି; ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମିଳୁନି କ୍ଷତିପୂରଣ

ଭୁବନେଶ୍ୱର,୨୨ା୧୦:(ବ୍ୟୁରୋ) କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତ ବ୍ୟକ୍ତିଙ୍କ ପରିବାର ଓ ଆହତଙ୍କୁ ଏଯାଏ ମିଳିନି ନ୍ୟାୟ। ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯାଇନାହିଁ। ବିଭିନ୍ନ ଆଳ...

ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ: ଶହୀଦ ଯବାନଙ୍କୁ ତୋପ ସଲାମି

କଟକ ଅଫିସ, ୨୨ା୧୦: କଟକ ବକ୍ସିବଜାରସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୦ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ସ୍ମୃତି ଦିବସ ସୋମବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଡିଜିପି ବିଜୟ କୁମାର ଶର୍ମା ଯୋଗଦେଇ ପୋଲିସ ବିଭାଗରେ ଶହୀଦ...

ନଭେମ୍ବର ୨୧ରେ ଓଟିଇଟି ପରୀକ୍ଷାଫଳ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆସନ୍ତା ନଭେମ୍ବର ୨୧ରେ ପ୍ରକାଶ ପାଇବ। ଏ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେପଟେ ଓଟିଇଟି ଆନ୍‌ସର-କି’ରେ ବ୍ୟାପକ...

୫ ଜିଲାର ୮.୩୦ ଲକ୍ଷ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବସୁଧା, ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭ୍‌ଲପମେଣ୍ଟ କର୍ପୋରେଶନ(ଓମ୍ବାଡାକ) ଏବଂ ଜାତୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନାରେ ୫ ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା ୮,୩୦, ୩୯୧ ଲୋକଙ୍କୁ ରାଜ୍ୟ ସରକାର ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ...

ଅବଢ଼ା ଯୋଜନା ପାଇଁ ଖର୍ଚ୍ଚ ହେବ ୩୨୦୮ କୋଟି

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ଅବଢ଼ା ଯୋଜନା ପାଇଁ ରାଜ୍ୟ ସରକାର ବୃହତ୍‌ ବ୍ୟୟବରାଦ କରିଛନ୍ତି। ଆସନ୍ତା ୩ ବର୍ଷ ପାଇଁ ସରକାର ଏହି ଯୋଜନା ସକାଶେ ୩୨୦୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଏହି ଯୋଜନାରେ ୭୧୯...

ଲୋକଙ୍କ ସମସ୍ୟା ବୁଝିବାକୁ ୯ କି.ମି. ଚାଲିଲେ ବିଡିଓ

ଦଶପଲ୍ଲା,୨୨ା୧୦(ଡି.ଏନ.ଏ.): ରାଜ୍ୟ ସରକାର ଚଳିତମାସ ୨ ତାରିଖରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୫-ଟି ଆଧାରରେ ରାଜନେତାଠାରୁ ଆରମ୍ଭ କରି ଉଚ୍ଚ ପଦାଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତେ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ନିକଟତର ହୋଇ ସେମାନଙ୍କ ସୁବିଧାଅସୁବିଧା ବୁଝିବା ଉଦ୍ଦେଶ୍ୟରେ...

ସାତକୋଶିଆରେ ଏନ୍‌ଟିସିଏର ୩ ଜଣିଆ ଟିମ୍‌:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା

ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀରର ଗତିବିଧି ଅନୁଧ୍ୟାନ ପାଇଁ ଜାତୀୟ ବ୍ୟାଘ୍ର ପ୍ରଧୀକରଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ)ର ଏକ...

ଆଜି ସରିବ ଅନୁଗୋଳ ଲକ୍ଷ୍ମୀପୂଜା:ମଣ୍ଡପରୁ ମେଳା, ସବୁଠି ଗହଳି

ଅନୁଗୋଳ ଅଫିସ, ୨୨ା୧୦ ଲକ୍ଷ୍ମୀ ପୂଜା ପାଇଁ ଅନୁଗୋଳ ସହର ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଦିନକୁ ଦିନ ଅଧିକ ଶ୍ରଦ୍ଧାଳୁଙ୍କ ଗହଳି ହେଉଛି। ପୂଜା ମଣ୍ଡପଠାରୁ ଆରମ୍ଭ କରି ମିନାବଜାର ପର୍ଯ୍ୟନ୍ତ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖାଯାଉଛି। ତେବେ ପୂଜା...

ପୁଣି ବିଦ୍ୟାଳୟରେ ଭୂତଭୟ

ବୁଗୁଡା,୨୨ା୧୦(ଡି.ଏନ୍‌.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ ଶ୍ରେଣୀର ଛାତ୍ରୀ ଜଣକ ପରେ ଜଣେ ଅସ୍ବାଭାବିକ ଭାବେ ନାଚିବାକୁ ଲାଗିଥିଲେ।...

୨୪ରେ ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି

ଢେଙ୍କାନାଳ ଅଫିସ,୨୨ା୧୦ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ଭସାଣି ଉତ୍ସବ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ସୋମବାର ଅପରାହ୍ନ ୪ଟାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri