ରାଜ୍ୟ

୨୪ରେ ଢେଙ୍କାନାଳ ଲକ୍ଷ୍ମୀପୂଜା ଭସାଣି

ଢେଙ୍କାନାଳ ଅଫିସ,୨୨ା୧୦ ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବର ଭସାଣି ଉତ୍ସବ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ସୋମବାର ଅପରାହ୍ନ ୪ଟାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ...

ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି କଫ୍‌ ସିରପର ଚୋରା କାରବାର ବୃଦ୍ଧି ପାଉଥିବା ବେଳେ ଅସାଧୁ ବ୍ୟବସାୟୀମାନେ ମଧ୍ୟ...

କ୍ଷେତ୍ର ପରିଦର୍ଶନ କଲା ଏକ୍ସପର୍ଟ କମିଟି

ବଲାଙ୍ଗୀର ଅଫିସ,୨୨ା୧୦ ଓଡିଶା ସରକାରଙ୍କ ଏକ ଏକ୍ସପର୍ଟ ଟିମ୍‌ ସୋମବାର ବଲାଙ୍ଗୀର ଜିଲା ଗସ୍ତ କରି ଜିଲାର ବିଭିନ୍ନ ଗଁା ବୁଲି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟ ତଦାରଖ କରିଛନ୍ତି ା ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡିକର ଉତ୍କୃଷ୍ଟ କାର୍ଯ୍ୟାନ୍ବୟନ...

ଛାର୍‌ରି ଝି’ର ଚିନ୍‌ତାରେ ବୁରୁଧ୍‌ ମା’ବାପ୍‌

ଲାଠୋର, ୨୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କର୍ତ୍ତିଆପଡ଼ାର ବାସିନ୍‌ଦା ବୁରୁଧ୍‌ ଦମ୍ପତି ବଂଶୀଧର ସାହୁ(୬୮) ଆର ସପୁର ସାହୁ(୬୨)। ଇ ଦମ୍ପତିକର ୪ ଝି’। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଦମ୍ପତି କୁଲିମଜୁରି କରି...

ତୋଟାବନ୍ଧ ସାହିର ୨୫ ପରିବାରଙ୍କୁ ଥଇଥାନ ଦାବି: ବିଏମ୍‌ସି ଦ୍ୱାରସ୍ଥ ହେଲେ ଉଚ୍ଛେଦ ପରିବାର

ବ୍ରହ୍ମପୁର ଅଫିସ,୨୨ା୧୦-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ରାସ୍ତା ପ୍ରଶସ୍ତୀକରଣ ନେଇ ଶନିବାର ଓ ରବିବାର ହୋଇଥିବା ଉଚ୍ଛେଦରେ ଅନେକ ପରିବାର ବାସହରା ହୋଇଛନ୍ତି। ଉଚ୍ଛେଦରେ ବିଏମ୍‌ସିର ୧୦ ନଂ. ୱାର୍ଡ ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ହାଇସ୍କୁଲସାହି ନିକଟ ତୋଟାବନ୍ଧ ସାହିର...

ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି ଅଭିଯୋଗ ଆସିଥିଲା। ରେଡ଼କ୍ରସ ଫଣ୍ଡରୁ ୨ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ...

ନାବାଳିକାଙ୍କୁ ବଳାତ୍କାର, ଜଣେ ଗିରଫ

ଆସିକା,୨୨ା୧୦(ଡି.ଏନ୍‌.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା...

ମୋବାଇଲ ଫୋନ ଜରିଆରେ ଲକ୍ଷାଧିକ ଟଙ୍କା ଠକେଇ

ଶେରଗଡ,୨୨ା୧୦(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଚିକିଲି ଗ୍ରାମର ସୁବାସ ଚନ୍ଦ୍ର ପାଢୀଙ୍କ ଆକାଉଣ୍ଟରୁ ଏକ ମୋବାଇଲ ଆପ୍‌ ଜରିଆରେ ୧ଲକ୍ଷ ୧୬ହଜାର ୬୩୦ ଟଙ୍କା ଠକେଇ ହୋଇଥିବା ସେ ଶେରଗଡ ଥାନାରେ ଅଭିଯୋଗ କରିଛନ୍ତି। ଥାନାଧିକାରୀ ରମେଶ ଚନ୍ଦ୍ର ଦାସ ନଂ.୧୦୦/୧୯ରେ...

ଗଁ।କୁ ଫେରୁନି ଦାଦନ ଶ୍ରମିକଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୧୦(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ ଖୋଜାପଲି ଗ୍ରାମର ହରସ ସାମଲ (୨୬)ଙ୍କ ଗତ ୧୧ ଅକ୍ଟୋବରରେ ମୃତ୍ୟୁ ହୋଇଥିବା ନେଇ କୁଏତରୁ ପରିବାରକୁ ଫୋନ ଆସିଥିଲା। ପରିବାର ଲୋକେ ପ୍ରଥମେ ଖଲ୍ଲିକୋଟ ତହସିଲଦାରଙ୍କୁ ଜଣାଇଥିଲେ। ତହସିଲଦାର ଚିତ୍ତରଞ୍ଜନ ମହାନ୍ତ ଜିଲା ପ୍ରଶାସନକୁ ଏହି...

ଅଭିଯୋଗ ରଖୁନି ପୋଲିସ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର

ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ ଗଣ୍ଡଗୋଳ ଘଟଣା ଥମିବାର ନାଁ ଧରୁନି। ସୋମବାର ଦେବାଶିଷ ଏହି ଘଟଣାକୁ ନେଇ...

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ: ପରୀକ୍ଷା ଫି’ ବୃଦ୍ଧିକୁ ଛାତ୍ରୀଛାତ୍ରଙ୍କ ବିରୋଧ ଜାରି

ବାରିପଦା ଅଫିସ,୨୨ା୧୦- ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପରିସରରେ କିଛିଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ପରୀକ୍ଷା ଫି’ ବୃଦ୍ଧିକୁ ନେଇ ଗତ ଶନିବାର ଛାତ୍ରୀଛାତ୍ର ଆନ୍ଦୋଳନ କରିଥିବା ବେଳେ ପୁନର୍ବାର ସୋମବାର ସକାଳେ ବିଶ୍ୱବିଦ୍ୟାଳୟ ମୁଖ୍ୟ...

‘ମାଙ୍କଡ଼ା ପଥର ଖନନ ରୋକ’ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲାପାଳ, ଏସ୍‌ପି, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଏନ୍‌ଜିଟି ନୋଟିସ

କେନ୍ଦୁଝର, ୨୨ା୧୦ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘଷିପୁରା ତହସିଲ ଅନ୍ତର୍ଗତ ମଦନପୁର ଅଞ୍ଚଳରେ ବେଆଇନ ମାଙ୍କଡା ପଥର ଖନନ ନେଇ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ଯଥେଷ୍ଟ ନୁହେଁ, ଏଦିଗରେ କଡ଼ା କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri