ରାଜ୍ୟ

ବିଏମ୍‌ସିର ଏନ୍‌ଓସି ପ୍ରସ୍ତାବକୁ ପୂଜା କମିଟିର ନା

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜଧାନୀରେ ଦୁର୍ଗାପୂଜା ପାଇଁ ମଣ୍ଡପଗୁଡ଼ିକ ବିଭିନ୍ନ ବିଭାଗର ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଆଣିଥାନ୍ତି। ପୋଲିସ, ଅଗ୍ନିଶମ, ପୂର୍ତ୍ତ, ବିଦ୍ୟୁତ୍‌, ସାଧାରଣ ପ୍ରଶାସନ ବିଭାଗ ସମେତ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଓସି ପାଇଁ କମିଶନରେଟ ପୋଲିସ...

ଘାରିଛି ହେଲ୍‌ମେଟ୍‌ ଭୟ: ବଢ଼ିଛି ବ୍ୟବସାୟ

କଟକ ଅଫିସ,୧୦।୯: ନିଦ ହଜାଇ ସାରିଲାଣି ମୋଟର ଯାନ ଆଇନ-୨୦୧୯। ନିୟମ ଉଲ୍ଲଂଘନ କରି ଯାତାୟତ କରୁଥିବା ବାଇକ ଚାଳକମାନେ ଏବେ ଟ୍ରାଫିକ ପୋଲିସକୁ ଦେଖି ବାଟ ବଦଳାଇ ଦେଉଛନ୍ତି। ବିନା ହେଲମେଟରେ ଗାଡ଼ି ଚଳାଇବାକୁ ଡରୁଛନ୍ତି। ଏହି ପରିପ୍ରେକ୍ଷୀରେ...

ଚା’ ପିଇ ଗପୁଥିଲେ, ସାପକାମୁଡ଼ା ରୋଗୀଙ୍କୁ ଲାଇନ୍‌ରେ ଆସିବାକୁ କହିଲେ: ଚିକିତ୍ସା ବିଳମ୍ବରୁ ଚାଲିଗଲା ମହିଳାଙ୍କ ଜୀବନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାପ କାମୁଡାରେ ଆହତ ଜଣେ ମହିଳା ଚାଷୀଙ୍କ ମୃତ୍ୟୁକୁ ନେଇ କ୍ୟାପିଟାଲ ହସ୍ପିଟାଲରେ ସୋମବାର ଅପରାହ୍ନରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ଡାକ୍ତରଙ୍କ ଅବହେଳା ଓ ଚିକିତ୍ସାରେ ବିଳମ୍ବ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ଆଣି ପରିବାର ସଦସ୍ୟ...

ପିଲାଙ୍କ ସୁରକ୍ଷା ପାଇଁ ନେହୁରା ହେଲେ କ୍ୟାନସର ପୀଡ଼ିତା

କଟକ ଅଫିସ, ୧୦।୯: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ସୋମବାର ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି। କର୍କଟ ରୋଗରେ ପୀଡ଼ିତ ମହିଳା ମୁନି ଖାତୁନ ନିଜ ୩ କୁନି ଛୁଆଙ୍କୁ ଆଶ୍ରୟ ଦେବା ପାଇଁ ନିବେଦନ କରୁଥିଲେ।...

କଳିଙ୍ଗ ନଗର ଏନକାଉଣ୍ଟର ମାମଲା:ଆହତ ସୁଶାନ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଅଧୀନ କଳିଙ୍ଗନଗର ଏନକାଉଣ୍ଟର ଘଟଣାରେ ଆହତ ହୋଇଥିବା ଅଭିଯୁକ୍ତ ସୁଶାନ୍ତ ମାଝି ସୁସ୍ଥ ହେବା ପରେ ସୋମବାର ପୋଲିସ କୋର୍ଟ ଚାଲାଣ କରିଛି। ସୁଶାନ୍ତଙ୍କ ଘର ଖୋର୍ଦ୍ଧା ଜିଲା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରେ। ତାଙ୍କ ନାମରେ...

ସରୋଦରେ ଶରତ…

ଭୁବନେଶ୍ୱର ୧୦।୯(ବ୍ୟୁରୋ): ସରୋଦରେ ଲୁଚିଥିଲା ଶରତର କଥା। ସରୋଦ ବାଦନରେ ଶରତର ସୌନ୍ଦର୍ଯ୍ୟକୁ ଉପସ୍ଥାପନା କରିଥିଲେ ଶିଳ୍ପୀ। ମା’ ଦୁର୍ଗତିନାଶିନୀଙ୍କ ଆଗମନ ଏହି ଋତୁକୁ ସ୍ବତନ୍ତ୍ର କରୁଥିବାବେଳେ ଧରିତ୍ରୀ ମା’ର ସୌନ୍ଦର୍ଯ୍ୟକୁ ଯନ୍ତ୍ର ସଙ୍ଗୀତ ମାଧ୍ୟମରେ ଶ୍ରୋତାଙ୍କ ନିକଟରେ ପରଷିଥିଲେ...

ଖୋଲିଲା ସ୍ବତନ୍ତ୍ର ଜନଜାତି ଷ୍ଟୋର୍‌ ‘ଆଦିଶା’

ଭୁବନେଶ୍ୱର ୧୦।୯(ବ୍ୟୁରୋ): ଆଦିବାସୀମାନଙ୍କ ବିଭିନ୍ନ ସାମଗ୍ରୀର ବ୍ୟାପକ ବ୍ୟବସାୟ ନିମନ୍ତେ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ। ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଓଡ଼ିଶା ଆଦିବାସୀ ଉନ୍ନୟନ ସମବାୟ ନିଗମ ଲିମିଟେଡ୍‌(ଟିଡିସିସିଓଏଲ୍‌) ମୁଖ୍ୟାଳୟରେ...

ବଢ଼ିପାରେ ଓମ୍‌ଫେଡ ଦୁଗ୍ଧ ମୂଲ୍ୟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଓଡ଼ିଶାରେ ଚାଷ ସହିତ ଗୋପାଳନ ଏକ ପ୍ରମୁଖ ବେଉସା। ଗୋପାଳନ କରୁଥିବା ସର୍ବାଧିକ ଚାଷୀ ଓମ୍‌ଫେଡକୁ କ୍ଷୀର ବିକ୍ରି କରିଥାଆନ୍ତି। କିନ୍ତୁ ଏବେ ଏହି ଚାଷୀମାନେ କ୍ଷତି ସହୁଥିବା କଥା ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ପୂର୍ବ ଅପେକ୍ଷା ଗୋଖାଦ୍ୟର...

କଂଗ୍ରେସ ଗଢ଼ିବ କ୍ୟାଡର ବେସ୍‌ ସଙ୍ଗଠନ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଥିଲା। ସମାନଭାବେ ରାଜ୍ୟରେ ମଧ୍ୟ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଲା। ଦଳକୁ ରାଜ୍ୟ ରାଜନୀତିରେ ଦ୍ୱିତୀୟ ସ୍ଥାନରୁ ଖସି ତୃତୀୟ ସ୍ଥାନରେ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର,୧୦।।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଅନୁଯାୟୀ ରାଜ୍ୟରେ କଡାକଡି ଭାବରେ ଟ୍ରାଫିକ ଚେକିଂ ଚାଲିଥିଲା। ଧୀରେଧୀରେ ଲୋକଙ୍କ ଆକ୍ରୋଶକ୍ରମେ ଏହା ପ୍ରଭାବଶୂନ୍ୟ ହେବାକୁ ଲାଗିଲା। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ଘୋଷଣା କରି ଏହାକୁ ଆସନ୍ତା...

ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ ଉଭୟଙ୍କ କାନରେ ବ୍ୟୟବହୁଳ ଅତ୍ୟାଧୁନିକ ଅସ୍ତ୍ରୋପଚାର କରାଯିବା ପରେ ଏହା ସମ୍ଭବ ହୋଇପାରିଛି।...

ଘରୋଇ ହସ୍ପିଟାଲରେ ଉତ୍ତେଜନା, ଭଙ୍ଗାରୁଜା ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖଣ୍ଡଗିରି ଥାନା ଯଦୁପୁର ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଭଙ୍ଗାରୁଜା କରିବା ଘଟଣାରେ ଖଣ୍ଡଗିରି ପୋଲିସ ୩ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ସୟିଦ ଫଶରୁକ୍‌ ଅଲ୍ଲୀ(୨୫),ଏସ୍‌.କେ ସର୍ବିର(୨୩) ଓ ସୟିଦ ସଫିକ୍‌ ଅଲ୍ଲୀ(୨୬)। ସେମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri