ରାଜ୍ୟ

ମେଡିକାଲ କଲେଜ ସ୍ଥାପନ ଦାବି ତେଜୁଛି :୧୧ରେ ନୂଆପଡା ବନ୍ଦ ଡାକରା

ନୂଆପଡା ଅଫିସ,୧୦ା୯ ନୂଆପଡା ରାଜ୍ୟର ଏକ ଉପାନ୍ତ ଜିଲା । ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ଭଳି ମୌଳିକ ସୁବିଧା ଲୋକଙ୍କୁ ଉପଲବ୍ଧ ହୋଇପାରୁନାହିଁ । ବିଭିନ୍ନ ସମୟରେ ଲୋକେ ଦାବି କରୁଥିଲେ ମଧ୍ୟ ଏଠାରେ ଶିକ୍ଷା, ସ୍ବାସ୍ଥ୍ୟ ବିକାଶ ଦିଗରେ...

ସାତ୍‌ସପନ ହେଇଛେ ସରକାରୀ ସାହାଯ୍‌: ଗୁଟେ ପରିବାର: ୪ ଭିନ୍ନକ୍ଷମ ଭାଇବହେନ୍‌

  ପର୍ଲା, ୧୦ା୯ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲର ଧଅଁରପୁର ପଁଚେତ୍‌ ଅଧୀନ ଭାଲୁଚୁଆ ଗଁାରେ ଗୁଟେ ପରିବାରର ୪ ଭାଇବହେନ୍‌ ଭିନ୍ନକ୍ଷମ ଥିବାର ଜନାଯାଇଛେ। ସୂଚନା ଅନ୍‌ସାରେ ଧଅଁରପୁର ଗଁାର ଦୁଷ୍ମନ୍ତ ଜାଲକଁର ଦୁଇ...

ସ୍କୁଲ ମୁହେଁ ଅଁ।ଠେ କାଦୋ

  ଜାମଟିକ୍ରା, ୧୦।୯ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ ଜାମଟିକ୍ରା ଗାନ୍ଧୀ ଏମ୍‌ଇ ସ୍କୁଲ ସାମ୍‌ନାରେ ପାଏନ୍‌ ଟୁଡ଼ି ରହିବାର ଲାଗି ଅଁାଠେ କାଦୋ ହେଇଛେ। ଯେନ୍‌ଥିରଲାଗି ସ୍କୁଲର ଛାତ୍ରୀଛାତ୍ର ପରିସର ଭିତିରକେ ଗଲାଅଏଲା ବେଲେ ବଡ଼ଭାରି...

ଦାଉ ସାଧ୍‌ଲା ଲଘୁଚାପ ବରଷା: ବାସହୀନ ହେଲେ ଅନେକ ପରିବାର

  ଲାଠୋର, ୧୦ା୯ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାରେ ଦିନାକେତେ ହେଲା ଲଘୁଚାପ ପରଭାବରେ ଭରଷା ଲାଗି ରହିଛେ। ବରଷା ପାଏନ୍‌ରେ ଅନେକ୍‌ ପରିବାରର ଘରଦୁଆର ଭାଂଗି ବେସାହାରା ହେଇଯାଇଛନ୍‌। ସେନ୍‌ତା ଅନେକ ଲୁକ୍‌କର ଘର ଭିତରେ ଅଁାଠେ ପାଏନ୍‌ ପଶି...

୩ ବର୍ଷର ଶିଶୁକନ୍ୟା ନିଖୋଜ, ତଦନ୍ତ ଚଳାଇଛି ପୋଲିସ

ଓଡଗାଁ, ୯।୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଥାନା ସାକେରୀ ହରିଜନ ସାହିରୁ ସୋମବାର ସକାଳୁ ଏକ ୩ ବର୍ଷର ଶିଶୁକନ୍ୟା ନିଖୋଜ ହୋଇଯିବା ଘଟଣା ସମସ୍ତଙ୍କୁ ଚକିତ କରିଛି । ସୂଚନା ଅନୁସାରେ, ପ୍ରକାଶ ନାୟକଙ୍କ ସ୍ତ୍ରୀ ସୋମବାର ସକାଳେ...

ଟ୍ରାଫିକ୍‌ ନିୟମ ୩ ମାସ କୋହଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ସେପ୍ଟେମ୍ବର ୧ରୁ ଦେଶବ୍ୟାପୀ ଲାଗୁ ହୋଇଛି ନୂଆ ମୋଟର ଯାନ ଆଇନ। ନୂଆ ଆଇନ କାର୍ଯ୍ୟକାରୀ ହେବା ପରେ ଚାରିଆଡ଼େ ଚାଲିଛି ଧରପଗଡ଼। ଆଇନ ଭାଙ୍ଗିଲେ ଆଦାୟ ହେଉଛି ୧୦ ଗୁଣ ଅଧିକ ଜରିମାନା। ସଂଶୋଧିତ ମୋଟର...

ବଧୂହତ୍ୟା ଅଭିଯୋଗ: ସ୍ବାମୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ପୋଲିସ

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ଜିଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଛି। ଏ ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ନିଶା ଥାନା ଅନ୍ତର୍ଗତ କଙ୍କରେଇ ଅଞ୍ଚଳର ବାନାମ୍ବର ବାରିକଙ୍କ...

ଲଗାଣ ବର୍ଷାରେ ଧୋଇଗଲା ପିସୁବାନ୍ଦା ନାଳ ପୋଲର ଦୁଇ ପାର୍ଶ୍ୱ ରାସ୍ତା: ଯାତାୟାତ ଠପ୍‌

କୋଟଗଡ଼, ୯।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ଗତ ୪ଦିନଧରି ଲଗାଣ ବର୍ଷା ଲାଗିରହିଛି। ଏଥିରେ ପିସୁବାନ୍ଦା ନାଳ ଉପରେ ନୂତନଭାବେ ଏକ ପୋଲ ଠିକା କମ୍ପାନୀ ଦ୍ବାରା ନିର୍ମାଣ ହୋଇଥିବା ବେଳେ ବର୍ଷା ଯୋଗୁ ଉକ୍ତ ପୋଲର ଦୁଇ...

ରାଜଧାନୀରେ ରୋଡ୍‌ ରୋମିଓଙ୍କୁ ଛେଚିଲେ ଯୁବତୀ

ଭୁବନେଶ୍ୱର, ୯।୯(ବ୍ୟୁରୋ): ରାଜଧାନୀର ରସୁଲଗଡ଼ ଜିଜିପି କଲୋନୀରେ ଜଣେ ଯୁବତୀ ୨ଜଣ ରୋଡ ରୋମିଓଙ୍କୁ ମାଡ଼ ମାରିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ଜିଜିପି କଲୋନୀ ଅଞ୍ଚଳର ଜନୈକା...

ଦୁଇ ପୁଅଙ୍କୁ ହତ୍ୟାକରି ମା’ଙ୍କ ଆତ୍ମହତ୍ୟା

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ବାମୀଙ୍କ ଅନୁପସ୍ଥିତରେ ନିଜର ୨ ପୁଅଙ୍କୁ ଗଳାକାଟି ହତ୍ୟା କରି ନିଜେ ମା’ ରେଳଧାରଣାରେ ଆତ୍ମହତ୍ୟା କରିଥିବା ଜଣାପଡିଛି ।...

ବରିଷ୍ଠ ସାମ୍ବାଦିକ ଦିଲୀପଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର,୯।୯(ବ୍ୟୁରୋ) : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ରବିବାର ବିଳମ୍ବିତ ରାତିରେ ହୃଦ୍‌୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ...

ଏନ୍‌ଏଚ୍‌ଆର୍‌ସିରେ କିଡ୍‌ନୀ କାଢିନେବା ମାମଲା : ୨ଲକ୍ଷ କ୍ଷତିପୂରଣ ସହ ଆପୋଲୋ ହସ୍ପିଟାଲ ପଞ୍ଜୀକରଣ ରଦ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ବରଗଡ଼ ଜିଲାର ଅନିଲ ସ୍ବାମୀଙ୍କ କିଡ୍‌ନୀ କାଢି ନେବା ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି) ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମାମଲାର ବିଚାର କରି କମିଶନ ପୀଡିତଙ୍କୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଆପୋଲୋ ହସ୍ପିଟାଲର ପଞ୍ଜୀକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri