ରାଜ୍ୟ

ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା: ଯାତ୍ରା ପଡ଼ିଆରେ ମେଲଣ କଲେ ୪୦ ମେଢ଼

ଚୌଦ୍ୱାର,୧୬।୧୦(ଡି.ଏନ୍‌.ଏ.):ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରାର ମେଲଣ ଉତ୍ସବ ମଙ୍ଗଳବାର ଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ପୂଜା ମଣ୍ଡପର ଦେବଦେବୀଙ୍କ ମୃଣ୍ମୟ ପ୍ରତିମା ସାହିବସ୍ତି ପରିକ୍ରମା କରିବା ସହିତ ଅପରାହ୍ନରେ ମେଲଣ ପଡ଼ିଆ ଅଭିମୁଖେ ଯାତ୍ରା କରିଥିଲେ। ଚଳିତ ବର୍ଷ ଶୋଭାଯାତ୍ରାରେ...

‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଲକ୍ଷେ ଛୁଇଁଲା

ଭୁବନେଶ୍ୱର,୧୬।୧୦(ବ୍ୟୁରେ): ଗୋଟିଏ ଦିନରେ ‘ମୋ ବସ୍‌’ ଯାତ୍ରୀ ସଂଖ୍ୟା ଏକ ଲକ୍ଷ ଛୁଇଁଲା। ସୋମବାର ‘ମୋ ବସ୍‌’ରେ ୧୦୧୮୮୧ ଜଣ ଯାତ୍ରୀ ଯାତ୍ରା କରିଥିଲେ। ଯାହା ‘ମୋ ବସ୍‌’ ଆରମ୍ଭ ହେବା ଦିନଠାରୁ ସର୍ବକାଳୀନ ରେକର୍ଡ। ଏହା ଦ୍ୱାରା ‘ମୋ...

ଜବରଦଖଲ ଉଚ୍ଛେଦ ପାଇଁ ସର୍ଭେ ଆରମ୍ଭ

ପୁରୁଣା ଭୁବନେଶ୍ୱର,୧୬।୧୦ (ଡି.ଏନ.ଏ.):ପୁରୀ ଶ୍ରୀମନ୍ଦିର ଭଳି ଏକାମ୍ର କ୍ଷେତ୍ର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ହଟାଯିବ। ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନାମାନ ହେବ। ଅଧିକରୁ ଅଧିକ ପର୍ଯ୍ୟଟକ ଆସିବେ। ଏହି ଐତିହ୍ୟ କ୍ଷେତ୍ରକୁ ବିଶ୍ୱ ମାନଚିତ୍ରରେ ସ୍ଥାନ ଦେବାକୁ ପ୍ରଥମେ ମନ୍ଦିର...

ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ ପହଞ୍ଚତ୍ବା ପରେ ସେମାନଙ୍କ ମଧ୍ୟରୁ ୬ ଜଣ ପାନ ଖାଉଥିବା ଦେଖିଥିଲେ। ଏ...

ଭାଜପା ଛାଡିଲେ ଦାମ ରାଉତ: କହିଲେ ବିଜୁ ପଟ୍ଟନାୟକଙ୍କ ଅନୁଗତ ଭାବେ ରାଜ୍ୟର ସ୍ବାର୍ଥ ପାଇଁ ଅବଶିଷ୍ଟ ଜୀବନ ବିତାଇବେ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଭାଜପାର ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଇସ୍ତଫା ପତ୍ର ଦେବା ପରେ କ୍ଷୋଭ ପ୍ରକାଶ କରି ଦାମ...

ମୁନିଗୁଡାରେ ଲାଗିଲା ମାଓବାଦୀ ପୋଷ୍ଟର, ବ୍ୟାନର୍‌

ମୁନିଗୁଡା,୧୬।୧୦(ଡି.ଏନ.ଏ.):ରାୟଗଡା ଜିଲା ମୁନିଗୁଡା ଥାନା ଅନ୍ତର୍ଗତ ରାମନାକୁପୁଲି ଛକ ନିକଟରେ ବୁଧବାର କିଛି ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ମାଓବାଦୀ ବ୍ୟାନର ଓ ପୋଷ୍ଟରଗୁଡିକ ସରକାରୀ ଫାଶିବାଦୀ ସମାଧାନ ଦମନ ବିରୋଧରେ ଲାଗିଛି। ଅକ୍ଟୋବର ୨୫କୁ...

ମା’ଙ୍କ ରୋଗ ଉପଶମ କରିବାକୁ ଯାଇ ପୁଅ ତିଆରି କଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର

ଖୋର୍ଦ୍ଧା ଅଫିସ,୧୬।୧୦:ମା’ଙ୍କ ରୋଗ ଉପଶମର ପଥ ଦେଖାଇଲା ନୂଆ ଉପାୟ। ପୁଅ ତିଆରି କରି ପକାଇଲେ ଅଣ୍ଡାରୁ ଚିଆଁ ଫୁଟା ଯନ୍ତ୍ର। ତାହା କୁକୁଡ଼ା ଅଣ୍ଡାରୁ ଚିଆଁ ଫୁଟାଇବାରେ ସହାୟକ ହୋଇପାରୁଛି। ମା’ଙ୍କ ରୋଗ ଉପଶମ ହେଲା। ପୁଅ କିନ୍ତୁ...

ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍‌ଓ ଲେଖିଲା ଚିଠିି

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍‌ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେବେ ରକେଟ ବାଣ...

୮୬ ଛାତ୍ରୀଛାତ୍ରଙ୍କ ଦିନକର ମଧ୍ୟାହ୍ନଭୋଜନ ହେରଫେର, ପ୍ରଧାନ ଶିକ୍ଷକ ନିଲମ୍ବିତ

ରେଢାଖୋଲ,୧୫।୧୦(ଡି.ଏନ.ଏ.):ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ନିଲମ୍ବନ ହୋଇଛନ୍ତି। ୮୬ ଜଣ ଛାତ୍ରୀଛାତ୍ରଙ୍କ ଗୋଟିଏ ଦିନର ମଧ୍ୟାହ୍ନ ଭୋଜନ ହେରଫେର କରିଥିବା ଅଭିଯୋଗରେ ସମ୍ବଲପୁର ଜିଲା ଶିକ୍ଷାଧିକାରୀ ତାଙ୍କୁ ନିଲମ୍ବନ...

ସାରା ଦେଶରେ ଲାଗୁ ହେବ ଏକକ ଇ-ଟୋଲ ଆଦାୟ ବ୍ୟବସ୍ଥା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ସମଗ୍ର ଦେଶରେ କାର୍ଯ୍ୟକାରୀ ହେବ ଏକକ ଇ(ଇଲେକ୍ଟ୍ରୋନିକ)-ଟୋଲ୍‌ ଆଦାୟ ବ୍ୟବସ୍ଥ। ବର୍ତ୍ତମାନ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ରାଜପଥର ଟୋଲ୍‌ ପ୍ଲାଜାଗୁଡ଼ିକରେ ଆର୍‌ଏଫ୍‌ଆଇଡି (ରେଡିଓ ଫ୍ରିକ୍ୟୁନ୍ସି ଆଇଡିଏଣ୍ଟିଫିକେଶନ) ଆଧାରିତ ‘ଫାଷ୍ଟାଗ’ ଜରିଆରେ ଟୋଲ୍‌ ଆଦାୟ କରାଯାଉଛି।...

ରେଲ୍‌ଓ୍ବେ ସୁରକ୍ଷା କମିଟି ବୈଠକ:କଡ଼ା ସୁରକ୍ଷାରେ ରହିବ ବଡ଼ ଷ୍ଟେଶନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଟ୍ରେନ ଯାତ୍ରୀ ଓ ରେଲ୍‌ଓ୍ବେ ସମ୍ପତ୍ତିର ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ୫ ବଡ଼ ଷ୍ଟେଶନକୁ ଅତି ସମ୍ବେଦନଶୀଳ ଭାବେ ନିଆଯାଇଛି। ଏହି ଷ୍ଟେଶନଗୁଡିକ କଡ଼ା ସୁରକ୍ଷା ବଳୟରେ ରହିବ। ରେଲ୍‌ଓ୍ବେ ସୁରକ୍ଷା କମିଟି ବୈଠକରେ ଯୋଗଦେବା ଅବସରରେ...

କ୍ରୀଡ଼ାକୁ ପ୍ରୋତ୍ସାହନ:ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ):କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ରାଜ୍ୟ ମଧ୍ୟରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ନିକଟରେ ଶେଷ ହୋଇଥିବା ଇଣ୍ଡିଆ ସ୍ପୋର୍ଟସ ସମିଟ୍‌ରେ ଏଥିପାଇଁ ରାଜ୍ୟକୁ ପୁରସ୍କୃତ କରାଯାଇଛି। କ୍ରୀଡ଼ା ସଚିବ ବିଶାଳ ଦେବ ଏହି ପୁରସ୍କାର ଗ୍ରହଣ କରିଛନ୍ତି। କ୍ରୀଡ଼ାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri