ରାଜ୍ୟ

୬ରେ କଳା ଦିବସ ପାଳିବ କୁଡୁମୀ ସେନା

ବାରିପଦା ଅଫିସ,୨ା୯- ୧୯୫୦ ସେପ୍ଟେମ୍ବର ୬ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁଡୁମୀ ଜାତିକୁ ଜନଜାତି ତାଲିକାରୁ ବାଦ ଦିଆଯାଇଥିଲା ା ଏହାର ପ୍ରତିବାଦରେ ବିଗତ ଦିନରେ ଏହି ଦିବସକୁ କଳା ଦିବସ ରୂପେ ପାଳନ କରାଯାଉଥିବା ବେଳେ ସମଗ୍ର...

ନିମ୍ନମାନର ରାସ୍ତା କାମ ନେଇ ଭିଡିଓ ଭାଇରାଲ

ବଡ଼ସାହି,୨ା୯(ସ୍ବ.ପ୍ର)- ବଡ଼ସାହି ବ୍ଲକ ଅଧୀନ ପାଉଁଶିଆ ପଞ୍ଚାୟତ ବାଘୁଆପାଳ ଗ୍ରାମଠାରୁ ଜଗନ୍ନାଥପୁର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ ଚାଲିଥିବା ପକ୍କା ସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଠିକ୍‌...

ଛାନୁଆ ଗାଁ ରାସ୍ତାରେ ଆଣ୍ଠୁଏ ପାଣି: ଦୁର୍ଦ୍ଦଶା ଭୋଗୁଛନ୍ତି ଶହେ ପରିବାର

ରୂପ୍‌ସା, ୨।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଛାନୁଆ ପଞ୍ଚାୟତର ୧୧ନଂ. ୱାର୍ଡ଼ ଛାନୁଆ ଗାଁ ରାସ୍ତାରେ ବର୍ଷା ଜଳ ଜମି ରହିବା ଯୋଗୁ ପରିସ୍ଥିତି ବେହାଲ ହୋଇପଡ଼ିଛି। ଏହି ଓ୍ବାର୍ଡ଼ର ଶହେ ପରିବାରର ୬ଶହରୁ ଊର୍ଦ୍ଧ୍ୱ ଲୋକ ପାଣି ଭିତରେ...

ଛାତ୍ରୀଛାତ୍ରଙ୍କୁ ଜ୍ଞାନ ବାଣ୍ଟିଲେ ଜିଲାପାଳ, ଏସ୍‌ପି

ଛତ୍ରପୁର,୨ା୯(ଡି.ଏନ.ଏ.)-କଲେଜ ଛାତ୍ରୀଛାତ୍ର ସେମାନଙ୍କର କ୍ୟାରିୟର ଗଢ଼ିବା ପାଇଁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତିଙ୍କଠାରୁ ଯେଭଳି ଜ୍ଞାନ ଆହରଣ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉପାୟ ଅବଲମ୍ବନ କରାଯାଇଛି ା ଏହି ପରିପ୍ରେକ୍ଷୀରେ ରବିବାର...

ସରକାରୀ ଜମିରେ ହେବ ପାଚେରି

ବ୍ରହ୍ମପୁର ଅଫିସ୍‌,୨ା୯-ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକରେ ବ୍ରହ୍ମପୁର ଉପଜିଲାପାଳ ଶିନ୍ଦେ ଦତ୍ତାତ୍ରୟ ଭାଉସାହେବ ଅଧ୍ୟକ୍ଷତା କରିଥିଲେ। ଏଥିରେ ଉପଖଣ୍ଡସ୍ତରୀୟ ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ରାଜସ୍ବ ପର୍ଯ୍ୟବେକ୍ଷକ ଯୋଗ ଦେଇଥିଲେ । ରାଜସ୍ବ ସମ୍ପର୍କିତ ବିଭିନ୍ନ ବିଷୟ...

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ । ଏହାର ୬ ବର୍ଷ ପୁରିବାକୁ ଯାଉଛି ଏବଂ ପ୍ରକଳ୍ପ ସ୍ଥାନରେ କେବଳ ପ୍ରାଚୀର...

ବେଗ ରୋକିପାରୁନି ଇଣ୍ଟରସେପ୍ଟର:ରାଜପଥରେ ବଢ଼ୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୨।୯ ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ପ୍ରତିଦିନ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବଅଁରପାଳ ଛକରୁ ବଡ଼କେରା ଓ ତୁବେ ମଧ୍ୟରେ ଅଧିକ ଦୁର୍ଘଟଣା ଘଟୁଛି। ଏହି ରାସ୍ତାରେ ଗାଡ଼ିର...

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର ଏହି ଅବତରଣ ଦୃଶ୍ୟକୁ ଦେଖିବେ। ତାଙ୍କ ସହ ପ୍ରତ୍ୟେକ ରାଜ୍ୟ ଓ...

ଅନୁଗୋଳ ତହସିଲ କାର୍ଯ୍ୟାଳୟରେ ଜିଲାପାଳ:ବକେୟା କାର୍ଯ୍ୟ ଶୀଘ୍ର ସାରିବାକୁ ତାଗିଦ

ଅନୁଗୋଳ ଅଫିସ, ୨।୯ ରବିବାର ରାତିରେ ଖୋଲାଥିବା ଅନୁଗୋଳ ତହସିଲ କାର୍ଯ୍ୟାଳୟରୁ ଫାଇଲ ନେଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୋମବାର ପୂର୍ବାହ୍ନରେ ଉକ୍ତ କାର୍ଯ୍ୟାଳୟରେ ପହଞ୍ଚି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ଅନେକ ସମୟରେ ତହସିଲଦାର ଅଫିସରେ ରହୁ...

ନବାନ୍ନ ଉତ୍ସବ: ୧୦ହଜାର ସାଧୁ, ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କାନାଳ ଅଫିସ, ୨ା୯ମହିମାଧର୍ମର ପ୍ରମୁଖ ପୀଠସ୍ଥଳୀ ଯୋରନ୍ଦା ମହିମାଗାଦିରେ ରବିବାର ନବାନ୍ନ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧୦ ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥ ଏଥିରେ ସାମିଲ ହୋଇଥିବାବେଳେ ଅଲେଖ ମହିମା ଧ୍ୱନିରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ପାରମ୍ପରିକ...

ନୂଅଁ।ଖାଇ, ସହର ବଜାର ଚଳଚଞ୍ଚଳ ସବୁସ୍ତରରେ ପ୍ରସ୍ତୁତି ଶେଷ

ନୂଆପଡା ଅଫିସ,୨ା୯ ପୂର୍ବବର୍ଷ ଭଳି ଭାଦ୍ରବ ମାସ ପଞ୍ଚମୀ ତିଥିରେ ସମଗ୍ର ପଶ୍ଚିମ ଓଡିଶାରେ ନୂଆଖାଇ ପାଇଁ ଦିନ ଧାର୍ଯ୍ୟ ହୋଇଛି । ଏଥିପାଇଁ ସବୁଠି ଏକ ପ୍ରକାର ପ୍ରସ୍ତୁତି ଶେଷ ହୋଇଯାଇଛି । ସହର ବଜାର ଚଳଚଞ୍ଚଳ ହୋଇପଡିଥିବାବେଳେ...

ଏଣିକି ଭୋଟର ନିଜ ପରିଚୟପତ୍ର ଯାଞ୍ଚ କରିବେ: ଆନୁଷ୍ଠାନିକ ଭାବେ ଶୁଭାରମ୍ଭ

ନୂଆପଡା ଅଫିସ,୨ା୯ ରାଜ୍ୟରେ ସମସ୍ତ ଭୋଟର ନିଜର ଠିକ ପରିଚୟପତ୍ର ଯେପରି ପାଇପାରିବେ ସେଥିପ୍ରତି ରାଜ୍ୟ ନିର୍ବାଚନ କମିଶନର ବିକଳ୍ପ ଚିନ୍ତା କରିଛନ୍ତି । ଏଣିକି ଭୋଟରମାନେ ନିଜ ପରିଚୟପତ୍ର ନିଜ ନିଜ ଅଞ୍ଚଳର ବୁଥକୁ ଆସି ଯାଞ୍ଚ କରିପାରିବେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri