ରାଜ୍ୟ

ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ

ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି ସହଯୋଗର ହାତ ବଢାଇଛନ୍ତି ଜଣେ ଇଟାଲୀ ଯୁବକ। ସେ ହେଲେ ସ୍ବେଚ୍ଛାସେବୀ...

ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ

ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ। ମାତ୍ର ପୋଲିସକୁ ଖାତିର ନ କରି ଖୋଲାଖୋଲି ଚାଲେଞ୍ଜ ଦେଇଛନ୍ତି ଅପରାଧୀ।...

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି। ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ...

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ ରାସ୍‌। ବିଭିନ୍ନ ପୂଜାମଣ୍ଡପରେ ସନ୍ଧ୍ୟା ହେଲେ ଆରମ୍ଭ ହୋଇଯାଉଛି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ।...

ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ

ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି ନିର୍ବାପକ ସଂଶୋଧିତ ନିୟମ ୨୦୧୯ ଅନୁସାରେ ସବୁ ସରକାରୀ, ସରକାରୀ ଅଧିକୃତ...

ଆଜି ଆସୁଛନ୍ତି ଉପରାଷ୍ଟ୍ରପତି: ସୁରକ୍ଷା ଦାୟିତ୍ୱରେ ୧୫ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର (ବ୍ୟୁରୋ)/ କଟକ ଅଫିସ,୬।୧୦: ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁ ରବିବାର ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ସେ ପୂର୍ବାହ୍ନ ୧୦ଟା ୧୫ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରସ୍ଥ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଓହ୍ଲାଇବେ। ସେଠାରୁ...

‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପଦକ୍ଷେପ ଆରମ୍ଭ କରିଛନ୍ତିି। ରେଡିଓ ଫ୍ରିକ୍ୱେନ୍ସିଂ ଆଇଡେଣ୍ଟିିଫିକେଶନ୍‌ (ଆର୍‌ଏଫ୍‌ଆଇଡି) ତଥା ଫାସ ଟ୍ୟାଗ୍‌ ଜାତୀୟ ଇଲେକଟ୍ରୋନିକ୍ସ...

କାର୍ଯ୍ୟକାରୀ ହେଲାନି ଓଡ଼ିଆରେ ନାମଫଳକ: ବର୍ଷେ ପୂର୍ବରୁ ହୋଇଥିଲା ଗାଇଡ୍‌ଲାଇନ

ନୟାଗଡ଼ ଅଫିସ,୬ା୧୦: ସରକାରୀ, ବେସରକାରୀ ଅନୁଷ୍ଠାନ ହେଉ କି ବ୍ୟବସାୟିକ ପ୍ରତିଷ୍ଠାନ ସମସ୍ତେ ଓଡ଼ିଆରେ ନାମଫଳକ ଲେଖିବାକୁ ସରକାରଙ୍କ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଥିଲା। ନୟାଗଡ଼ ଜିଲାରେ ମଧ୍ୟ ଏ ପ୍ରକାର ନିର୍ଦ୍ଦେଶ ଜାରି ହୋଇଥିଲା। ହେଲେ ଇତିମଧ୍ୟରେ ବର୍ଷେ...

ମୋ ପୋଖରୀ ଯୋଜନାକୁ ଚାହିଁ ବସିଛନ୍ତି ହିତାଧିକାରୀ

ଭଞ୍ଜନଗର,୬।୧୦(ଡି.ଏନ.ଏ.)-ରାଜ୍ୟରେ ମାଛର ବେଶ୍‌ ଚାହିଦା ରହିଛି। ମାତ୍ର ଯେତିକି ମାଛ ଦୌନନ୍ଦିନ ରାଜ୍ୟରେ ଆବଶ୍ୟକ, ତାଠାରୁ କମ୍‌ ଉତ୍ପାଦନ ହେଉଛି। ତେଣୁ ପଡ଼ୋଶୀ ଆନ୍ଧ୍ର ଉପରେ ମାଛର ଚାହିଦା ମେଣ୍ଟାଇବାକୁ ନିର୍ଭରଶୀଳ ହେବାକୁ ପଡୁଛି ଓଡ଼ିଶାକୁ। ମାଛର ଆବଶ୍ୟକତା ପୂରଣ...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା ଘଟିଛି ବ୍ରହ୍ମପୁର ପୋଲିସ ଜିଲା ସଦର ଥାନା ଅଞ୍ଚଳରେ। ନଂ.୨୬୧/୨୦୧୯ରେ ମାମଲା ରୁଜୁ...

ମାଛ ବ୍ୟବସାୟୀ ନିଖୋଜ

ବ୍ରହ୍ମପୁର ଅଫିସ,୬ା୧୦-ସହରର ଜଣେ ଜଣାଶୁଣା ମାଛ ବ୍ୟବସାୟୀ ଅମର ସାହୁ ଶୁକ୍ରବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏହାକୁ ନେଇ ଏବେ ମାଛ ବ୍ୟବସାୟୀ ଓ ସ୍ଥାନୀୟ ଲୋକଙ୍କ ମନରେ ନାନା କଳ୍ପନାଜଳ୍ପନା ଲାଗି ରହିଛ। ତାଙ୍କ ଝିଅ ବୈଦ୍ୟନାଥପୁର ଥାନାରେ...

ଏସ୍‌ଓଜିର କୋମ୍ବିଂ ଅପରେଶନ୍‌: ଗନ୍ଧମାର୍ଦ୍ଧନ ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ

ଖପ୍ରାଖୋଲ, ୫।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଧନ ପାହାଡ଼ରେ ଶନିବାର ସକାଳେ ଏସ୍‌ଓଜିର କୋମ୍ବିଂ ଅପରେଶନ୍‌ ବେଳେ ମାଓବାଦୀ କ୍ୟାମ୍ପ ଠାବ ହୋଇଛି। ପୋଲିସ ପକ୍ଷରୁ ବ୍ୟାପକ ମାଓବାଦୀ ସାମଗ୍ରୀ ଜବତ ହୋଇଥିବା ବେଳେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri