ରାଜ୍ୟ

ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍‌ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ

ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ ଠିଆ ହୋଇଥିଲା। ମଦଦୋକାନ କାଉଣ୍ଟର ନିକଟରେ ପୋଲିସ କର୍ମଚାରୀମାନେ ଠିଆ ହୋଇଥିଲେ। ଏହାର...

କୋଣାର୍କ ମହୋତ୍ସବ-୨୦୧୯: ଅଂଶଗ୍ରହଣ କରିବ ଇଣ୍ଡୋନେସିଆ ଦଳ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ଚଳିତ ବର୍ଷ କୋଣାର୍କ ମହୋତ୍ସବ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ମହୋତ୍ସବ ସହ ଜଡିତଥିବା ସମସ୍ତ ପକ୍ଷଙ୍କୁ...

ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କଲା ଓଏସ୍‌ଆରଟିସି

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍‌ଆରଟିସି) ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ା ଏହି ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । ଟେଲିଫୋନରେ ଯାତ୍ରୀମାନେ ନିଗମ ପରିଚଳିତ ବସଗୁଡ଼ିକ ସଂପର୍କରେ ତଥ୍ୟ ପାଇବା ସହିତ ମୂଲ୍ୟବାନ ମତାମତ/ସମସ୍ୟା...

ସଂସଦୀୟ ପ୍ରତିନିଧି ଦଳରେ ସସ୍ମିତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଚଳିତ ମାସ ୧୩ରୁ ୧୭ ତାରିଖ ଯାଏ ସର୍ବିଆସ୍ଥିତ ବେଲ୍‌ଗ୍ରେଭ୍‌ରେ ୧୪୧ତମ ଆନ୍ତଃସଂସଦୀୟ ୟୁନିୟନ୍‌ ଆସେମ୍ବ୍ଲି ହେବାକୁ ଯାଉଛି। ଏଥିରେ ଯୋଗ ଦେବାକୁ ଥିବା ଭାରତୀୟ ସଂସଦୀୟ ଦଳରେ ବିଜେଡି ତଥା ଓଡ଼ିଆ ଲୋକସଭା ସଦସ୍ୟ ସସ୍ମିତ ପାତ୍ର ମନୋନୀତ...

ବିହାର ବନ୍ୟା : ମୁଖ୍ୟମନ୍ତ୍ରୀ ରଖିଲେ ସହାୟତା ପ୍ରସ୍ତାବ

ଭୁବନେଶ୍ୱର,୩।୧୦(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ସ୍ଥିତି ସମ୍ପର୍କରେ ଗୁରୁବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଟେଲିଫୋନ୍‌ ଯୋଗେ କଥା ହୋଇଛନ୍ତି। ଓଡ଼ିଶା ପକ୍ଷରୁ ଆବଶ୍ୟକ ସହଯୋଗ ପ୍ରସ୍ତାବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଛି। ବିହାରରେ ବନ୍ୟା...

ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ସୁରେନ୍ଦ୍ର କୁମାର ହେଲେ ଜଳସମ୍ପଦ ସଚିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାରଙ୍କୁ ଜଳ ସମ୍ପଦ ବିଭାଗର ପ୍ରମୁଖ ସଚିବ...

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: କୋଟିପତି ଶିକ୍ଷୟିତ୍ରୀ ଗିରଫ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ଭୁବନେଶ୍ୱର ୟୁନିଟ-୬ସ୍ଥିତ ସିଟି ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତି ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗୁରୁବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ତିଳୋତ୍ତମାଙ୍କ ଘରେ ଗୁରୁବାର ୩ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।...

ବାପାଙ୍କୁ କୋଦାଳରେ ଛେଚି ହତ୍ୟାକଲେ ପୁଅ, ଅଭିଯୁକ୍ତଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

କେନ୍ଦୁଝର, ୩।୧୦(ସ୍ବ.ପ୍ର.): ବୃଦ୍ଧ ବାପାଙ୍କୁ ଅତି ନିର୍ମମ ଭାବେ ଛେଚି ହତ୍ୟା କଲେ ପୁଅ। ଗୁରୁବାର ମଧ୍ୟାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ସିଂହବିଲା ଗ୍ରାମ କିରିକିଚିଆ ସାହିରେ। ମୃତ ବାପା...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ...

୨୧ରେ ବିଜେପୁର ଲଢ଼େଇ: ଦୁଇ ଦିନ ପ୍ରଚାର କରିବେ ନବୀନ !

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନ ଲାଗି ରାଜ୍ୟ ରାଜନୀତି ସରଗରମ। ଆସନ୍ତା ୨୧ରେ ଭୋଟ ଗ୍ରହଣ ହେବାକୁ ଘୋଷଣା ହୋଇଥିବା ବେଳେ ଗୁରୁବାର ତିନି ପ୍ରମୁଖ ଦଳ ନିଜର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଏଥିରେ ବିଜେଡି ସଭାପତି ତଥା...

ଆଜି କାତିଖର୍ପର ବେଶରେ ଦର୍ଶନ ଦେବେ ମା’ ମଙ୍ଗଳା

କାକଟପୁର,୩।୧୦(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଟମୀ ତିଥିଠାରୁ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା। ଗୁରୁବାର ଶୁକ୍ଳ ଷଷ୍ଠୀ ତିଥି ହୋଇଥିବାରୁ ସନ୍ଧ୍ୟାରେ ମା’ଙ୍କ ଭକ୍ତମାନଙ୍କୁ କାତିଖର୍ପର ବା କାତାୟାନୀ ବେଶରେ ସଜ୍ଜିତ ହୋଇ...

ଆଉ ନିର୍ବାଚନ ଲଢିବେନି ଦାମ ରାଉତ: କହିଲେ, ଲୋକଙ୍କ ପାଇଁ କାମ ଜାରି ରହିବ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବରିଷ୍ଠ ଭାଜପା ନେତା ଦାମ ରାଉତ ରାଜନୀତିରୁ ସନ୍ୟାସ ନେଇଛନ୍ତି। ଫଳରେ ତାଙ୍କ ୪୫ ବର୍ଷ ରାଜନୀତି କ୍ୟାରିୟର ସମାପ୍ତ ହୋଇଛି। ନିର୍ବାଚନ ଲଢିବାକୁ ଆଉ ବୟସ ନାହିଁ, କିନ୍ତୁ ବଞ୍ଚିଥିବା ଥିବା ଯାଏ ଲୋକଙ୍କ ପାଇଁ ସେବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri