ରାଜ୍ୟ

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ଏନେଇ...

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର,୪ା୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ...

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୪।୭: ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ। ସେମାନେ ହେଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ...

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ମହିଳାଙ୍କ ପ୍ରସବ ବେଦନା ହେବାରୁ...

ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ମୃତ ଶରୀର ଗୁରୁବାର ବଡ଼ପୋଖରୀ...

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି।...

ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୭: ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଏଏସ୍‌ଓ ଜଣଙ୍କ ହେଉଛନ୍ତି ମୋରା ମାରାଣ୍ଡି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ...

ମୁଖ୍ୟମନ୍ତ୍ରୀଙ୍କ ପାଇଁ କେନ୍ଦୁଝରରୁ କେନ୍ଦୁ ଆଣିଥିଲେ ଜଣେ ବ୍ୟକ୍ତି: ଏହା ଦେଖିବା ପରେ ହଠାତ୍‌…

ଭୁବନେଶ୍ୱର,୪।୮:ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ୱାସନା ମଧ୍ୟ ଦେଉଛନ୍ତି।...

ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ...

ହାଇକୋର୍ଟ ଗଲେ ଏଲିନା

କଟକ,୪।୭: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ ଓ ସୋସିଆଲ ମିଡିଆ ଖବର ଉପରେ ରୋକ ପାଇଁ ଏଲିନା ଆବେଦନ କରିବା...

ରତ୍ନଭଣ୍ଡାର ଖୋଲିବ କି ନାହିଁ ଜଷ୍ଟିସ୍‌ ଅରିଜିତ୍‌ ପଶାୟତ ଦେଲେ ଏହି ବଡ଼ ସୂଚନା

ପୁରୀ,୪ା୭: ଆସନ୍ତା ୮ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲିବାକୁ କୁହାଯାଇଥିବା ବେଳେ ଏବେ ରତ୍ନଭଣ୍ଡାର ତଦାରଖ ଜଷ୍ଟିସ୍‌ ଅରିଜିତ ପଶାୟତ ଏନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ସମ୍ଭାବନା କମ୍‌ ରହିଛି।...

ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି ରାସ୍ତାରେ ଫିଙ୍ଗିଦେଲେ ପଡ଼ୋଶୀ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ କେନ୍ଦୁଡିହା ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ଜନୈକ ଅଭିଯୁକ୍ତ ଏକ କୁରାଢ଼ୀରେ ମହିଳାଙ୍କୁ ହତ୍ୟା କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri